Browsing Category

ଆଜିର ଖବର

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କ ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ୱର (ରାଜ୍ୟ କାହାଣୀ )ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ନଦେଲେ ସମ୍ପୃକ୍ତ ଦାୟୀ ଅଧିକାରୀଙ୍କୁ ଜରିମାନା…

ବଙ୍ଗୋପସାଗରରେ ଜାହାଜ ବୁଡିକୁ ବିତିଲାଣି ୬୦ ଘଣ୍ଟାରୁ ଅଧିକ ସମୟ। ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା

ଭୁବନେଶ୍ୱର (ରାଜ୍ୟ କାହାଣୀ )ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ ୨୩୦ ନଟିକାଲ ମାଇଲ (୩୯୬ କି.ମି.) ଦୂରରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ ଥିବା…

ଭିଜିଲାନ୍ସ ଜାଲରେ ସିନିଅର୍ ରେଭିନିଉ ଆସିଷ୍ଟାଣ୍ଟ, ୩ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର

ଭୁବନେଶ୍ୱର (ରାଜ୍ୟ କାହାଣୀ )୩ କୋଟିରୁ ଅଧିକ ସରକାରୀ ଅର୍ଥ ହେରଫେର । ଗିରଫ ହୋଇଥିବା ତିର୍ତ୍ତୋଲ ବ୍ଲକର ପୂର୍ବତନ ସ୍ୱତନ୍ତ୍ର ରାଜସ୍ବ ସହାୟକ ଭଞ୍ଜ କିଶୋର ବେହେରାଙ୍କ ବିରୋଧରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସର ବଡ଼ ଧରଣର ଚଢ଼ାଉ । ତିର୍ତ୍ତୋଲ ବ୍ଲକ୍‌ରେ କାର୍ଯ୍ୟରତ…

ମହାରାଷ୍ଟ୍ରର ଅମରାବତୀ ହସ୍ପିଟାଲରେ ଅଗ୍ନିକାଣ୍ଡ । ତିନି ନବଜାତ ଶିଶୁଙ୍କ ମୃତ୍ୟୁ

ମହାରାଷ୍ଟ୍ରର ଅମରାବତୀ ହସ୍ପିଟାଲରେ ଅଗ୍ନିକାଣ୍ଡ । ତିନି ନବଜାତ ଶିଶୁଙ୍କ ମୃତ୍ୟୁ । ୬ ଗୁରୁତର ଶିଶୁଙ୍କୁ ସ୍ଥାନାନ୍ତର କରାଯାଇଛି । ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲର ନିଓନାଟାଲ ଇଣ୍ଟେନ୍ସିଭ୍ କେୟାର ୟୁନିଟରେ ସୋମବାର ସକାଳେ ବଡ଼ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ…

ପିଆଜ ଦର ବୃଦ୍ଧି ଉପରେ କେନ୍ଦ୍ର ସରକାରଙ୍କ ବଡ଼ ଆକ୍ସନ

ରାଜ୍ୟବାସୀଙ୍କ ପାଇଁ ବଡ଼ ବୋଝ ହେଲାଣି ପିଆଜ । ଆଜି କିଲୋ ୬୦ଟଙ୍କା ଛୁଇଁଛି । ଚଳିତ ସପ୍ତାହରେ କିଲୋ ପିଛା ଦର ୨୦ଟଙ୍କା ବଢ଼ିଛି । ସେପଟେ ୨ମାସ ମଧ୍ୟରେ କୁଇଣ୍ଟାଲ ପିଛା ପିଆଜ ଦର ୨୨ଶହ ଟଙ୍କାରୁ ବଢ଼ି ୩୫୦୦ ଟଙ୍କାରେ ପହଞ୍ଚିଛି । ପରିବହନ ଓ ଅନ୍ୟ ଖର୍ଚ୍ଚ ମିଶିଲେ ୪ହଜାର ।ସରକାର ଚିନ୍ତିତ…

ଓଡ଼ିଶାରେ ଆଜି ବି ବର୍ଷା, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି। ଏଥିସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬…

ଗ୍ରାମୀଣ ଜୀବନ ଓ କୃଷି ସମସ୍ୟାର ସମାଧାନ ନେଇ ସୋଆ ଛାତ୍ରଛାତ୍ରୀଙ୍କ ଅଭିନବ ପ୍ରୟାସ।ଗ୍ରାମୀଣ କୃଷି କାର୍ଯ୍ୟାନୁଭୂତି…

ଭୁବନେଶ୍ୱର ,ରାଜ୍ୟ କାହାଣୀ: କୃଷି ଶିକ୍ଷାକୁ ଗ୍ରାମୀଣ ଜୀବନ ଓ କୃଷକଙ୍କ ବାସ୍ତବ ସମସ୍ୟା ସହ ଯୋଡ଼ିବା ସହିତ ଛାତ୍ରଛାତ୍ରୀଙ୍କୁ ଗ୍ରାମୀଣ ତୃଣମୂଳସ୍ତରୀୟ ଅନୁଭୂତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଶିକ୍ଷା \'ଓ\' ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍…

ମୁଣ୍ଡରେ ଲାଗିବ ‘Temple’, ମାପିବ ମସ୍ତିଷ୍କ!

ଫିଟନେସ୍ ଟ୍ରାକିଂ ଦୁନିଆରେ ଏବେ କ୍ରାନ୍ତି ଆସିବାକୁ ଯାଉଛି। ଏପର୍ଯ୍ୟନ୍ତ ହାତରେ ସ୍ମାର୍ଟୱାଚ୍ କିମ୍ବା ଫିଟନେସ୍ ବ୍ୟାଣ୍ଡ ପିନ୍ଧିବାର ଯେଉଁ କ୍ରେଜ୍ ରହିଥିଲା, ତାହାକୁ ସମ୍ପୂର୍ଣ୍ଣ ବଦଳାଇ ଦେବାକୁ ଆସୁଛି ଏକ ଭିନ୍ନ ଧରଣର ସ୍ମାର୍ଟ ଗ୍ୟାଜେଟ୍। ଜୋମାଟୋ ଏବଂ ଇଟର୍ନାଲର ପ୍ରତିଷ୍ଠାତା…

ପ୍ରତିବର୍ଷ ଅଗଷ୍ଟ ମାସର ଚତୁର୍ଥ ଶନିବାରକୁ ଗରିମା ଦିବସ ଭାବେ ପାଳନ କରିବା ପାଇଁ ଘୋଷଣା

ଭୁବନେଶ୍ୱର (ରାଜ୍ୟ କାହାଣୀ )ପରିମଳ କର୍ମଚାରୀଙ୍କ ସୁରକ୍ଷା ଓ ସମ୍ମାନକୁ ସରକାରଙ୍କ ଗୁରୁତ୍ୱ । ଗରିମା କର୍ମଶାଳାରେ ଯୋଗଦେଇ ପରିମଳ କର୍ମଚାରୀଙ୍କ ସୁରକ୍ଷା, ସମ୍ମାନ ଓ କଲ୍ୟାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପରିମଳ କ୍ଷେତ୍ରରେ ଏବେ ମେସିନ ଓ ରୋବୋଟିକ୍ସର ବ୍ୟବହାର ହେଉଛି।…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ

କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ ଥଣ୍ଡା ଏବଂ କାଶ ଔଷଧକୁ ନିଷିଦ୍ଧ କରିଛନ୍ତି। ବିଶେଷକରି କ୍ଲୋରଫେନିରାମିନ ମାଲେଏଟ (Chlorpheniramine Maleate) ଏବଂ…