Browsing Category
ଆଜିର ଖବର
ଭୋଟର ତାଲିକାରୁ ବାଦ ପଡିଲେ ୭.୬୮ ଲକ୍ଷ ମତଦାତା
ରାଜ୍ୟ କାହାଣୀ (ଭୁବନେଶ୍ଵର)ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ। ଭୋଟର ଜାଲିଆତିରେ ବଡ଼ ଖୁଲାସା କରିଛନ୍ତି ନିର୍ବାଚନ ଅଧିକାରୀ । ରାଜ୍ୟରେ ଭୋଟର ତାଲିକା ସଂଶୋଧନରେ ବାଦ୍ ପଡ଼ିଲେ ୭ ଲକ୍ଷ ୬୮ ହଜାର ୫୨୧ ଜଣ ଭୋଟର ବୋଲି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ!-->…
ଆଜି ବିଶ୍ୱ ଇଟିଲି ଦିବସ
ବିଶ୍ୱ ଇଟିଲି ଦିବସ ପ୍ରତିବର୍ଷ ମାର୍ଚ୍ଚ ୩୦ ତାରିଖରେ ପାଳନ କରାଯାଏ। ଏହି ଦିନଟି ଲୋକପ୍ରିୟ ଦକ୍ଷିଣ ଭାରତୀୟ ଜଳଖିଆ 'ଇଟିଲି' ସମ୍ମାନ ଜଣାଇବା ଏବଂ ଏହାର ସ୍ୱାଦ ଓ ସହଜରେ ହଜମ ହେଉଥିବାରୁ ଉତ୍ସବ ଭାବରେ ପାଳନ କରିବା ପାଇଁ ଉଦ୍ଧିଷ୍ଟ। ଏହି ଦିବସର ଆରମ୍ଭ ୨୦୧୫ରେ ହୋଇଥିଲା। ଚେନ୍ନାଇର ଜଣେ!-->…
ରାଜଧାନୀରେ ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ଲଜ୍ଜା । ଲିଫ୍ଟ ଦେବା ଆଳରେ ବଙ୍ଗୀୟ ମହିଳାଙ୍କୁ ଗଣଦୁଷ୍କର୍ମ । ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ବଙ୍ଗୀୟ ମହିଳାଙ୍କୁ ଭଡ଼ା ଘରେ ଗଣଦୁଷ୍କର୍ମ ହୋଇଛି । ବନ୍ଧକ ରଖି ଭୟଭୀତ କରାଇ ମହିଳାଙ୍କ ସହ!-->…
ହଠାତ୍ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧୦ କୋଟି ଟଙ୍କା,ଫେରାଇବାକୁ ବ୍ୟାଙ୍କର ଦ୍ୱାରସ୍ଥ ହେଲେ ମହିଳା
ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍ କୋଟି କୋଟି ଟଙ୍କା ଆସିଯିବା କଥା ଆପଣ ବୋଧହୁଏ ଶୁଣିଥିବେ, କିନ୍ତୁ ଉତ୍ତର ପ୍ରଦେଶର ମୈନପୁରୀରେ ଜଣେ ମହିଳାଙ୍କ ସହ ଯାହା ଘଟିଲା, ତାହା ସମସ୍ତଙ୍କୁ ଚକିତ କରିଦେଇଛି। ନିକଟରେ ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟରେ ପ୍ରାୟ ୧୦ କୋଟି ଟଙ୍କା ଭୁଲ୍ରେ କ୍ରେଡିଟ୍!-->…
ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ
ଅନେକ ଲୋକ ମଲ୍ କିମ୍ବା ସ୍ଥାନୀୟ ଦୋକାନରେ ପେମେଣ୍ଟ କରିବା ପାଇଁ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ କିମ୍ବା UPI ବ୍ୟବହାର କରନ୍ତି। ଏବେ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ ସମ୍ବନ୍ଧୀୟ ଏକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରତିଷ୍ଠିତ କଠୋର ପ୍ରମାଣୀକରଣ!-->…
ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨୦୨୪ ରେ ନୀତୀଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ। ତାଙ୍କର ଏହି କାର୍ଯ୍ୟକାଳ ୨୦୩୦ରେ ଶେଷ ହେବାକୁ ଥିଲା। ୨୦୨୫ ରେ ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିଜୟ ପରେ ସେ ୧୦ମ!-->…
ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମଗ୍ର ଓଡ଼ିଆ ଜାତିର ଅପମାନ: ନବୀନ ପଟ୍ଟନାୟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦୁବେଙ୍କ ମନ୍ତବ୍ୟକୁ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଜୁ ବାବୁଙ୍କୁ ନେଇ ଦୁବେ ଯାହା କହିଲେ ତାହା ଜାଣି ମୁଁ ଆଶ୍ଚର୍ଯ୍ୟ ବୋଲି କହିଲେ ନବୀନ ।ନିଶିକାନ୍ତ ଦୁବେ!-->…
ନନ୍ଦନକାନନରେ ନୂଆ ଅତିଥି ,ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜୀବଜନ୍ତୁ ସୁରକ୍ଷା ନିମନ୍ତେ ଆଗୁଆ ପ୍ରସ୍ତୁତି
ଭୁବନେଶ୍ୱର (ରାଜ୍ୟକାହାଣୀ )ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନ ପ୍ରାଣୀ ଉଦ୍ୟନରେ ଏବେ ପର୍ଯ୍ୟଟକମାନେ ନୂଆ ପକ୍ଷୀ ଡେମାଇସେଲ୍ କ୍ରେନ୍ ଦେଖିବାର ସୁଯୋଗ ପାଇବେ । ଏହାସହିତ କଲରାପତରିଆ ବାଘ ସାଙ୍ଗକୁ ନାଲି ଜଙ୍ଗଲୀ କୁକୁଡ଼ା ମଧ୍ୟ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ । ଏହିସବୁ!-->…
ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର (ରାଜ୍ୟକାହାଣୀ )ବର୍ତ୍ତମାନ ରାଜ୍ୟରେ ଖରା, ଗରମ ଗୁଳୁଗୁଳି ଅନୁଭୂତ ସହ କାଁଭାଁ କୋହଲିଆ ପାଗ ରହିଛି । ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଆହୁରି ୫ ଦିନ ବର୍ଷର ସମ୍ଭାବନା ଥିବା କହିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ,!-->…
ଟିଭି ଚ୍ୟାନେଲ୍ TRP ପାଇଁ ଆସିଲା ନୂଆ ନିୟମ
ଟିଭି ଚ୍ୟାନେଲ୍ TRP ପାଇଁ ଆସିଲା ନୂଆ ନିୟମ । ପୂର୍ବରୁ TRP ମାପୁଥିବା କମ୍ପାନୀର ସମ୍ପତ୍ତି ୨୦ କୋଟି ଟଙ୍କା ହେବା ଦରକାର ଥିଲା । ଯାହାକୁ ଏବେ ୫ କୋଟି କରାଯାଇଛି । ଏହାଦ୍ୱାରା ନୂଆ କମ୍ପାନୀ ଏହି କାମରେ ଯୋଗ ଦେଇପାରିବେ । ତଥ୍ୟକୁ ଅଧିକ ସଠିକ୍ କରିବା ପାଇଁ ଏବେ ଏକ ଲକ୍ଷ ୨୦ ହଜାର!-->…