Browsing Category

ରାଜ୍ୟ କାହାଣୀ

ମହିଳାଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା; ବିଦ୍ୟାଳୟ ପାଠରେ ରହିବ ବାଲ୍ୟ ବିବାହ ବିଷୟ

ଭୁବନେଶ୍ୱର(ରାଜ୍ୟକାହାଣୀ ) ମହିଳାଙ୍କ ପାଇଁ ନିରାପତ୍ତା ବ୍ୟବସ୍ଥା ସୁଦୃଢ଼ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବାଲ୍ୟ ବିବାହ ରୋକିବା ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ସହିତ ପିଲାଙ୍କ ପାଠ୍ୟକ୍ରମରେ ଏହାକୁ ସାମିଲ କରାଯିବାକୁ ସ୍ଥିର

ଆଜିଠୁ ଆବାସ ସର୍ଭେ।ଘରେ ଥିଲେ ଏହି ଜିନିଷ ସରକାର ଦେବେ ଆବାସ!

ଭୁବନେଶ୍ୱର(ରାଜ୍ୟକାହାଣୀ ) ଆଜିଠୁ ଆବାସ ସର୍ଭେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନୂତନ ହିତାଧିକାରୀ ଚୟନ ନିମନ୍ତେ ଆଜିଠୁ ଆରମ୍ଭ ହେବ ଆବାସ ସର୍ଭେ। ଆବାସ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ ରାଜ୍ୟ ସରକାର। ଆବାସ ପ୍ଲସ୍ ମୋବାଇଲ୍ ଆପ୍ ଜରିଆରେ ସର୍ଭେ ହେବ। ଉଭୟ ଅଫ୍‌ଲାଇନ ଏବଂ ଅନଲାଇନରେ

ରାଣୀ ପଣ୍ଡା : କ୍ୟାମେରା ଆଗରେ କାନ୍ଦିପକାଇଲେ

ପ୍ରଖ୍ୟାତ ଓଡ଼ିଆ ଯାତ୍ରା କଳାକାର ରାଣୀ ପଣ୍ଡା, ଯିଏ ତାଙ୍କ ସାମାଜିକ କାର୍ଯ୍ୟ ଏବଂ ଗରିବ ଏବଂ ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଜଣା, ତାଙ୍କ ଅବସ୍ଥା ଗୁରୁତର ହୋଇପଡିଛି। ଆଜିକୁ ୫ ଦିନ ହେବ ମେଡିକାଲରେ ଥିଲେ । କାନ ରୋଗ ଜନିତ ସମସ୍ୟା ସହ ଶ୍ବାସ ଓ ମାନସିକ ଚାପ ପୀଡିତ ଥିଲେ ବୋଲି

୭୬ତମ ସାଧାରଣତନ୍ତ୍ର  ଦିବସ ପାଇଁ  ଜୋର୍‌ଦାର ପ୍ରସ୍ତୁତି 

ଭୁବନେଶ୍ୱର(ରାଜ୍ୟକାହାଣୀ ) ମହାତ୍ମାଗାନ୍ଧି ମାର୍ଗରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି । ଆଜି ରାଜ୍ୟସ୍ତରୀୟ ପରେଡ୍‌ ପାଇଁ ଫୁଲ୍ ଡେସ୍ ରିହଲର୍ସଲ କରାଯାଇଛି। ଚଳିତଥର ଝାଡ଼ଖଣ୍ଡ ପୁଲିସର ଏକ ଦଳ ପରେଡ୍‌ରେ ଭାଗ ନେବେ ।

ମାତୃଭାଷାରେ ସ୍ନାତକ ପୁସ୍ତକ ଲେଖା ପାଇଁ ୫୦ ଲେଖକ ମନୋନୀତ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରିବା ପାଇଁ ସରକାରୀ ସ୍ତରରେ ତତ୍ପରତା ଦେଖାଦେଇଛି।ଉଚ୍ଚଶିକ୍ଷା ବିଭାଗରେ ସ୍ନାତକ(+୩) କ୍ଷେତ୍ରରେ ଏହା ଲାଗୁ ହୋଇ ସାରିଥିବାବେଳେ ଛାତ୍ରଛାତ୍ରୀ ଯେଭଳି ଭାବେ

ଆସନ୍ତା  ସୋମବାର ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଆସନ୍ତା ସୋମବାର ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି

ପୁରୁଷଙ୍କୁ କେମିତି ମିଳିଲା ସୁଭଦ୍ରା ଟଙ୍କା ? -ବିଜେଡି

ଭୁବନେଶ୍ୱର(ରାଜ୍ୟକାହାଣୀ ) ସୁଭଦ୍ରା ଯୋଜନାରେ ୧୫୭ ଜଣ ପୁରୁଷ ଆବେଦନକାରୀଙ୍କୁ ଟଙ୍କା ମିଳିବା ନେଇ ବର୍ଷିଛି ବିଜେଡି । ପୁରୁଷଙ୍କୁ କେମିତି ଓ କେଉଁ ପରିସ୍ଥିତିରେ କେବଳ ମହିଳାଙ୍କ ପାଇଁ ଉଦ୍ଧିଷ୍ଟ ଯୋଜନାରେ ହିତାଧିକାରୀ ଭାବେ ଟଙ୍କା ମିଳିଲା ବୋଲି ପ୍ରଶ୍ନ କରିଛି ବିଜେଡି ।

ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥଳୀରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ(ରାଜ୍ୟକାହାଣୀ ) ଓଡିଶା ବିଧାନସଭା ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ପାଳିତ ହୋଇଛି । କାଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଅନ୍ୟ ଅତିଥିମାନେ

ଶ୍ରୀମନ୍ଦିରକୁ ଜଗିବ ୱାଚ ଟାୱାର। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ

ଭୁବନେଶ୍ୱର(ରାଜ୍ୟକାହାଣୀ ) ଶ୍ରୀମନ୍ଦିରକୁ ଜଗିବ ୱାଚ ଟାୱାର। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଗର୍ଭଗୃହର ଫଟୋ ଏବଂ ଭିଡିଓ ଭାଇରାଲ ପରେ ଏଭଳି ୱାଚ ଟାୱାର ପାଇଁ ନିଷ୍ପତ୍ତି ନେଉଛନ୍ତି ସରକାର।ଗର୍ଭଗୃହ ଫୋଟୋ ଭାଇରାଲ ହେବାର ତଦନ୍ତ କରୁଛି ପୋଲିସ । ଯିଏ ବି

ବାରବାଟୀ ଦିନିକିଆ: ମ୍ୟାଚ୍ ଦେଖିବେ ଧର୍ମେନ୍ଦ୍ର ପ୍ରଧାନ; କିଣିଲେ ଟିକେଟ୍‌

ଭୁବନେଶ୍ୱର(ରାଜ୍ୟକାହାଣୀ ) ବାରବାଟୀରେ ଅନ୍ତର୍ଜାତୀୟ ମ୍ୟାଚ ପାଇଁ କ୍ରିକେଟ୍ ଫିଭର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଣିଛନ୍ତି ବାରବାଟୀ ଟିକେଟ୍। ଆସନ୍ତା ଫେବୃଆରୀ ୯ ତାରିଖରେ ବାରବାଟୀରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ ଖେଳାଯିବ