Browsing Category

ଆଜିର ଖବର

ଇକୋସେଭର୍ସ: ୟୁଥ୍ ନେଟୱାର୍କ ପାଳନ କଲେ ବିଶ୍ଵ ପରିବେଶ ଦିବସ

ଭୁବନେଶ୍ୱର( ରାଜ୍ୟ କାହାଣୀ)ରାଜ୍ୟରେ ଦୀର୍ଘ ୩୬ ବର୍ଷ ଧରି କାର୍ଯ୍ୟରତ ସ୍ୱେଚ୍ଛାସେବୀ ସଂଗଠନ ପିପୁଲ୍ସ କଲଚରାଲ୍ ସେଣ୍ଟର (ପିକକ୍) ଦ୍ୱାରା ପ୍ରୋତ୍ସାହିତ ଇକୋସେଭର୍ସ: ୟୁଥ ନେଟୱର୍କ ପକ୍ଷରୁ ଖୋର୍ଦ୍ଧା, ବାଲେଶ୍ୱର, କଟକ, କେନ୍ଦୁଝର, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ସମେତ ବିଭିନ୍ନ

ଖାନ୍ ସାରଙ୍କ ବିରୋଧରେ ମାମଲା ରୁଜୁ, ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ନେଇ ହୋଇପାରନ୍ତି ଗିରଫ !

ବଢିଲା ଖାନ୍ ସାରଙ୍କ ଅଢୁଆ । ଖାନ ସାରଙ୍କ ବିରୋଧରେ କଦମକୁଆନ ପୋଲିସ ଷ୍ଟେସନରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି । ଦୁଇଦିନ ପୂର୍ବେ ପାଟନାରେ କୋଚିଂ ସେଣ୍ଟର ବାହାରେ ହୋଇଥିବା ପଥରମାଡ଼, ଗୁଳିକାଣ୍ଡ ଘଟଣା ପରେ ଏଭଳି

ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ କଲେ ଦେବାଶିଷ ସାମନ୍ତରାୟ । ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଦେବାଶିଷ । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ।ପ୍ରାର୍ଥିପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସମେତ

OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବଡପଣ୍ଡାଙ୍କୁ ନିଯୁକ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ଶେଖର ବଡପଣ୍ଡା । OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବଡପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଏ ନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗ୍ରୀଡ୍ କଣ୍ଟ୍ରୋଲର ଅଫ୍ ଇଣ୍ଡିଆର ନିର୍ଦ୍ଦେଶକ ଥିଲେ ସୁଧାଂଶୁ

ଭୁବନେଶ୍ୱରରେ ପହଞ୍ଚିଲେ କଙ୍ଗନା ରାଣାୱତ୍ ! ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ …

ଭୁବନେଶ୍ୱର (ରାଜ୍ୟକାହାଣୀ )ବଲିଉଡ୍ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରାଣାୱତ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ପହଞ୍ଚିବା ପରେ ସେ ସିଧାସଳଖ ଏକ ଘରୋଇ ହୋଟେଲକୁ ଯାଇଥିଲେ । ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି। ଆଜି

ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ବନ୍ଧା ହେଲେ ଜୁନିୟର ଆସିଷ୍ଟାଣ୍ଟ । ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଜୁନିୟର ଆସିଷ୍ଟାଣ୍ଟ। ଭଦ୍ରକ ଜିଲ୍ଲା ଶିକ୍ଷଧିକାରୀଙ୍କ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ସୂଚନାଯୋଗ୍ୟ ଯେ,

ବଦଳିଯିବ ମୋଦୀଙ୍କ ମନ୍ତ୍ରୀ ମଣ୍ଡଳ ! କ୍ୟାବିନେଟରେ ସାମିଲ ହେବେ ନୂଆ ମୁହଁ

ଆସନ୍ତା ୧୭ କିମ୍ବା ୧୮ ତାରିଖରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସମ୍ଭାବନା । ବଦଳିବ ମୋଦି ସରକାରଙ୍କ ରୂପରେଖ । ମନ୍ତ୍ରୀମଣ୍ଡଳରୁ ପ୍ରାୟ ଏକ ଡଜନରୁ ଅଧିକ ମନ୍ତ୍ରୀ ବାଦ୍ ପଡ଼ି ପାରନ୍ତି । ଜୁନ ୧୮ରେ ବିଭିନ୍ନ ରାଜ୍ୟର ରାଜ୍ୟସଭା ସିଟ୍ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ୧୧ଟି ସିଟ୍

ତାମିଲନାଡ଼ୁରେ ବଡ଼ ଝଟ୍‌କା : ବିଜେପି ଛାଡ଼ିଲେ କେ ଆନ୍ନାମଲାଇ

ତାମିଲନାଡୁ ବିଜେପିର ଟାଣୁଆ ନେତା ତଥା ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ କେ ଅନ୍ନାମଲାଇ ବିଜେପିର ପ୍ରାଥମିକତା ସଦ୍ୟସତା ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫା ପତ୍ରକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ସ୍ବୀକାର କରିଛନ୍ତି । ଜୁନ ୨ ତାରିଖରେ ତାଙ୍କ ଇସ୍ତଫାକୁ ନେଇ ଅନ୍ନାମଲାଇ

ସ୍କୁଲ ପିଲାଙ୍କ ପାଇଁ ଖୁସି ଖବର; ବଢ଼ିପାରେ ଖରାଛୁଟିର ଅବଧି- ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ।ଖରା ଯଦି ନ କମେ ତାହାଲେ ଖରା ଛୁଟି ବଢ଼ିପାରେ । ପିଲାଙ୍କ

ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ, ୫.୨୫% ରେ ରହିଲା ସ୍ଥିର

ରେପୋ ରେଟ ଅପରିବର୍ତ୍ତିତ । ରେପୋ ରେଟ ତଥା ସୁଧ ହାର ୫ ଦଶମିକ ୨୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାର ନିଷ୍ପତ୍ତି ନେଇଛି ବୋଲି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) । ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ଏହି ସୂଚନା ଦେଇଛନ୍ତି । ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ