Browsing Category

ଆଜିର ଖବର

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ। ଏହି ନୀତି ପାଇଁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା

ଆଜିଠୁ ପୁରୀରେ ବ୍ରିକ୍ସ ସମ୍ମିଳନୀ, କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ପୁରୀରେ ପ୍ରଥମ ଅନ୍ତର୍ଜାତୀୟ ବ୍ରିକ୍ସ ସମ୍ମିଳନୀ ଆଜି ଠାରୁ ତିନିଦିନ ଧରି ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫ ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ଚାଲିବ । ଏଥିରେ ବ୍ରିକ୍ସ ଦେଶଗୁଡ଼ିକର ପ୍ରତିନିଧି ଓ

କାହିଁକି ଓ କେବେ ଆରମ୍ଭ ହେଲା ‘ବିଶ୍ୱ ସାଇକେଲ୍‌ ଦିବସ’

ପ୍ରତିବର୍ଷ ଜୁନ୍ ୩ ତାରିଖରେ ‘ବିଶ୍ୱ ସାଇକେଲ୍‌ ଦିବସ’ ସାରା ବିଶ୍ୱରେ ପାଳନ କରାଯାଏ। ଏହାର ଉଦ୍ଦେଶ୍ୟ ହେଉଛି ସାଇକେଲ୍‌ର ଗୁରୁତ୍ୱକୁ ବର୍ଣ୍ଣନା କରି ସ୍ୱାସ୍ଥ୍ୟ ଏବଂ ପରିବେଶର ଉପକାରିତା ବିଷୟରେ ଲୋକଙ୍କୁ ଅବଗତ କରାଇବା।ମିଳିତ ଜାତିସଂଘର ସାଧାରଣ ସଭା ଜନ ସଚେତନତା ସୃଷ୍ଟି କରିବା ପାଇଁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ବାପା ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ (ବଡ଼ବାପାଙ୍କ ପୁଅ) ଭାଇ ଦୀନବନ୍ଧୁ ମାଝୀଙ୍କ ହୃଦଘାତରେ ମୃତ୍ୟୁ । ସୂଚନା ଅନୁସାରେ, ଦୀନବନ୍ଧୁ ମାଝୀ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ସଦସ୍ୟମାନେ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୯୬% ସମାଧାନ ଦାବିର ସତ୍ୟତା କେତେ: ବିଜେଡି

ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣିରେ ୯୬ ପ୍ରତିଶତ ଲୋକ ସମସ୍ୟା ସମାଧାନ ହେଉଛି ବୋଲି ବିଜେପି ସରକାର ଦାବି କରିଛି । କିନ୍ତୁ ବାସ୍ତବରେ ଏହି ସମସ୍ୟାର କେତେଦୂର ସମାଧାନ ହୋଇଛି ସରକାର ଏହାର ସ୍ପଷ୍ଟିକରଣ ରଖନ୍ତୁ ବୋଲି ବିଜେଡି କହିଛି ।ଆଜି ଶଙ୍ଖ ଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ

ସିବିଏସଇ ରି-ଇଭାଲ୍ୟୁସନ ପୋର୍ଟାଲରେ ସାଇବର ଆଟାକ୍

ସିବିଏସଇ ପୁନଃ ମୂଲ୍ୟାୟନ ପୋର୍ଟାଲରେ ସାଇବର ଆଟାକ୍ । ବୋର୍ଡ ତରଫରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି କି, ପୋର୍ଟାଲରେ ମନ୍ଦ ଉଦ୍ଦେଶ୍ୟରେ ଲୋକମାନେ ସାଇବର ଆଟାକ୍ କରି ସର୍ଭିସରେ ବାଧା ଦେବାକୁ ଚେଷ୍ଟା କରୁଛନ୍ତି, କିନ୍ତୁ ଆମ ସିଷ୍ଟମ ପୂର୍ବରୁ ଏଭଳି ଆଟାକରୁ ବର୍ତ୍ତିବା ପାଇଁ

ବିଳମ୍ବ ହେଉଛି ମୌସୁମୀ, ପୁଣି ନୂଆ ଆକଳନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ରାଜ୍ୟକାହାଣୀ )କେରଳମରେ ମୌସୁମୀର ଆଗମନକୁ ନେଇ ପୁଣି ଥରେ ନୂଆ ଆକଳନ କରିଛି ପାଣିପାଗ ବିଭାଗ। ସାରା ଦେଶ ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ସଢୁଥିବା ବେଳେ ମୌସୁମୀର ଆସିବା ତାରିଖ ପୁଣି ଘୁଞ୍ଚିଛି। ସାଧାରଣତଃ ପ୍ରତିବର୍ଷ ମେ ମାସର ଶେଷ ସପ୍ତାହ ସୁଦ୍ଧା କେରଳମରେ ପ୍ରବେଶ କରିଥାଏ ।

IPL ଟ୍ରଫି ଜିତିବା ପରେ ପ୍ରେମାନନ୍ଦ ମହାରାଜଙ୍କଠାରୁ ଆଶୀର୍ବାଦ ନେଲେ ବିରାଟ କୋହଲି

ଭାରତର ଷ୍ଟାର ବ୍ୟାଟସମ୍ୟାନ ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲି, ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ମଙ୍ଗଳବାର ପ୍ରେମାନନ୍ଦ ମହାରାଜଙ୍କୁ ଭେଟି ଆଶୀର୍ବାଦ ଗ୍ରହଣ କରିଛନ୍ତି। ଭକ୍ତିରେ ବୁଡ଼ି ରହିଥିବା ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ

ବିଜେପିରୁ ଇସ୍ତଫା ଦେଲେ ଆନ୍ନାମଲାଇ

ଭାରତୀୟ ଜନତା ପାର୍ଟି ଆଜିକାଲି ତାମିଲନାଡୁ ରାଜନୀତିରେ ସମସ୍ୟାରେ ଥିବା ପରି ମନେ ହେଉଛି । ତେବେ ଭାଜପାରୁ ଇସ୍ତଫା ଦେଲେ ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ । ସେ ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ସଭାପତି ନୀତିନ

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି। ଜୁନ ୨୦ ତାରିଖରେ ରାଇରଙ୍ଗପୁରରେ ହେବ ବିଶାଳ ସାଧାରଣ ସଭା । ଯୋଗଦେବେ…

ଭୁବନେଶ୍ୱର( ରାଜ୍ୟ କାହାଣୀ) ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ ତାରିଖରେ ମୟୂରଭଞ୍ଜ  ଜିଲ୍ଲା ରାଇରଙ୍ଗପୁର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀ ଯୋଗଦେବା ପାଇଁ ସ୍ୱୀକୃତି ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ