Browsing Category

ରାଜ୍ୟ କାହାଣୀ

ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ବଢିଲା ଭତ୍ତା ରାଶି

ଭୁବନେଶ୍ୱର(ରାଜ୍ୟକାହାଣୀ) ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର(ରାଜ୍ୟକାହାଣୀ) ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ଅରବିନ୍ଦ

ଜାନୁଆରିରେ ପଶ୍ଚିମାଝଡ଼:କମିପାରେ ଶୀତ

ଭାରତୀୟ ପାଣିପାଗ କେନ୍ଦ୍ର ଜାନୁଆରୀରୁ ମାର୍ଚ୍ଚ ପର୍ଯ୍ୟନ୍ତ ସମ୍ଭାବ୍ୟ ବର୍ଷାକୁ ନେଇ ନୂଆ ପୂର୍ବାନୁମାନ ଜାରି କରିଛି । ଏହି ଆକଳନ କହୁଛି, ଏଥର ଜାନୁଆରୀରୁ ମାର୍ଚ୍ଚ ଭିତରେ ଉତ୍ତର ପଶ୍ଚିମ ଭାରତକୁ ଛାଡ଼ିଦେଲେ ବାକି ସବୁଠି ବର୍ଷା ସ୍ୱାଭାବିକଠାରୁ ଅଧିକ ରହିପାରେ ।କୋହଲା ପାଗ ସହ ବର୍ଷା

ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ୍‌ ପରୀକ୍ଷା

ଭୁବନେଶ୍ୱର(ରାଜ୍ୟକାହାଣୀ) ଆଜିଠୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠୁ ପରୀକ୍ଷା ଆରମ୍ଭ ହୋଇ ଜାନୁଆରୀ ୧୨ ତାରିଖରେ ଶେଷ ହେବ । ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ

ଥରାଉଛି ଶୀତ,ରାଉଲକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟକୁ ଫେରିଛି ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାରଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିବାର ସମ୍ଭାବନା

ଆଜି ବି ପୁରୀରେ ପ୍ରବଳ ଭିଡ଼

ଭୁବନେଶ୍ୱର(ରାଜ୍ୟକାହାଣୀ) ବର୍ଷ ୨୦୨୪ କୁ ବିଦାୟ ଦେଇ ବର୍ଷ ୨୦୨୫ ର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଅଛି l ଇଂରାଜୀ ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବର୍ଷ ସୁଖ ସମୃଦ୍ଧି ଓ ମଙ୍ଗଳମୟ ହେବା ନେଇ ଲକ୍ଷାଧିକ ଭକ୍ତ ପ୍ରାଥନା

ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି

ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି

ଖୁବଶୀଘ୍ର  ରାଜ୍ୟରେ ପୂରଣ ହେବ ଖାଲିଥିବା ସରକାରୀ ପଦବୀ

ଭୁବନେଶ୍ୱର(ରାଜ୍ୟକାହାଣୀ) ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪ ହଜାର ୨୨୨ କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ମିଳିଛି। ରାଜ୍ୟର ୧୧ଟି ଜିଲାରେ

ନୂଆ ବର୍ଷରେ ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର ।

ନୂଆ ବର୍ଷରେ ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ବଡ଼ ଉପହାର । ବର୍ଷର ପ୍ରଥମ କ୍ୟାବିନେଟରେ ମିଳିଲା ଖୁସି ଖବର । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଏଥିରେ ଡିଏପି ସାର ଉତ୍ପାଦନ କରୁଥିବା କମ୍ପାନୀଗୁଡିକ ପାଇଁ ସରକାର ଏକ ସ୍ବତନ୍ତ୍ର ପ୍ୟାକେଜ

ଟ୍ୱିନ୍ ସିଟିରେ ଘଟୁଥିବା ଅପରାଧକୁ ନେଇ ଆସିଲା କମିଶନରେଟ୍ ପୋଲିସର ବାର୍ଷିକ ରିପୋର୍ଟ ।

ଟ୍ୱିନ୍ ସିଟିରେ ଘଟୁଥିବା ଅପରାଧକୁ ନେଇ ଆସିଲା କମିଶନରେଟ୍ ପୋଲିସର ବାର୍ଷିକ ରିପୋର୍ଟ । ଭୁବନେଶ୍ୱର ୟୁପିଡ଼ିରେ ୨୦୨୩ ମସିହାରେ ୧୧ ହଜାର ୯୭୫ ଟି କେସ ରୁଜୁ ହୋଇଥିବା ବେଳେ ୨୦୨୪ ରେ ୧୪ ହଜାର ୪୧୬ ଟି କେସ ରୁଜୁ ହୋଇଛି । ୨୦୨୩ ରେ ୫୨ ଟି ମର୍ଡର କେସ ହୋଇଥିବା ବେଳେ ୨୦୨୪ ରେ ଏହା ବଢି