Browsing Category
ରାଜ୍ୟ କାହାଣୀ
ବଢ଼ିଲା ବିବାଦୀୟ ଆଇପିଏସ୍ ରାଜେଶ ପଣ୍ଡିତଙ୍କ ନିଲମ୍ବନ ଅବଧି ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ପୁଣି ବଢ଼ିଲା ବିବାଦୀୟ ଆଇପିଏସ ରାଜେଶ ପଣ୍ଡିତଙ୍କ ନିଲମ୍ବନ ଅବଧି । ଆଜି ତାଙ୍କର ନିଲମ୍ବନ ଅବଧି ଶେଷ ହେଉଥିବାବେଳେ ଏହାକୁ ଆହୁରି ୬୦ ଦିନ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଗତକାଲି ତାଙ୍କର ୧୨୦ ଦିନିଆ ନିଲମ୍ବନ ଅବଧି ଶେଷ ହେଉଥିଲା । ଏହାପୂର୍ବରୁ!-->…
ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର(ରାଜ୍ୟକାହାଣୀ ) ସକାଳୁ ସକାଳୁ ଟ୍ଵିନସିଟିରେ ଘନ କୁହୁଡ଼ି । ଭୁବନେଶ୍ବର, ପୁରୀ, କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡି ଯୋଗୁଁ ଦେଖାଯାଉନି ରାସ୍ତାଘାଟ । ଫଳରେ ଯାତାୟାତ ବାଧାପ୍ରାପ୍ତ ହେଉଛି । ତେବେ ଶନିବାରଠାରୁ ଦିନ ଓ ରାତି ତାପମାତ୍ରା କମିବ ।!-->…
ଆଇଟିଇଆର ପୂର୍ବ ଭାରତର ଏକ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ,ଟାଇମ୍ସ ବିଜିନେସ୍ ଆୱାର୍ଡ – ଝାଡ଼ଖଣ୍ଡ ସମ୍ମାନ…
ଭୁବନେଶ୍ୱର(ରାଜ୍ୟ କାହାଣୀ)ଜାନୁଆରୀ ୨୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)କୁ ପ୍ରଥମ ଟାଇମ୍ସ ବିଜିନେସ୍ ଆୱାର୍ଡ-ଝାଡ଼ଖଣ୍ଡ ୨୦୨୫ରେ ପୂର୍ବ ଭାରତର ଏକ ନମ୍ବର ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ ଭାବେ ସମ୍ମାନ!-->…
ତଟ ସୁରକ୍ଷା ଉପରେ ଗୁରୁତ୍ୱଦେବ ଓଡ଼ିଶା ପୋଲିସ । ଅବସରପ୍ରାପ୍ତ କୋଷ୍ଟଗାର୍ଡ ଓ ନୌସେନା ଅଧିକାରୀଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ୱର(ରାଜ୍ୟକାହାଣୀ ) ତଟ ସୁରକ୍ଷା ଉପରେ ଗୁରୁତ୍ୱଦେବ ଓଡ଼ିଶା ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ତଟ ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବୋର୍ଡ ।ବୋର୍ଡରେ ଓଡ଼ିଶା ପୋଲିସ ଓ କୋଷ୍ଟଗାର୍ଡର ସ୍ୱତନ୍ତ୍ର ଅଧିକାରୀ ରହିବେ । ଏଥିସହ!-->…
ଝାଡାବାନ୍ତିରେ ୧୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଆକ୍ରାନ୍ତ ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି। ଗତକାଲି ୯ ଜଣ ଛାତ୍ର ଛାତ୍ରୀ ଆକ୍ରାନ୍ତ ହେବା ପରେ!-->…
ଓଡ଼ିଶାରେ ବ୍ୟାପିଲାଣି ପାରଭୋ ଭାଇରସ୍ ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ଓଡ଼ିଶାରେ ବ୍ୟାପିଲାଣି ପାରଭୋ ଭାଇରସ୍ । କରୋନା, ବ୍ଲାଡ ଫ୍ଲୁ ଭଳି ଏହା ଚିନ୍ତା ବଢ଼ାଇଛି ।ଏହି ରୋଗ ଏବେ ଗୃହପାଳିତ ପ୍ରାଣୀଙ୍କୁ ବିପଦରେ ପକାଇଛି । ଫଳରେ ଗୃହକର୍ତ୍ତାମାନେ ନିଜ ନିଜର ପୋଷା ଜୀବଜନ୍ତୁଙ୍କୁ ନେଇ ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ଧାଡ଼ି!-->…
ବଜେଟ୍ ପାଇଁ ସମସ୍ତେ ଜାନୁଆରି ୩୧ ତାରିଖ ପର୍ଯ୍ୟନ୍ତ ମତାମତ ଦେଇପାରିବେ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର(ରାଜ୍ୟକାହାଣୀ ) ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍ ବଜେଟ୍ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, କୃଷି,!-->…
ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
ଭୁବନେଶ୍ୱର(ରାଜ୍ୟକାହାଣୀ ) ଫେବୃଆରୀ ୨ରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ । ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍ ଅନୁଷ୍ଠିତ ହେବ ।ଫେବୃଆରୀ ୬,୭.୮ରେ ହେବ ଅଫଲାଇନ୍ ଟିକେଟ ବିକ୍ରି ।କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ!-->…
ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଆବାସ ଘର । କୌଣସି ବି ହିତାଧିକାରୀ ଏଥିରୁ ବଞ୍ଚିତ ହେବେ ନାହିଁ । ଆବାସ ପ୍ଲସ ମୋବାଇଲ୍ ଆପ୍ ଜରିଆରେ ସର୍ଭେ କରାଯିବ । ପିପିଲିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ଆରମ୍ଭ କରି ଏପରି କହିଲେ ମନ୍ତ୍ରୀ ରବିନାରାୟଣ!-->…
ପୁଣି ରିମାଣ୍ଡରେ ଯିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ ।
ଭୁବନେଶ୍ୱର(ରାଜ୍ୟକାହାଣୀ ) ହଂସିତା-ଅନିଲ ଗିରଫ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ତେବେ ପୁଣି ରିମାଣ୍ଡରେ ଯିବେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା-ଅନିଲ । ଯୁବତୀ ଚାଲାଣ କରିଥିବା ନେଇ ତଥ୍ୟ ପାଇଛି ପୋଲିସ । ଏନେଇ ପୋଲିସ ଖୋଳତାଡ଼ କରିବ । ଝାଡ଼ଖଣ୍ଡରୁ!-->…