Browsing Category
ରାଜ୍ୟ କାହାଣୀ
ମାଟି ତଳୁ ବାହାରୁଛି ରଙ୍ଗ ବେରଙ୍ଗର ମୂଲ୍ୟବାନ ପଥର
ଭୁବନେଶ୍ଵର ( ରାଜ୍ୟ କାହାଣୀ) ମାଟି ତଳୁ ବାହାରୁଛି ରଙ୍ଗ ବେରଙ୍ଗର ପୁଳା ପୁଳା ମୂଲ୍ୟବାନ ପଥର । ମାଟିରୁ ମୂଲ୍ୟବାନ ରତ୍ନ ପଥର ବାହାରୁଥିବା ସୂଚନା ମିଳିଛି । ବଘିଆପଡ଼ା ଫାଣ୍ଡି ଖୁଣ୍ଟିଆପଡ଼ା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଏହି ଗାଁରେ ରାସ୍ତା କାମ ଚାଲିଥିବା ବେଳେ…
ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ ।
ଭୁବନେଶ୍ଵର ( ରାଜ୍ୟ କାହାଣୀ) ସୁଭଦ୍ରା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପରାମର୍ଶ । ଜାନୁଆରୀ ୨୯ ଓ ୩୦ ତାରିଖ ବ୍ୟାଙ୍କ ଯାଆନ୍ତୁ । ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ । ଯେଉଁମାନଙ୍କୁ କଲ୍ ଆସିଛି, ମେସେଜ୍ ଆସିଛି ଯାଆନ୍ତୁ ।ଏନ୍ପିସିଆଇ…
ପଖାଳ ଖାଇ ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ।
ଭୁବନେଶ୍ଵର ( ରାଜ୍ୟ କାହାଣୀ) ପଖାଳ ଖାଇ ହଷ୍ଟେଲ ଛାତ୍ରୀ ଅସୁସ୍ଥ । ତେଲକୋଇ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ଦେଖିବାକୁ ମିଳିଛି ଏଭଳି ଘଟଣା । ୨୨ ଜଣ ହଷ୍ଟେଲ ଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା ମିଳିଛି l ହଷ୍ଟେଲ ୱାଡେନଙ୍କ କହିବା କଥା, ପ୍ରତ୍ୟେକ ଦିନ ସକାଳେ ଛୁଆମାନେ ସୁଜି…
କେନ୍ଦୁଝରରେ ଷ୍ଟିଲ୍ ପ୍ଲାଣ୍ଟ କରିବ JSW
ଭୁବନେଶ୍ଵର ( ରାଜ୍ୟ କାହାଣୀ) କେନ୍ଦୁଝରରେ ହେବ ଷ୍ଟିଲ୍ ପ୍ଲାଣ୍ଟ । ସରକାରଙ୍କ ସହ MOU ସ୍ଵାକ୍ଷର କଲା ଜେଏସ୍ଡ଼ବ୍ଲୁ । କେନ୍ଦୁଝରରେ ଆଇରନ ବେଲ୍ଟ ଥିବାରୁ ମୁଖ୍ୟମନ୍ତ୍ରୀ ଆଗ୍ରହ ପ୍ରକାଶ କରିଥିଲେ । ୫ ମିଲିୟନ ଟନ୍ ଉତ୍ପାଦନ ପ୍ଲାଣ୍ଟ ହେବ । ପୋସ୍କୋ ସହ କରିବୁ କି ଆମେ ନିଜେ କରିବୁ ପରେ…
ନିରଞ୍ଜନଙ୍କ ଘରେ ପୁଣି ଚୋରି ଉଦ୍ୟମ, ରାତି ହେଲେ ଡର ଲାଗୁଛି :ନିରଞ୍ଜନ
ଭୁବନେଶ୍ଵର ( ରାଜ୍ୟ କାହାଣୀ) ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପୁଣି ପଶିଲା ଚୋର। ଗତ ୨୬ ତାରିଖରେ ତାଙ୍କ ନୟାପଲ୍ଲୀସ୍ଥିତ ଏନ୍-୨୯ ଘରୁ ଚୋରି ହୋଇଥିବାବେଳେ ସୋମବାର ରାତିରେ ଏନ୍-୨୫ ଘରେ ପୁଣି ଚୋରି ଉଦ୍ୟମ ହୋଇଛି। କିନ୍ତୁ ଏଥର ଧରାପଡ଼ିଛି ଚୋର। ଝରକା ଭାଙ୍ଗି…
ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ରେ ମୋଦିଙ୍କ ଉଦ୍ବୋଧନ,ବିକାଶର ଶିଖର ଛୁଇଁବ ଓଡ଼ିଶା
ଭୁବନେଶ୍ଵର ( ରାଜ୍ୟ କାହାଣୀ) ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଉଦଘାଟିତ ହୋଇଛି । ଆନୁଷ୍ଠାନିକ ଭାବେ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ‘ଜୟ ଜଗନ୍ନାଥ’ରୁ ଉଦବୋଧନ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଅସୁସ୍ଥ ହେଲେ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ
ଭୁବନେଶ୍ଵର ( ରାଜ୍ୟ କାହାଣୀ) ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ପୁଣି ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି । ଫଳରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ବୟସାଧିକ କାରଣରୁ…
ପୁରୀ ଶ୍ରୀମନ୍ଦିରକୁ ବାହାରିଲା ପ୍ରଥମ ରଥ କାଠ ।
ଭୁବନେଶ୍ଵର ( ରାଜ୍ୟ କାହାଣୀ) ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଆସୁଛି ରଥ କାଠ। ନୟାଗଡ ଦଶପଲ୍ଲାରୁ ପୁରୀ ଅଭିମୁଖେ ଗଡିଛି ରଥକାଠ ବୋଝେଇ ହୋଇଥିବା ୩ଟି ଟ୍ରକ୍। ପ୍ରଥମ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ ଏବଂ ୫୩ ଖଣ୍ଡ ଧଉରା କାଠ ଆସୁଛି ପୁରୀ ଶ୍ରୀମନ୍ଦିର ।
…
‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ଵର ( ରାଜ୍ୟ କାହାଣୀ) ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାପ ବନ୍ଦରରୁ ସିଧା ଜନତା ମୈଦାନକୁ ଗଲେ ମୋଦି। ସେଠି ‘ଉତ୍କର୍ଷ ଓଡ଼ିଶା’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉଦଘାଟନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ…
୯୦ ଦିନର ଅସୀମିତ କଲ୍ ସୁବିଧା ଏବେ ବିଏସଏନଏଲରେ
ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଏବେ ପୁଣି ଚର୍ଚ୍ଚାରେ । କମ୍ପାନୀ ଏକ ନୂତନ ରିଚାର୍ଜ ପ୍ଲାନ୍ ଆରମ୍ଭ କରିଛି। ତେବେ ଏହି ରିଚାର୍ଜ ପ୍ଲାନରେ ଆପଣଙ୍କୁ ଇଣ୍ଟରନେଟ୍ ମିଳିବ ନାହିଁ । ଅର୍ଥାତ୍ ଏହି ପ୍ଲାନ ରିଚାର୍ଜ କଲେ ଆପଣ ଇଣ୍ଟରନେଟ୍ ଚଲାଇପାରିବେ…