Browsing Category
ରାଜ୍ୟ କାହାଣୀ
ଡିଜି ପାହ୍ୟାକୁ ଗଲେ ୩ ଆଇପିଏସ୍ ଅଫିସର
ଦୁଇ ଦିନ ତଳେ ବିଭିନ୍ନ ସ୍ତରରେ କାର୍ଯ୍ୟ କରୁଥିବା ୮ ଜଣ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି ମିଳିଥିବା ବେଳେ ଆଜି ଇଂରାଜୀ ନୂଆ ବର୍ଷରେ ୩ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ସରକାର ପଦୋନ୍ନତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ୧୯୯୩!-->…
ଟୁରିଜିମ୍ ହବ୍ ହେବ ଓଡିଶା-ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏବେ ଓଡ଼ିଶା ୧୭ ନମ୍ବର ସ୍ଥାନରେ ଅଛି ।୨୦୨୫ ସରୁ ସରୁ ୧୭ରୁ ୭ ନମ୍ବର ହେବ, ୨୦୨୯ ବେଳକୁ ୩ରୁ ୧ ନମ୍ବର ହେବ ଓଡ଼ିଶା । ଏହା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ!-->…
ଆସନ୍ତା ୩ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ
ଭୁବନେଶ୍ୱର(ରାଜ୍ୟକାହାଣୀ) ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି।ମିଜୋରାମର ପୂର୍ବତନ ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର!-->…
ଆସନ୍ତା ୧୫ ତାରିଖ ସୁଦ୍ଧା ଇ-କେୱାଇସି ପ୍ରକ୍ରିୟା ସରିବ।
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କଓ୍ବୋଇସିକୁ ନେଇ ନୂଆବର୍ଷରେ ବଡ଼ ସୂଚନା ଦେଇଛନ୍ତି। ଜାନୁଆରୀ ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ!-->…
ନୂଆବର୍ଷରେ ଆମିଷ ବଜାରରେ ଲୋକଙ୍କ ପ୍ରବଳ ଭିଡ
ନୂଆବର୍ଷରେ ଆମିଷ ବଜାରର ଚାହିଦା। ଆମିଷ କିଣିବାକୁ ଲୋକଙ୍କର ପ୍ରବଳ ଗହଳି ଦେଖିବାକୁ ମିଳିଛି । ମାଂସ ଭଳି ମାଛର ବି ଚାହିଦା କିଛି କମ ନାହିଁ । ବିଭିନ୍ନ ପ୍ରକାର ମାଛ ଭିତରୁ ଗ୍ରାହକ ନିଜ ମନପସନ୍ଦର ମାଛ କିଣିବାକୁ ଆଗ୍ରହ ଦେଖାଉଛନ୍ତି । ଗ୍ରାହକଙ୍କ!-->…
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଇଂରାଜି ନବ ବର୍ଷ ଶୁଭେଚ୍ଛା ଜଣାଇଛନ୍ତି।
ଭୁବନେଶ୍ୱର(ରାଜ୍ୟକାହାଣୀ) ନବବର୍ଷର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ନୂତନ ବର୍ଷ ୨୦୨୫ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏଥିସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସଭିଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ନବୀନ । ସେହିଭଳି ଓଡ଼ିଶାର!-->…
ଆଜିଠୁ ପୁଣି ରାଜ୍ୟରେ ବଢିବ ଶୀତ
ଭୁବନେଶ୍ୱର(ରାଜ୍ୟକାହାଣୀ) ଆହୁରି ଥରାଇବ ଜାଡ଼ । କମିବ ପାରଦ, ବଢିବ ଶୀତ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘନ କୁହୁଡି ପାଇଁ ଗାଡ଼ି ଚଳାଚଳରେ ବାଧା ଉପୁଜିବା ସହ ଟେନସା ସୂଚନା ଅନୁଯାୟୀ, ଆସନ୍ତା ୨୪!-->…
ଶିମିଳିପାଳକୁ ପୁଣି ଫେରିଲା ବାଘୁଣୀ ଜିନତ୍
ଭୁବନେଶ୍ୱର(ରାଜ୍ୟକାହାଣୀ) ପୁଣି ଶିମିଳପାଳକୁ ଫେରିଲା ଜିନ୍ନତ । କୋଲକାତା ଆଲିପୁର ଚିଡ଼ିଆଖାନାର ପଶୁ ଚିକିତ୍ସାଳୟରୁ ଏକ ଭ୍ୟାନ ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଯାଇଛି । ଗ୍ରୀନ କରିଡ଼ର ମଧ୍ୟରେ ଜିନ୍ନତ ଓଡ଼ିଶା ଆସିଛି । ବାଘୁଣୀ ଜିନତ ରାତି ଗୋଟାଏ ୨୫ରେ ଆନ୍ତଃରାଜ୍ୟ ସୀମା ଜାମଶୋଳା!-->…
ପ୍ରବାସୀ ଭାରତୀୟ ଦିବସ ସମାରୋହ: ମୁଖ୍ୟ ଅତିଥି ହେବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି
ଭୁବନେଶ୍ୱର(ରାଜ୍ୟକାହାଣୀ) ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି!-->…
ନୂଆବର୍ଷରେ ନୂଆ ଉଦ୍ଦୀପନା : ୨୦୨୫କୁ ସ୍ୱାଗତ କଲେ ବିଶ୍ୱବାସୀ
ଭୁବନେଶ୍ୱର(ରାଜ୍ୟକାହାଣୀ) ଓଲଟିଛି କ୍ୟାଲେଣ୍ଡର ପୃଷ୍ଠା । ବିଦାୟ ନେଇଛି ୨୦୨୪ । ଆସିଛି ନୂଆବର୍ଷ । ଧରାପୃଷ୍ଠରେ ଏବେ ୨୦୨୫ର ରାଜୁତି । ବିଦାୟୀ ବର୍ଷର ଘାତ ପ୍ରତିଘାତ, ଦୁଃଖ ଓ କଷ୍ଟକୁ ଭୁଲି ନୂଆବର୍ଷକୁ ଧୁମଧାମରେ କରାଯାଇଛି ସ୍ୱାଗତ । ରାଜ୍ୟ, ଦେଶ ଓ ବିଶ୍ବ ସାରା ସବୁଠି ଉତ୍ସବ!-->…