Browsing Category

ଆଜିର ଖବର

ଲୋକଙ୍କୁ ନ୍ୟାୟ ଦେବାରେ ବିଫଳ ପୋଲିସ୍ ପ୍ରଶାସନ : ବିଜେଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ପୋଲିସ୍ ପ୍ରଶାସନର ବର୍ବରତା ସବୁ ସୀମା ଟପିସାରିଲାଣି । ଥାନା ଭିତରେ ଥାର୍ଡଡିଗ୍ରୀ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଘଟୁଥିବା ହିଂସା ଘଟଣାରେ ପୀଡ଼ିତାଙ୍କୁ ନ୍ୟାୟ ଦେବାରେ ବିଫଳ ପୋଲିସ୍ ପ୍ରଶାସନ ଅମାନୁଷିକ ଭାବେ ସାଧାରଣ ଲୋକଙ୍କ ଉପରେ

ଦୁଇ ବର୍ଷରେ ଜିଲ୍ଲାସ୍ତରରେ ୨.୪୦ ଲକ୍ଷ ଅଭିଯୋଗ ଶୁଣାଣି

ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି | ଯେଉଁଥିରେ ୬୦୦ରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି ।

ଦେହଜୀବୀଙ୍କୁ ପୋଲିସ ଜୋର ଜବରଦସ୍ତ ଥଇଥାନ କରିପାରିବ ନାହିଁ- ସୁପ୍ରିମକୋର୍ଟ

ଦେହଜୀବୀମାନଙ୍କ ଅଧିକାରକୁ ନେଇ ସୁପ୍ରିମକୋର୍ଟ ଏକ ଐତିହାସିକ ତଥା ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ନିଜ ଇଚ୍ଛାରେ ଏହି ପେଶା ଆପଣାଇଥିବା ପ୍ରାପ୍ତବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ପୋଲିସ କୌଣସି ପ୍ରକାର ହସ୍ତକ୍ଷେପ କରିପାରିବ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ କରିଛନ୍ତି।ବରଂ

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ଘଟଣାରେ ୩ ପୋଲିସ ସସପେଣ୍ଡ

ଭୁବନେଶ୍ୱର (ରାଜ୍ୟକାହାଣୀ )କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ଘଟଣାରେ ପୁଲିସର କାର୍ଯ୍ୟାନୁଷ୍ଠାନ । ଘଟଣାରେ IPS ନିତେଶ କୁମାର ମିଶ୍ରା ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟକୁ ବଦଳି ହୋଇଛନ୍ତି । ସେହିପରି ତିନିଜଣ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ନିଲମ୍ବିତଙ୍କ ମଧ୍ୟରେ ଏସଆଇ ସମୀର

ସରକାରୀ କାମ ପାଇଁ ଇଭି କିଣିବାକୁ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ସରକାରୀ କାର୍ଯ୍ୟରେ ବାଧ୍ୟତାମୂଳକ ଇଭି ବ୍ୟବହାର ପାଇଁ ନିର୍ଦ୍ଦେଶାବଳି ଦିଆଯାଇଛି ।ଇଭି କିଣିବାକୁ ଅର୍ଥ ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଦିଆଯାଇଛି । ଅର୍ଥ ବିଭାଗର ନିର୍ଦ୍ଦେଶ ମୁତାବକ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟ ପାଇଁ ୩୦ ଲକ୍ଷ

ବାଲିଅନ୍ତା ସୌମ୍ୟରଂଜନ ଭିଡ଼ ହିଂସା ମାମଲା, ଭୁବନେଶ୍ୱରରେ NHRCର ଟିମ୍

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବାଲିଅନ୍ତା ସୌମ୍ୟରଂଜନ ଭିଡ଼ ହିଂସା ମୃତ୍ୟୁ ମାମଲା ।  ଭୁବନେଶ୍ୱରରେ NHRCର ଟିମ । ଜାତୀୟ ମାନବାଧିକାର ଆୟୋଗରେ ହୋଇଥିବା ଅଭିଯୋଗ ମୁତାବକ ଆରମ୍ଭ ହେବ ତଦନ୍ତ ।ଦୁଇ ଜଣିଆ NHRC ଟି ଅଛନ୍ତି ରାଜେନ୍ଦ୍ର ସିଂ ଓ ଅବିନାଶ କୁମାର । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ

ଜୁନ୍ ୩ରୁ ୫ ଯାଏଁ ପୁରୀରେ ହେବ ବ୍ରିକ୍ସ ସମ୍ମିଳନୀ,ଉଦଘାଟନ ସମାବେଶରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ: ରାଜସ୍ୱ ମନ୍ତ୍ରୀ

ଆସନ୍ତା ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ପୁରୀ ଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ । ଜୁନ୍ ୪ ତାରିଖରେ ଉଦଘାଟନ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ବ୍ରିକ୍ସ୍ ରାଷ୍ଟ୍ରସମୂହଙ୍କ ସହ ଭାରତର ବିଭିନ୍ନ ରାଜ୍ୟର ପ୍ରତିନିଧି ଏବଂ ବିଶେଷଜ୍ଞବୃନ୍ଦ ମଧ୍ଯ ଏହି ତିନିଦିନିଆ

ଭତ୍ତା ସମସ୍ୟା, ଖୁବ୍‌ଶୀଘ୍ର ଏହି ଟେକ୍ନିକାଲ ଇସ୍ୟୁର ହେବ ସମାଧାନ: ମନ୍ତ୍ରୀ 

ରାଜ୍ୟ କାହାଣୀ (ଭୁବନେଶ୍ଵର)କେନ୍ଦ୍ର ଦେଉଥିବା ଭତ୍ତାରେ ହେଉଛି ସମସ୍ୟା । ଖୁବ୍‌ଶୀଘ୍ର ଏହି ଟେକ୍ନିକାଲ ଇସ୍ୟୁର ହେବ ସମାଧାନ । ଭତ୍ତା ପ୍ରସଙ୍ଗରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରଖିଛନ୍ତି ଏଭଳି ବଡ଼ ବୟାନ ।ଯେହେତୁ କେନ୍ଦ୍ର ଏବେ ଭତ୍ତା

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ସୋସିଆଲ ମିଡିଆରେ ଭାଇରାଲ୍ ଭିଡିଓ

ଉତ୍ତରପ୍ରଦେଶର ବୁଲନ୍ଦସହରରେ ଗଛରୁ ଟଙ୍କା ବର୍ଷା ହେବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।। ପଞ୍ଜୀକରଣ ପାଇଁ ଷ୍ଟାମ୍ପ ପେପର୍ କିଣିବା ପାଇଁ କୋର୍ଟହାଉସ୍ ଯାଉଥିବା ଜଣେ ଓକିଲଙ୍କଠାରୁ ଏକ ମାଙ୍କଡ଼ ଟଙ୍କା ଭର୍ତ୍ତି ଏକ ବ୍ୟାଗ୍ ଛଡ଼ାଇ ନେଇଥିଲା । ତା’ପରେ ମାଙ୍କଡ଼ ବ୍ୟାଗ୍

୭ ଦିନିଆ ଦିଲ୍ଲୀ ଗସ୍ତରେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )୭ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ସେ ଭୁବନେଶ୍ୱରରୁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଗସ୍ତ ରାଜନୈତିକ କାର୍ଯ୍ୟକ୍ରମ ତୁଳନାରେ ପାରିବାରିକ କାରଣ ପାଇଁ ହୋଇଥିବା ସୂଚନା ମିଳିଛି ।ସୂଚନା ଅନୁସାରେ, ନବୀନ