Browsing Category

ରାଜ୍ୟ କାହାଣୀ

ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଶିମିଳିପାଳ ଅଭୟାରଣ୍ୟ ଭିତରେ କୁଙ୍କି ହାତୀ ଭବାନୀର ମୃତ୍ୟୁ । ଅଭୟାରଣ୍ୟ ଭିତରେ ଜେନାବିଲ ଠାରେ ତାକୁ ରଖାଯାଇଥିଲା ଗତ ୨୦୦୧ ମସିହା ରେ ଶିମିଳିପାଳକୁ ଏକ ସାଙ୍ଗରେ କର୍ଣ୍ଣାଟକରୁ ତିନୋଟି ହାତୀ ଶୋଭା ଭବାନୀ ଓ ମହେନ୍ଦ୍ରକୁ ଅଣାଯାଇଥିଲା । ଗତ କିଛି ମାସ

ରାଜ୍ୟରେ କଲବଲ କରୁଛି ଘନ କୁହୁଡ଼ି  ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) କଲବଲ କରୁଛି ଘନ କୁହୁଡ଼ି । ଟ୍ୱିନ୍ ସିଟିରେ ଘନ କୁହୁଡ଼ି । ଆଜି ବଡ଼ି ଭୋରରୁ ଟ୍ୱିନ ସିଟି ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି । ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି । ବୁଧବାର ଗଞ୍ଜାମ, ଗଜପତି,

ଉତ୍କର୍ଷ ଓଡ଼ିଶା’ ସମ୍ମେଳନ ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ,ଟ୍ରାଫିକ ବ୍ୟବସ୍ଥା କଡାକଡି 

ଭୁବନେଶ୍ଵର ( ରାଜ୍ୟ କାହାଣୀ) ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ

ଅନ୍ତେବାସୀଙ୍କୁ ନିର୍ଯାତନା ଅଭିଯୋଗ । ନିମ୍ନ ମାନର ଖାଦ୍ୟ ସହ ଦିଆଯାଉଛି ମାଡ଼ ।

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମାନସିକ ଅନଗ୍ରସର ଦିବ୍ୟାଙ୍ଗ ଥଇଥାନ କେନ୍ଦ୍ରରେ ନିର୍ଯାତନା । ସମ୍ବଲପୁର ଧନୁପାଲି ଥାନା ପୁଟିବନ୍ଧ ସ୍ଥିତ ସମର୍ଥ କେନ୍ଦ୍ରରେ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ଅନ୍ତେବାସୀଙ୍କୁ ନିମ୍ନ ମାନର ଖାଦ୍ୟ ସହ ଦିଆଯାଉଛି ଅକଥନୀୟ ନିର୍ଯାତନା । କଥା କଥାରେ

୪ଦିନରେ ସରିବ ରାସନ କାର୍ଡର e-KYC ଯାଞ୍ଚ । ଶୀଘ୍ର e-KYC କରେଇ ନିଅନ୍ତୁ 

୪ଦିନରେ ସରିବ ରାସନ କାର୍ଡର e-KYC ଯାଞ୍ଚ । ସମୟ ଭିତରେ ଅପଡେଟ୍‌ କରିପାରିନଥିବା ହିତାଧିକାରୀଙ୍କ ପାଇଁ କୋହଳ ହୋଇପାରେ ବ୍ୟବସ୍ଥା । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବର୍ତ୍ତମାନ ସୁଦ୍ଧା ୮୮ ପ୍ରତିଶତ ଲୋକ ଇ-କେୱାଇସି (e-KYC) କରିସାରିଛନ୍ତି।

ପ୍ରଫେସର (ଡାକ୍ତର) ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନାଭୁ

ବନେଶ୍ୱର ( ରାଜ୍ୟ କାହାଣୀ) , ଜାନୁଆରୀ ୨୭ : ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା

ବଦଳିଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମଧୁ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ଵର ( ରାଜ୍ୟ କାହାଣୀ) ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ଅତିରିକ୍ତ ଦାୟିତ୍ବ । ଏସଜେଟିଏର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିଲେ ।ଏନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି

ସରକାରଙ୍କ ଅବହେଳା ପାଇଁ ଆଜି ଆମେ ବିପଦରେ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଗତକାଲି ମୋର ଭୁବନେଶ୍ବର ଘରେ ଚୋରି ହୋଇଛି । ଏହି ଘଟଣା କେବଳ ମୋ ପରିବାର ପାଇଁ ନୁହେଁ । ବରଂ ସମସ୍ତ ଭୁବନେଶ୍ବର ବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ । ସୋସିଆଲ ମିଡିଆ ଫେସବୁକରେ ପୋଷ୍ଟ ସେୟାର କରି ଏମିତି ଚିନ୍ତା ପ୍ରକଟ କରିଛନ୍ତି ବରିଷ୍ଠ

ନାଗ ସାପ ଦେଖାଇ  ଫାଇନାସ୍ସ କର୍ମଚାରୀଙ୍କୁ ଅପହରଣ

ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଚିକିଟି ଗଡ଼ ଗ୍ରାମର ନୂତନ ପାତ୍ରଙ୍କ ଘରେ ବନ୍ଧକ ରଖାଯାଇଥିବା ୪ ଯୁବକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ଯୁବକଙ୍କ ମଧ୍ୟରେ ଜଣେ ନୂଆ ଦିଲ୍ଲୀର ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀ ହୋଇଥିବା ବେଳେ ଅନ୍ୟ ୩ ଜଣ କଟକ ଅଞ୍ଚଳର ଏଜେଣ୍ଟ ବୋଲି ସୂଚନା