Browsing Category
ରାଜ୍ୟ କାହାଣୀ
ନନ୍ଦନକାନନରେ ଆଖି ବୁଜିଲା ସିଂହୀ ରେୱା
ଭୁବନେଶ୍ୱର(ରାଜ୍ୟକାହାଣୀ ) ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହୀ ‘ରେଓ୍ବା’ର ମୃତ୍ୟୁ ଘଟିଛି। ପ୍ରସବକାଳୀନ ଅସୁସ୍ଥତା ଯୋଗୁ ରେଓ୍ବାର ୮ ବର୍ଷ ବୟସରେ ମୃତ୍ୟୁ ହୋଇଛି। ତିନୋଟି ଛୁଆଙ୍କୁ ଜନ୍ମ ଦେଇ ଜୀବନ ହାରିଲା ସିଂହୀ ରେୱା । ଡିସେମ୍ବର ୨୦୨୦ରେ ଇନ୍ଦୋରର କମଳା ନେହେରୁ ପ୍ରାଣୀ!-->…
ବିଜୁଳି ଗଲେ ଥାନା ଅନ୍ଧାର ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ବିଜୁଳି କଟିଲେ ମୋବାଇଲ ଟର୍ଚ୍ଚରେ ଚାଲୁଛି ଥାନା । କିଟିମିଟ ଅନ୍ଧାରରେ ଚଳୁଛନ୍ତି ଥାନା କର୍ମଚାରୀ ଓ ଥାନାକୁ ଆସୁଥିବା ସାଧାରଣ ଜନତା । ଅନ୍ୟପଟେ ଅତିରିକ୍ତ ଏସପି କହୁଛନ୍ତି ଆମ ପାଖରେ ଏନେଇ କୌଣସି ଖବର ନାହିଁ । ପୁରୀ ଅସ୍ତରଙ୍ଗ ଥାନାରୁ ଆସିଛି ଏହି ଚିତ୍ର ।!-->…
ଉତ୍ତରାଖଣ୍ଡରେ ଆଜିଠାରୁ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବାକୁ ଯାଉଛି ।
ଉତ୍ତରାଖଣ୍ଡରେ ଆଜିଠାରୁ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବାକୁ ଯାଉଛି । ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ହେବ ଯେଉଁଠାରେ ଏହା ଲାଗୁ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଠିକ୍ ଗସ୍ତ ପୂର୍ବରୁ ଐତିହାସିକ ଆଇନ ଲାଗୁ ହେବ । ୟୁସିସି ସମଗ୍ର ଉତ୍ତରାଖଣ୍ଡରେ କାର୍ଯ୍ୟକାରୀ ହେବ!-->…
ଘରେ ପଶି ହାଣିଲେ ମାଓବାଦୀ ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ । ଟଙ୍ଗିଆ ସାହାଯ୍ୟରେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି । ଘଟଣା ସ୍ଥଳରେ ମାଓ!-->…
ଆଜି ଓ କାଲି ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ
ଭୁବନେଶ୍ୱର(ରାଜ୍ୟକାହାଣୀ ) ରାଜ୍ୟରେ ଦୁଇଦିନ ଘନ କୁହୁଡି । ଆଜି ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ । କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ!-->…
ରାଜନଗରରେ ଚାଲିଛି ଡଲଫିନ୍ ଗଣନା
ଭୁବନେଶ୍ୱର(ରାଜ୍ୟକାହାଣୀ ) ସୋମବାରଠାରୁ ଆରମ୍ଭ ହୋଇଛି ଡଲ୍ଫିନ୍ ଗଣନା। ଏହି ଗଣନା ୩ଦିନ ଧରି ଚାଲିବ। ରାଜନଗର ବନଖଣ୍ଡ ଧାମରାରୁ ଦେବୀ ମୁହାଣ ଯାଏ ଏହ ଗଣନା ଚାଲିବ। ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଡଲଫିନ ଗଣନା ଚାଲିବ।ଗଣନା କାର୍ଯ୍ୟରେ ୯ଟି ଟିମ୍ ସାମିଲ୍ ଅଛନ୍ତି । ପ୍ରତି ଟିମ୍ ରେ!-->…
ପ୍ରତିଭା ଶତପଥୀ ଓ ଡାକ୍ତର ଅଶୋକ ମହାପାତ୍ର ପାଇବେ ପଦ୍ମ ସମ୍ମାନ
ଭୁବନେଶ୍ୱର(ରାଜ୍ୟକାହାଣୀ): କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଜି ଚଳିତବର୍ଷର ପଦ୍ମ ସମ୍ମାନ ଘୋଷଣା କରାଯାଇଛି । ଏଥିରେ ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ କରାଯାଇଛି । ସେମାନେ ହେଲେ ମେଡ଼ିସିନ ପାଇଁ ଏମ୍ସ ଭୁବନେଶ୍ୱରର ପୂର୍ବତନ ନିର୍ଦେଶକ ଡାକ୍ତର ଅଶୋକ ମହାପାତ୍ର,!-->…
ଆୟୋଜିତ ହେବାକୁ ଯାଉଛି ଉତ୍କର୍ଷ ଓଡିଶା – ମେକ୍ ଇନ୍ ଓଡିଶା କନ୍କ୍ଲେଭ୍ ୨୦୨୫ ।
ଭୁବନେଶ୍ୱର( ରାଜ୍ୟ କାହାଣୀ) ୨୫/୦୧: ପ୍ରାକୃତିକ ସଂପଦରେ ପରିପୂର୍ଣ୍ଣ ଓଡିଶାର ସାମଗ୍ରିକ ବିକାଶରେ ଆରମ୍ଭ ହେବାକୁ ଯାଉଛି ଏକ ସଂପୂର୍ଣ୍ଣ ନୂଆ ଯୁଗ । ବିକଶିତ ଓଡିଶାର ସ୍ୱପ୍ନ ସାକାର ପାଇଁ ରାଜ୍ୟ ସରକାର ବଦ୍ଧପରିକର । ଓଡିଶାକୁ ଏକ ସମୃଦ୍ଧ ଓ ଶିଳ୍ପୋନ୍ନତ ରାଜ୍ୟ ଭାବେ ଗଢି ତୋଳିବାକୁ!-->…
କକା ଓ ଖୁଡ଼ୀଙ୍କୁ ଟାଙ୍ଗିଆରେ ହାଣିଦେଲା ପୁତୁରା
ଭୁବନେଶ୍ୱର(ରାଜ୍ୟକାହାଣୀ ) କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଦଶପୁର ଥାନା କାର୍ଲି ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି।ପୁତୁରା ଜଣ ନିଜ କକା ଓ ଖୁଡ଼ୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଁଚି ଅଭିଯୁକ୍ତ ପୁତୁରାକୁ ଅଟକ ରଖି ପଚରାଉଚରା!-->…
ଆର୍ଥିକ ସ୍ବାସ୍ଥ୍ୟରେ ପୁଣି ଦେଶରେ ନମ୍ବର ୱାନ ହେଲା ଓଡ଼ିଶା।
ଭୁବନେଶ୍ୱର(ରାଜ୍ୟକାହାଣୀ ) ବିତ୍ତୀୟ ସ୍ୱାସ୍ଥ୍ୟରେ ଓଡ଼ିଶା ଦେଶରେ ନମ୍ବର ୱାନ । ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟ ଗୁଡିକର ବିତ୍ତୀୟ ସ୍ଥିତି ସମ୍ପର୍କରେ ନୀତି ଆୟୋଗ ଦେଇଥିବା ରିପୋର୍ଟ ଏହା ସ୍ପଷ୍ଟ। ୧୮ଟି ପ୍ରମୁଖ ରାଜ୍ୟ ମଧ୍ୟରେ ଓଡ଼ିଶା ବିତ୍ତୀୟ ସ୍ୱାସ୍ଥ୍ୟରେ ଏକ ନମ୍ବର!-->…