Browsing Category

ଆଜିର ଖବର

ମୁଜାଫରପୁର ପ୍ରସାଦ ହସ୍ପିଟାଲରେ ଅଗ୍ନିକାଣ୍ଡରେ ବୁଢ଼ୀ ମା’ ନିଜ ଅକ୍ସିଜେନ ମାସ୍କ କାଢି ଅନେକ ରୋଗୀଙ୍କୁ ବଞ୍ଚାଇଲେ

ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ବଞ୍ଚିବାକୁ ଆସି ଜଳିଗଲେ ରୋଗୀ ।, ରାତି ଅଧରେ ଲାଗିଗଲା ନିଆଁ ଆଉ ଦୁର୍ଘଟଣା ନେଇଗଲା ୫ ଜଣଙ୍କ ଜୀବନ । ମୃତ୍ୟୁର ତାଣ୍ଡବ ଏବଂ ଭୟାବହତା ଭିତରେ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ଉପରେ ଏବେ ଅନେକ

ଗଣ ଆନ୍ଦୋଳନକୁ ପୋଲିସ ଦ୍ବାରା ମିଛ କେସ୍ ଲଗାଇ ଦବାଇ ଦେବାର ଚକ୍ରାନ୍ତ- ଗଣତନ୍ତ୍ର ଓ ସମ୍ବିଧାନର ହତ୍ୟା

ଭୁବନେଶ୍ବର, (ରାଜ୍ୟ କାହାଣୀ)ନବନିର୍ମାଣ କୃଷକ ସଂଗଠନର ନେତୃତ୍ବମାନଙ୍କ ଉପରେ ମିଛ ମନଗଢ଼ା ମାମଲା ଦାୟର କରି ଗଣତାନ୍ତ୍ରିକ ଆନ୍ଦୋଳନକୁ ପୁଲିସ ସହାୟତାରେ ଦବାଇ ଦେବାର ହୀନ ଚକ୍ରାନ୍ତ, କେବଳ ଡବଲ ଇଂଜିନ୍ ବିଜେପି ସରକାରଙ୍କ ଦ୍ବାରା ଗଣତନ୍ତ୍ର ଓ ସମ୍ବିଧାନର ହତ୍ୟା କହିଲେ ଅତ୍ୟୁକ୍ତି

ପରଲୋକରେ ସାହିତ୍ୟିକ ଜେ.ପି. ଦାସ ! ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଶିଷ୍ଟ କବି, ଔପନାସିକ, ନାଟ୍ୟକାର, ସମାଲୋଚକ, ଅନୁବାଦକାର ତଥା କଳା-ସଂସ୍କୃତି ଗବେଷକ ଜଗନ୍ନାଥ ପ୍ରସାଦ ଦାସଙ୍କର ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ବାସଭବନରେ ମୃତ୍ୟୁ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ 90 ବର୍ଷ ହୋଇଥିଲା ।ଓଡ଼ିଶାରେ କଳା ଓ

ହଜିଗଲା ମାନବିକତା,ବାକି ଟଙ୍କା ନ ଦେବାରୁ ନାବାଳିକାର ଯୋଡିଥିବା ହାଡ଼କୁ ଭାଙ୍ଗିଦେଲେ ଡାକ୍ତର

ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା ନରରାକ୍ଷସ । ବାକି ଟଙ୍କା ନମିଳିବାରୁ ଭାଙ୍ଗିଦେଲା ନୀରିହର ଗୋଡ଼ ।ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ଅସ୍ୱୀକାର କଲେ ସୌମ୍ୟଙ୍କ ମହିଳା ବନ୍ଧୁ

ସୌମ୍ୟଙ୍କ ମହିଳା ବନ୍ଧୁଙ୍କୁ NHRC ର ପଚରା ଉଚରା ଶେଷ । ସାଢ଼େ ଚାରି ଘଣ୍ଟା ଧରି ଚାଲିଥିଲା ପଚରା ଉଚରା । ସୋମ୍ୟଙ୍କ ନାଁରେ ପୂର୍ବରୁ ମହିଳା ଥାନାରେ ଯେଉଁ ଅଭିଯୋଗ କରିଥିଲେ, ସେ ବାବଦରେ ପଚରା ଯାଇଥିବା ସୂଚନା । କହିଲେ ମୁଁ ଗଣ ମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ଚାଁହୁନି । ସୁରକ୍ଷା

ତଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି, ୧୫୦ କୋଟି ଟଙ୍କା ଦେଇଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )କଡ଼ାକଡ଼ି ହେଲା ଓଡ଼ିଶାର ତଟ ସୁରକ୍ଷା । ପଶ୍ଚିମବଙ୍ଗ- ବାଂଲାଦେଶ ସୀମାରେ ସୁରକ୍ଷା ବଢ଼ିବା ପରେ ଓଡ଼ିଶାର ତଟ ସୁରକ୍ଷାକୁ ଆହୁରି କଡ଼ାକଡ଼ି କରାଯାଇଛି । ଅପରାଧୀ ଓ ଅନୁ ପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରହିଥିବା କହିଲେ ପୁଲିସ୍‌ ଡିଜି ଯୋଗେଶ ବାହାଦୁର୍‌

ଥାଇଲାଣ୍ଡରେ ଫସିଲେ ୪ ଓଡ଼ିଆ ଶ୍ରମିକ, ମୁକୁଳାଇବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ

ଥାଇଲାଣ୍ଡରେ ଫସିଛନ୍ତି ଚାରି ଓଡ଼ିଆ ଶ୍ରମିକ । ଭୋକ ଉପବାସରେ କଟୁଛି ଜୀବନ । ପାଖରେ ନାହିଁ ପାସପୋର୍ଟ, ଚାରିମାସ ହେବ ମିଳୁନି ଦରମା । ମୁକୁଳାଇବା ପାଇଁ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁହାରି କରିଛନ୍ତି ଶ୍ରମିକମାନେ। ଓଡ଼ିଶା ସରକାର ଓ କେନ୍ଦ୍ରାପଡା ସାଂସଦଙ୍କୁ ଉଦ୍ଧାର ପାଇଁ ଅନୁରୋଧ

 କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ୍ ଛୁଇଁବା ନେଇ ଆକଳନ କରିଥିଲା IMD । କିନ୍ତୁ ଏହା ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ନଅ ଦିନ ବିଳମ୍ବରେ ପହଞ୍ଚିଥିଲା।ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ

ପୁରୀ ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ !

ଭୁବନେଶ୍ୱର (ରାଜ୍ୟକାହାଣୀ )ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀର ଦ୍ବିତୀୟ ଦିନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମ୍ମିଳନୀକୁ ଆଜି ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି । ବ୍ରିକ୍ସ 'ଡିଜାଷ୍ଟର୍ ରିଡକ୍ସନ୍ ୱାର୍କିଂ ଗ୍ରୁପ'ର ଦ୍ବିତୀୟ ବୈଷୟିକ

ତିନି ବର୍ଷର ପ୍ରେମ ସଂପର୍କରେ ଅଧା ରହିଲା ବାହାଘର, ସ୍ତ୍ରୀକୁ ବେଦୀରୁ ଛାଡ଼ି ପଳେଇଗଲା ବର

ଭୁବନେଶ୍ୱର (ରାଜ୍ୟକାହାଣୀ )ଅଧା ବିବହାରୁ ବଦଳିଗଲା ବରର ମନ । ସ୍ତ୍ରୀକୁ ବେଦୀରୁ ଛାଡ଼ି ପରିବାର ଲୋକଙ୍କ କଥାରେ ପଡି ପଳେଇଗଲା । ଘଟଣା ଘଟିଛି ବାଲେଶ୍ୱର ସହଦେବଖୁଣ୍ଟା ଥାନା ରାଧା କୃଷ୍ଣ ମନ୍ଦିରରେ । ସୂଚନା ଅନୁସାରେ, ପ୍ରେମୀ ଯୁଗଳଙ୍କ ମଧ୍ୟରେ ଥିଲା ୩ ବର୍ଷର ପ୍ରେମ ସମ୍ପର୍କ। ଉଭୟ ୩