Browsing Category
ଆଜିର ଖବର
ସିବିଏସ୍ଇ ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ନିଜକୁ ଦାୟୀ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ସିବିଏସ୍ଇ ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ଅସନ୍ତୋଷ ଜାରି ରହିଥିବାବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିପାଇଁ ନିଜକୁ ଦାୟୀ କରିଛନ୍ତି ଓ ଏହାର ସମାଧାନ କରାଯିବ ବୋଲି କହିଛନ୍ତି। ଗୁରୁବାର ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସେ ତ୍ରୁଟି ପାଇଁ ଦାୟିତ୍ୱ!-->…
ସିଏମ୍ ପଦ ଛାଡିବା ନେଇ ସିଦ୍ଦରମୈୟାଙ୍କ ଘୋଷଣା, ୩ଟାରେ ଦେବେ ଇସ୍ତଫା
କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ପଦ ଛାଡିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି ଘୋଷଣା କରିଛନ୍ତି। ସେ ତାଙ୍କ ନିଷ୍ପତ୍ତି ବିଷୟରେ ମନ୍ତ୍ରୀମାନଙ୍କୁ ଅବଗତ କରାଇଛନ୍ତି। ଅପରାହ୍ନ!-->…
ଆଜି ବିଶ୍ୱବ୍ୟାପୀ ପାଳନ ହେଉଛି ଋତୁସ୍ରାବ ସ୍ୱଚ୍ଛତା ଦିବସ
ଆଜି ହେଉଛି ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଋତୁସ୍ରାବ ସମୟରେ ପରିଷ୍କାର ପରିଚ୍ଛନ୍ନତା ବଜାୟ ରଖିବା ଏବଂ ଏହାକୁ ନେଇ ସମାଜରେ ଥିବା ଅନ୍ଧବିଶ୍ୱାସ ତଥା ଲଜ୍ଜାବୋଧକୁ ଦୂର କରି ସଚେତନତା ସୃଷ୍ଟି କରିବା | ମାସିକ ଋତୁଚକ୍ର ସାଧାରଣତଃ ୨୮ ଦିନର!-->…
ମେଟାର ବଡ଼ ଘୋଷଣା: ଇନଷ୍ଟାଗ୍ରାମ ଓ ହ୍ବାଟ୍ସଆପ୍ ପାଇଁ ଦେବାକୁ ପଡିବ ଚାର୍ଜେସ୍
Meta ଏକ ବଡ଼ ଘୋଷଣା କରିଛି । ଯାହାର ସିଧାସଳଖ ପ୍ରଭାବ ସୋସିଆଲ ମିଡିଆ ଆପ୍ସ ଏବଂ ମେସେଜିଂ ଆପ୍ସ ବ୍ୟବହାର କରିବା ଉପରେ ପଡିବ । କମ୍ପାନୀ ଏବେ ନିଜର ଏହି ଲୋକପ୍ରିୟ ଆପ ଗୁଡ଼ିକୁ କେବଳ ମାଗଣା ସେବା ମଧ୍ୟରେ ସୀମିତ ନରଖି ଏହାକୁ ଏକ ନୂଆ ରୂପ ଦେବାକୁ ଘୋଷଣା କରିଛି। ବର୍ତ୍ତମାନ ମୋବାଇଲ!-->…
ମହଙ୍ଗା ପଡ଼ିଲା ଥାନାରେ ଥାର୍ଡ ଡିଗ୍ରୀ, ସସପେଣ୍ଡ ହେଲେ ତାଳଚୁଆ ମେରାଇନ୍ ଥାନା ଆଇଆଇସି
ଭୁବନେଶ୍ୱର (ରାଜ୍ୟକାହାଣୀ )ମହଙ୍ଗା ପଡ଼ିଲା ଥାନାରେ ଥାର୍ଡ ଡିଗ୍ରୀ । ସସପେଣ୍ଡ ହେଲେ ତାଳଚୁଆ ମେରାଇନ୍ ଥାନା ଆଇଆଇସି ସନ୍ଧ୍ୟାରାଣୀ ଜେନା । ଜଣେ ସଧବା ମହିଳାଙ୍କ ମୁଣ୍ଡରୁ ସିନ୍ଦୂର ପୋଛିଦେଇ ଆଖି ସାମ୍ନାରେ ଭେଣ୍ଡିଆ ପୁଅକୁ 'ଥାର୍ଡଡିଗ୍ରୀ' ଦେଇ ସମାଲୋଚନାର ସମ୍ମୁଖୀନ ହୋଇଥିବା ଥାନା!-->…
ବିମାନ ଯାତ୍ରୀଙ୍କୁ ଝଟ୍କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
ଯୁଦ୍ଧର ପ୍ରଭାବ ପଡ଼ିଛି ଘରୋଇ ବିମାନ ଚଳାଚଳ ଉପରେ।ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି। ବାୟୁ ସୀମା କଟକଣା ସହ ବିମାନ ଇନ୍ଧନ ଦର ବୃଦ୍ଧି କାରଣରୁ ବାହାର ଦେଶକୁ ବିମାନ ସେବା!-->…
ସରକାରୀ ସ୍ତରରେ ବ୍ୟବହାର ହେବ ଇଭି; ଖୁବଶୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ପଞ୍ଚାୟତରୁ ବ୍ଲକ ଏବଂ ତହସିଲରୁ ଜିଲ୍ଲା, ସବୁ ସ୍ତରରେ ସରକାରୀ କ୍ଷେତ୍ରରେ ଆଗାମୀ ଦିନରେ ବ୍ୟବହାର ହେବ ଇଭି (ଇଲେକ୍ଟ୍ରିକ୍ ଯାନ) । କୌଣସି ନୂଆ ଡିଜେଲ, ପେଟ୍ରୋଲ ଭଡା ଗାଡି ଆଉ ସରକାରୀ ସ୍ତରରେ ବ୍ୟବହାର ହେବନାହିଁ । ପେଟ୍ରୋଲ ଗାଡି ବ୍ୟହହାର ନେଇ ଯଦି!-->…
ଇଦ୍-ଉଲ୍-ଜୁହା ପାଳନ: ମସଜିଦରେ ନମାଜ ପାଠ
ଆଜି ମୁସଲିମ ସଂପ୍ରଦାୟ ପାଳନ କରୁଛନ୍ତି ତ୍ୟାଗର ପର୍ବ ‘ଉଦ୍-ଉଜ୍-ଜୁହା'।ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍-ଉଲ-ଫିତର ପାଳନ କରାଯାଉଥିବା ବେଳେ ଏହାର ପ୍ରାୟ ଦୁଇ ମାସ ପରେ ଇଦ୍-ଉଲ-ଜୁହା ପର୍ବ ଆସେ। ଏହି ଦୁଇଟି ଯାକ ପର୍ବରେ ମୁସଲମାନ ଭାଇଭଉଣୀମାନେ ନୂଆ ଡ୍ରେସ ପିନ୍ଧି ସ୍ବତନ୍ତ୍ର!-->…
ରାଜ୍ୟକୁ କାଳବୈଶାଖୀର ଆଶ୍ୱସ୍ତି, ୫ ରୁ ୮ ଡିଗ୍ରୀ କମିଲା ତାପମାତ୍ରା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଭୀଷଣ ଗରମ, ପ୍ରବଳ ଗୁଳୁଗୁଳି। ଦୁଇ ସପ୍ତାହ ହେବ ଏହି ଯନ୍ତ୍ରଣାରେ ଘାଣ୍ଟି ଚକଟି ହେଉଛନ୍ତି ସାରା ରାଜ୍ୟବାସୀ।ରାଜ୍ୟର ବିଭିନ୍ନ ଅଞ୍ଚଳରେ ହୋଇଥିବା କାଳବୈଶାଖୀ ବର୍ଷା ପ୍ରକୃତିକୁ ଶୀତଳ କରିଦେଇଛି । ସୂର୍ଯ୍ୟଙ୍କ ପ୍ରଖର କିରଣ ଏବଂ ନିଆଁ ବର୍ଷା କରୁଥିବା!-->…
୨୦୨୭ ଏସିଆନ୍ ଚାମ୍ପିଅନସିପ୍ ଆୟୋଜନ କରିବ ଓଡ଼ିଶା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଡ଼ିଶାକୁ ମିଳିଲା ଆଉ ଏକ ମେଗା ଗ୍ଲୋବାଲ୍ ଇଭେଣ୍ଟ । ୨୦୨୭ ଏସିଆନ୍ ଚାମ୍ପିଅନସିପ୍ ଓଡ଼ିଶାକୁ ମିଳିଛି । ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୭’ର ଆୟୋଜନ କରିବ ଓଡ଼ିଶା । ହଂକଂରେ ନିଆଗଲା ବଡ଼ ନିଷ୍ପତ୍ତି । ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶାର ସୁନାମ!-->…