Browsing Category

ଆଜିର ଖବର

୨୦୨୭ ନିର୍ବାଚନ ପୂର୍ବରୁ ବଢ଼ିଲା ନେତାଙ୍କ ସୁରକ୍ଷା ବଢ଼ିଲା;ଯୋଗୀ, ଅଖିଳେଶ ପିନ୍ଧିବେ ୧୦ ଲକ୍ଷର ଜାକେଟ୍‌

୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀଙ୍କ ସମେତ…

ଓଡ଼ିଶା ଭୂ-ସଂସ୍କାର ଆଇନ, ୧୯୬୦ରେ ସଂଶୋଧନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର

ଭୁବନେଶ୍ୱର (ରାଜ୍ୟ କାହାଣୀ )ସହରାଞ୍ଚଳରେ କୃଷି ଜମିକୁ ଅଣକୃଷି କାର୍ଯ୍ୟରେ ବ୍ୟବହାର ପାଇଁ ଏଣିକି ଅଲଗା ଭାବେ ରାଜସ୍ୱ ବିଭାଗର ଅନୁମତି ନେବାକୁ ପଡ଼ିନପାରେ । ଜମି ବ୍ୟବହାର ପରିବର୍ତ୍ତନ ପ୍ରକ୍ରିୟାକୁ ସରଳ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଓଡ଼ିଶା ଭୂ-ସଂସ୍କାର ଆଇନ,…

ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦…

ଗୁଗୁଲ୍‌ ମ୍ୟାପ୍‌ରେ କୋଟିଆ ସୀମାର ଭୁଲ୍‌ ଚିତ୍ରଣ

ଭୁବନେଶ୍ୱର (ରାଜ୍ୟ କାହାଣୀ )କୋରାପୁଟ ଜିଲ୍ଲାର କୋଟିଆ ଅଞ୍ଚଳର ସୀମାକୁ ଗୁଗୁଲ ମ୍ୟାପ୍‌ରେ ଭୁଲ ଭାବେ ପ୍ରଦର୍ଶନ କରାଯାଉଥିବା ଅଭିଯୋଗ ଏବେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପରିଣତ ହୋଇଛି। ଡିଜିଟାଲ ମାନଚିତ୍ରରେ କୋଟିଆର ପ୍ରଶାସନିକ ସୀମା ଓ ପରିଚୟ ସଠିକ୍‌ ଭାବେ ପ୍ରତିଫଳିତ କରିବା ପାଇଁ…

ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟ ସ୍ଥିତିର ନିରନ୍ତର ତଦାରଖ ପାଇଁ ୪ ଜିଲ୍ଲାରେ ବରିଷ୍ଠ ଅଧିକାରୀ ନିୟୋଜିତ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ବନ୍ୟାପ୍ରଭାବିତ…

କାଲିଠାରୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା; କୁଞ୍ଜ ପ୍ରସ୍ତୁତ

ଶ୍ରୀକ୍ଷେତ୍ରରେ କାଲି ଠାରୁ ପବିତ୍ର ଝୁଲଣ ଯାତ୍ରା ଆରମ୍ଭ ହେବ । ଶ୍ରାବଣ ଶୁକ୍ଳ ଦଶମୀରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ମଠବାଡ଼ିରେ ପ୍ରତିପଦା ଯାଏଁ ଏହି ଝୁଲଣ ଯାତ୍ରା ଚାଲିବ ।ଝୁଲଣ କୁଞ୍ଜ ତଥା ଦୋଳିକୁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପ୍ରକାର ଝାଲର, ଫୁଲ, ନାଗାଫୁଲ, ଖମ୍ୱ ଝାଲର, ବାଙ୍କ…

ମହଙ୍ଗା ପଡ଼ିଲା ପ୍ରେମ ପ୍ରତାରଣା । ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ SI ବାବୁ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖାକିରେ କଳଙ୍କ। ଆଇନ ରକ୍ଷା କରୁଥିବା ପୁଲିସ ବାବୁଙ୍କ ବିରୋଧରେ ଆସିଛି ସଙ୍ଗୀନ ଅଭିଯୋଗ। ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ଏବଂ ପରେ ପ୍ରତାରଣା କରିଥିବା ଅଭିଯୋଗରେ ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ଏସ୍ଆଇ ପ୍ରଭାତ କୁମାର…

ପୁଣି ଅଗଷ୍ଟ ୩୧ ରେ ହେବ ରତ୍ନଭଣ୍ଡାରରେ ଅଳଙ୍କାରର ଗଣତିମଣତି

ପୁଣି ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ହେବ ରତ୍ନଭଣ୍ଡାରରେ ଥିବା ରତ୍ନ ଓ ଅଳଙ୍କାରର ଗଣତିମଣତି । ଶ୍ରୀମନ୍ଦିରର ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏବଂ କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ ଏହି ଗଣତି ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ…

ଖାଦ୍ୟରେ ମାଛି, ରୋଷେଇ ଘରେ ଅସରପା! ମ୍ୟାକଡୋନାଲ୍ଡସ୍ ସମେତ ୮ଟି ପ୍ରମୁଖ ରେଷ୍ଟୁରାଣ୍ଟର ଫୁଡ୍ ଲାଇସେନ୍ସ ବାତିଲ

ମହାରାଷ୍ଟ୍ରରେ FDA ପକ୍ଷରୁ ବଡ଼ ଆକ୍ସନ । ଲୋକଙ୍କ ସ୍ୱାସ୍ଥ୍ୟ ସହ ଖେଳୁଥିବା ରେଷ୍ଟୁରାଣ୍ଟ ଏବଂ ଖାଦ୍ୟ ପ୍ରତିଷ୍ଠାନଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୂଚନା ଅନୁସାରେ, ମହାରାଷ୍ଟ୍ରରେ ୮୯ଟି ହୋଟେଲ୍‌, ରେଷ୍ଟୁରାଣ୍ଟ ଓ ଢାବାରେ ଯାଞ୍ଚ କରିଥିଲା FDA । ଏଥିରୁ ୭୧ଟି…

ଆଇଫୋନ୍ ପାଇଁ ପାହାଡ଼ରୁ ଖସି ବାପା-ପୁଅ ମୃତ, ମା’ଙ୍କ ଆତ୍ମହତ୍ୟା

ଯେଉଁ ପୁଅ ପାଇଁ ଦିନରାତି ଏକ କରିଦେଲେ । ଆଜି ସେହି ପୁଅ ସାମାନ୍ୟ ଆଇ-ଫୋନ୍ ପାଇଁ ଜୀବନ ହାରିଦେଲେ ।ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜିନଗରରୁ ଆସିଛି ଛାତିଥରା ଘଟଣା। ପାହାଡ଼ରୁ ଖସି ପୁଅ ଓ ବାପାଙ୍କ ମୃତ୍ୟୁ ପରେ ମା’ ମଧ୍ୟ ହାରିଦେଲେ ଜୀବନ। ସହରର ତିସଗାଁଓ ଅଞ୍ଚଳରେ ଥିବା ପ୍ରସିଦ୍ଧ…