Browsing Category
ରାଜ୍ୟ କାହାଣୀ
ଶୀଘ୍ର କରାଇ ନିଅନ୍ତୁ ଜରୁରୀ କାମ । ଜାନୁଆରୀ ମାସରେ ୧୫ ଦିନ ବ୍ୟାଙ୍କ ବନ୍ଦ
ପୁରୁଣା ବର୍ଷ ୨୦୨୪ ଶେଷ ହବାକୁ ଯାଉଛି । ଆରମ୍ଭ ହେବ ନୂଆ ବର୍ଷ ୨୦୨୫ । ଏଥର ନୂଆ ବର୍ଷ ସମସ୍ତଙ୍କୁ ଭାରି ଖୁସି ଦେବ । ଏଥର ବର୍ଷ ପ୍ରଥମ ମାସ ଜାନୁଆରୀରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ । ଏ ନେଇ ରିଜର୍ଭ ବ୍ୟାଙ୍କ ଜାରି କରିସାରିଲାଣି ଛୁଟି ତାଲିକା ।୧ ଜାନୁଆରୀ : ନୂଆବର୍ଷ!-->…
ଆଜି ୪ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ଭୁବନେଶ୍ୱର(ରାଜ୍ୟକାହାଣୀ) ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷୟକ୍ଷତି ବୁଝିବା ପାଇଁ ଆଜି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଫସଲହାନି ସ୍ଥିତିର ସମୀକ୍ଷା ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ବୁଲି ଚାଷୀଙ୍କ ସହ କଥା ହେବେ ନବୀନ । !-->…
ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ
ପୁରୀ (ରାଜ୍ୟକାହାଣୀ) ରାତି ପାହିଲେ ନୂଆବର୍ଷ । ବର୍ଷର ଶେଷ ଦିନ ଓ ବର୍ଷର ଆରମ୍ଭରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ସଭିଙ୍କ ମନରେ ଭରପୁର ଆଶା । ଆଉ ଏଥିପାଇଁ ପୁରୀରେ ଅସମ୍ଭାଳ ଭିଡ଼। ସମୟ ଯେତେ ବଢୁଛି, ଭିଡ଼ ବି ସେତିକି ବଢୁଛି । ଜନସମୁଦ୍ର ପାଲଟିଛି ବଡଦାଣ୍ଡ।ତେଣୁ ଭିଡ଼ ନିୟନ୍ତ୍ରଣ ଓ!-->…
ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍।
ଭୁବନେଶ୍ୱର(ରାଜ୍ୟକାହାଣୀ) ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଭୁବନେଶ୍ୱରରେ ଚାଲିବ ଡବଲ ଡେକର ବସ୍ I ଏଥିପାଇଁ ମୁମ୍ବାଇରୁ ଆସୁଛି ୫ଟି ଇ- ଡବଲ ଡେକର ବସ୍। କାରଣ କ୍ରୁଟ ଦେଇଥିବା ଅର୍ଡର ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଆସୁଥିବା ୫ଟି ବସ୍ ମଙ୍ଗଳବାର ପହଞ୍ଚିପାରେ।ଏହି ଡବଲ ଡେକରର ଡିଜାଇନରେ!-->…
ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ।
ଭୁବନେଶ୍ୱର(ରାଜ୍ୟକାହାଣୀ) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଇଂରାଜୀ ନୂତନ ବର୍ଷ ପରିପ୍ରେକ୍ଷୀରେ ଆନୁଷ୍ଠାନିକ ଭାବେ କୌଣସି ଉତ୍ସବ ଏବଂ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ବୋଲି ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ!-->…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩୫ ବର୍ଷୀୟ ସିମ୍ପାଞ୍ଜି ‘ଜୁଲୁ’ର ମୃତ୍ୟୁ।
ଭୁବନେଶ୍ୱର(ରାଜ୍ୟକାହାଣୀ) ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ସୋମବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୟସାଧିକ କାରଣରୁ ଜୁଲୁ ନାମକ ସିମ୍ପାଞ୍ଜିର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ଜୁଲୁକୁ ୩୬ ବର୍ଷ ହୋଇଥିଲା। ୧୯୮୮ରେ ସିଙ୍ଗାପୁରରେ ଜୁଲୁ ଜନ୍ମ ନେଇଥିଲା। ୧୯୯୪ରେ!-->…
ଶିମିଳିପାଳରେ ୧୩ ଶିକାରୀଙ୍କୁ ଧରାଇଲା AI କ୍ୟାମେରା
ଶିକାରୀଙ୍କୁ ଟ୍ରାପ କରି ଧରିଲା AI କ୍ୟାମେରା । ଜଣେ କି ୨ ଜଣ ନୁହେଁ ଏକାଥରକେ ୧୩ ଶିକାରୀ ଧରାପଡିଛନ୍ତି । ଗତ ୨୪ ତାରିଖ ରାତିରେ ଶିକାର ପାଇଁ ୧୩ ଜଣ ଶିକାରୀ ଶିମିଳିପାଳରେ ପ୍ରବେଶ କରିଥିଲେ । ସେମାନେ ରେଞ୍ଜର କୋର୍ ଅଞ୍ଚଳରେ ଶିକାର ପାଇଁ ଯାଇଥିବାବେଳେ AI କ୍ୟାମେରା ଟ୍ରାପ କରିଥିଲା!-->…
ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ବୀମାଭୁକ୍ତ ଚାଷୀମାନଙ୍କ ପାଇଁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ସମୟ ଅବଧି କେନ୍ଦ୍ର ସରକାର ଆଉ ତିନି ଦିନ ବଢାଇଲେ । ବୀମାଭୁକ୍ତ ଚାଷୀମାନେ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ । ଏଥିପାଇଁ ପ୍ରଧାନମନ୍ତ୍ରୀ ଓ!-->…
ଘରୋଇ ଲେଡିଜ୍ ହଷ୍ଟେଲରୁ ଫୁଡ ବ୍ଲଗରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର(ରାଜ୍ୟକାହାଣୀ) ରାଜଧାନୀର ଇନଫୋସିଟି ଥାନା ଅନ୍ତର୍ଗତ ଆଦର୍ଶ ବିହାର କଲୋନିରେ ଥିବା ଏକ ଘରୋଇ ଲେଡିଜ୍ ହଷ୍ଟେଲରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସୋନାଲି ସଂଘମିତ୍ରା ପରିଡ଼ା। ସେ ଜଣେ ଫୁଡ ବ୍ଲଗର୍ ଭାବେ ଜଣାଶୁଣା। ଗତକାଲି ରାତିରେ ସେ!-->…
ଫେବୃଆରୀରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ।
ଭୁବନେଶ୍ୱର(ରାଜ୍ୟକାହାଣୀ) ନୂଆବର୍ଷରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ବଡ଼ ବିକଳ୍ପ ଆଣିବେ ନୂଆ ସରକାର । ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ । ଏହି ଯୋଜନାରେ ରାଜ୍ୟର ଏକ କୋଟି ପରିବାରକୁ ସାମିଲ କରାଯିବା ନେଇ ସୂଚନା ଦେଇଛନ୍ତି!-->…