Browsing Category
ଆଜିର ଖବର
ପୁଣି ବସ୍ ଭଡ଼ା ବଢାଇଲେ ରାଜ୍ୟ ସରକାର
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଦାବିକୁ ମାନି ନେଇଛନ୍ତି ସରକାର । ଏଥର ପୁଣି ବସ୍ ଭଡ଼ା ବୃଦ୍ଧି କରାଯାଇଛି । କିଲୋମିଟର ପ୍ରତି ବସ୍ ଭଡ଼ା ୪ ପଇସା ବୃଦ୍ଧି କରାଯାଇଛି । ଏନେଇ କିଛିଦିନ ହେବ ରାଜ୍ୟର ଘରୋଇ ବସ୍ ମାଲିକ ସଂଘ ଦାବି କରିବା ସହ ଭଡ଼ା ବୃଦ୍ଧି ନହେଲେ!-->…
ଅଣ୍ଡରୱେଟ୍ ଶିଶୁଙ୍କ ଜଳଖିଆ ଖର୍ଚ୍ଚ ୧୨ ଟଙ୍କାକୁ ବୃଦ୍ଧି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଅଣ୍ଡରୱେଟ୍ ଶିଶୁଙ୍କ ଜଳଖିଆ ବାବଦ ଖର୍ଚ୍ଚକୁ ବୃଦ୍ଧି କଲେ ରାଜ୍ୟ ସରକାର। ଜଳଖିଆ ଖର୍ଚ୍ଚ ୮ ରୁ ବଢ଼ି ୧୨ ଟଙ୍କା କରାଯାଇଛି। ଏଣିକି ଦୈନିକି ସେମାନଙ୍କୁ ୧୮ ଟଙ୍କାର ଖାଦ୍ୟ ମିଳିବ। ରାଜ୍ୟରେ ୩୫ ହଜାର ଶିଶୁ ସିଭିଅର ଅଣ୍ଡରୱେଟ୍ ଅଛନ୍ତି। ଏ ବାବଦରେ ୧୨୬ କୋଟି!-->…
ଆଜିଠାରୁ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭାଗର ସମୀକ୍ଷା କାର୍ଯ୍ୟଦକ୍ଷତାର କରିବେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ମୋହନ ସରକାରଙ୍କ କାର୍ଯ୍ୟକାଳକୁ ୨ ବର୍ଷ ହେବାକୁଯାଉଛି । ୨ ବର୍ଷ ପୂତ୍ତିର୍ ପୂର୍ବରୁ ସମସ୍ତ ବିଭାଗର କାର୍ଯ୍ୟ ସମୀକ୍ଷା ହେବ । ଆଜିଠୁ ବିଭିନ୍ନ ବିଭାଗ ଓ ମନ୍ତ୍ରୀମାନଙ୍କର ପ୍ରଦର୍ଶନ ଏବଂ ଦକ୍ଷତାର ସମୀକ୍ଷା କରାଯିବ ।ଆଜି ପ୍ରଥମ ଦିନରେ!-->…
ଆଜି ଅନ୍ତର୍ଜାତୀୟ ଯୌନ କର୍ମୀ ଦିବସ (International Sex Workers Day 2026)
ପ୍ରତିବର୍ଷ ଜୁନ୍ ୨ ତାରିଖରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୌନ କର୍ମୀ ଦିବସ ପାଳନ କରାଯାଏ। ଯୌନ କର୍ମୀଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା, ସେମାନଙ୍କ ସମ୍ମାନ ସୁନିଶ୍ଚିତ କରିବା ଏବଂ ସେମାନଙ୍କ ଶୋଷଣ ବିରୁଦ୍ଧରେ ସ୍ୱର ଉଠାଇବା ପାଇଁ ଏହି ଦିବସ ପାଳନ କରାଯାଏ। ଜୁନ୍ ୨, ୧୯୭୫!-->…
ଶିମିଳିପାଳରୁ ଆସିଲା ଖୁସିର ଖବର : ବାଘୁଣୀ ଜିନ୍ନତ ହେଲା ମା
ଶିମିଳିପାଳରୁ ଆସିଲା ଖୁସିର ଖବର । ବାଘୁଣୀ “ଜିନ୍ନତ” ମା ହୋଇଛି । ଗତ ୨୮ ତାରିଖରେ ସେ ୪ ଟି ଛୁଆକୁ ଜନ୍ମ ଦେଇଛି, ଯାହା ବନ୍ୟଜୀବ ପ୍ରେମୀ ଓ ବନ ବିଭାଗ ପାଇଁ ଏକ ବଡ଼ ସଫଳତା ଭାବେ ଗଣାଯାଉଛି ।ସୂଚନା ମୁତାବକ, ମହାରାଷ୍ଟ୍ର ତଡ଼ବ-ଅନ୍ଧାରି ଅଭୟାରଣ୍ୟରୁ ନଭେମ୍ବର ୨୦୨୪ରେ ଶିମିଳିପାଳ!-->…
ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ଜୁନ୍ ୧୯ ଓ ୨୦ରେ ଦୁଇ ଦିନିଆ ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୯ ତାରିଖରେରେ ରାଇରଙ୍ଗପୁର!-->…
CBSE ଦ୍ୱାଦଶ ଶ୍ରେଣୀ ଖାତା ଯାଞ୍ଚ ପାଇଁ ଅନଲାଇନ୍ ଆବେଦନ ଆରମ୍ଭ, CBSE ଖୋଲିଲା ପୁନଃମୂଲ୍ୟାୟନ ପୋର୍ଟାଲ
CBSE ଦ୍ୱାଦଶ ଶ୍ରେଣୀ ଖାତା ଯାଞ୍ଚ ପାଇଁ ଅନଲାଇନ୍ ଆବେଦନ ଆରମ୍ଭ! । CBSE ଖାତା ଯାଞ୍ଚ ପୋର୍ଟାଲ୍ ଖୋଲିଲା । ଟେକ୍ନିକାଲ୍ ସମସ୍ୟା ଯୋଗୁଁ ଦିନେ ବିଳମ୍ବ ପରେ ଶେଷରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ- CBSE ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖାତା ଯାଞ୍ଚ ଓ ପୁନଃ-ମୂଲ୍ୟାୟନ!-->…
୯୪ ଟି ରାଫେଲ ଜେଟ୍ ତିଆରି କରିବ ଭାରତ, ଚୁକ୍ତି ପାଇଁ ଫ୍ରାନ୍ସକୁ ଚିଠି ପଠାଇଛନ୍ତି ସରକାର
ଭାରତୀୟ ବାୟୁସେନାର ସାମରିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ଦିଗରେ ଦେଶ ଏକ ଐତିହାସିକ ସଫଳତା ଆଡ଼କୁ ଅଗ୍ରସର ହେଉଛି । ପ୍ରତିରକ୍ଷା କ୍ଷେତ୍ରରେ ବିଶ୍ୱର ସବୁଠାରୁ ବଡ଼ ଚୁକ୍ତି ମଧ୍ୟରୁ ଏକ ପ୍ରସ୍ତାବକୁ ଭାରତ ସରକାର ଆନୁଷ୍ଠାନିକ ଭାବେ ଚୂଡ଼ାନ୍ତ କରିଛନ୍ତି ।ଆଲୋଚନା ପରେ ଭାରତ ସରକାର!-->…
୫ଦିନରେ ୪ ଡିଗ୍ରୀ ଯାଏ ବଢ଼ିପାରେ ତାପମାତ୍ରା,ବିଭିିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ରହିବ
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଚାରି ଡିଗ୍ରୀ ଯାଏଁ ବଢିବ ତାତି । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଦିନର ସର୍ବାଧିକ ତାପମାତ୍ରା ୨ ରୁ ୪ ଡିଗ୍ରୀ ସେଲସିୟସ ରହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ!-->…
ବାଲେଶ୍ୱର ବାହାନଗା ରେଳ ଷ୍ଟେସନରେ ଘଟିଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା
ରାଜ୍ୟ କାହାଣୀ ( ଭୁବନେଶ୍ଵର)କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାର ଖବର ସାରା ଦେଶର ଛାତିକୁ ଦୋହଲାଇ ଦେଇଥିଲା । ବର୍ଷ ୨୦୨୩ ଜୁନ୍ ୨ ତାରିଖ । ଏ ଦିନକୁ କେହି କେବେ ଭୁଲିବେ ନାହିଁ । ଏ ଦିନ ଏମିତି ଏକ କ୍ଷତ ଦେଇଥିଲା ଯାହାର ଚିହ୍ନ କେବେ ଲିଭିବନି ।ସେଦିନ ଥିଲା ଶୁକ୍ରବାର । ସନ୍ଧ୍ୟା ପ୍ରାୟ!-->…