Browsing Category

ଆଜିର ଖବର

ସୂର୍ଯ୍ୟମନ୍ଦିରରୁ ବାଲି କାଢ଼ିବା ନେଇ ASIର ତଦାରଖ

ଭୁବନେଶ୍ୱର (ରାଜ୍ୟ କାହାଣୀ )କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲି କାଢ଼ିବା ନେଇ ASIର ତଦାରଖ । ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପ୍ରସଙ୍ଗରେ ASI ଗ୍ରହଣ କରିଛି ବଡ଼ ପଦକ୍ଷେପ । ମନ୍ଦିର ଭିତରୁ ବାଲି ବାହାର କରିବା କାର୍ଯ୍ୟର ଅନୁଧ୍ୟାନ ପାଇଁ ASIର…

ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ଚିରନିଦ୍ରାରେ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଆ ସଙ୍ଗୀତ ଜଗତ ପାଇଁ ଆସିଲା ଦୁଃଖଦ ଖବର । ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ହୋଇଛି । ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ତାଙ୍କର ଥିଲା ସ୍ୱତନ୍ତ୍ର ପରିଚୟ । ନିଜର ମଧୁର କଣ୍ଠ ଓ ଅନନ୍ୟ ଗାୟନ…

ୟେମେନ୍ ଓ ସୋମାଲିଆ ଉପକୂଳରୁ ୨ଟି ସାମୁଦ୍ରିକ ଜାହାଜ ଅପହରଣ

ଆଫ୍ରିକା ମହାଦେଶର ହୋର୍ଣ୍ଣ ଅଫ୍ ଆଫ୍ରିକା ଅଞ୍ଚଳରେ ପୁଣି ଥରେ ସାମୁଦ୍ରିକ ଲୁଟେରାଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ୟେମେନ୍ ଏବଂ ସୋମାଲିଆ ଉପକୂଳରୁ ପୃଥକ୍ ପୃଥକ୍ ଘଟଣାରେ ୨ଟି ବାଣିଜ୍ୟିକ ଜାହାଜକୁ ଅପହରଣ କରାଯାଇଛି,M.T. Sibu 1 ନାମକ ଏକ ତୈଳ ଉତ୍ପାଦ ଟ୍ୟାଙ୍କର୍‌ ୟେମେନ ଉପକୂଳରୁ…

ଅନଲାଇନ ଅଟୋ ଚାଳକଙ୍କ ହିଂସାତ୍ମକ ଆଚରଣ ଘଟଣା,କ୍ଷମା ମାଗିଲେ ଅନଲାଇନ୍ ଅଟୋ ଚାଳକ ସଙ୍ଘ ସଭାପତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜଧାନୀରେ ଓଲା-ଉବେର ଚଳାଚଳ ପ୍ରାୟତଃ ବନ୍ଦ । ଆପରେ ଖୋଜିଲେ, ଅଳ୍ପ କିଛି ଅଟୋ କି ଟ୍ୟାକ୍ସି ମିଳୁଛି । କିନ୍ତୁ ଦେଢ଼ଗୁଣା ଦର କଷୁଛନ୍ତି ଏହି ଅନଲାଇନ୍ ପରିବହନ ସଂସ୍ଥା । କେବଳ ଅନଲାଇନ୍ କାହିଁକି, ଅଫଲାଇନରେ ଗଲେ ବି ଯାତ୍ରୀଙ୍କୁ ଶୋଷୁଛନ୍ତି ଡ୍ରାଇଭର ।…

ଲୋମଟାଙ୍କୁରା ହତ୍ୟା ! ଗୁଣିଗାରେଡ଼ି ପାଇଁ ସାଙ୍ଗକୁ ବଳି

ଭୁବନେଶ୍ୱର (ରାଜ୍ୟ କାହାଣୀ )ଘର ଭିତରେ ତମ୍ବା ନାଗ। ପଥରରେ ଲାଗିଛି ସିନ୍ଦୂର। ତଳେ ପଡ଼ିଛି ଫୁଲ ଏବଂ ପୂଜା ସାମଗ୍ରୀ। ପାଖରେ ପୋତା ଯାଇଛି କଟା ମୁଣ୍ଡ। ପାରିପାର୍ଶ୍ବିକ ଅବସ୍ଥାରୁ ନରବଳି ଦିଆଯାଇଘରେ ଗୁଣିଗାରେଡ଼ି ବିଦ୍ୟା କରୁଥିବା ସନ୍ଦେହ । ମାନସିକ ପୂରଣ ପାଇଁ ସାଙ୍ଗକୁ ଘରକୁ ଡାକି…

ମନଇଚ୍ଛା ନେଇପାରିବେନି SIM! ୨୪ରୁ ସରକାରଙ୍କ କଡ଼ା ଆକ୍ସନ୍‌

ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ ଏହା ନିଶ୍ଚିତ କରିବାକୁ ପଡ଼ିବ ଯେ ସେମାନଙ୍କ ଗ୍ରାହକମାନେ ଯେପରି ନିଜ ନାମରେ ସ୍ଥିରୀକୃତ ସୀମାରୁ ଅଧିକ ସିମ୍ କାର୍ଡ ନ…

 ରାଜ୍ୟରେ ପୁଣି ବଢ଼ିବ ବର୍ଷା; ୨୫ରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ…

୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାହେଲେ ବିପିଏମ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭିଜିଲାନ୍ସ ଜାଲରେ କୁଜଙ୍ଗ ମେଡିକାଲର ବିପିଏମ୍ ମନୋଜ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ।ଜଗତସିଂହପୁରଜିଲ୍ଲା କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବ୍ଲକ ପ୍ରୋଗ୍ରାମିଂ ଅଫିସର(ବିପିଏମ) ଆଜି ମଧ୍ୟାହ୍ନ ସମୟରେ ଜନୈକା ଆଶା କର୍ମୀ…

ଦିଲ୍ଲୀ ଛାତ୍ର ଆନ୍ଦୋଳନରେ ହିଂସା, ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ସୁପ୍ରିମକୋର୍ଟ

ନୀଟ୍ ପ୍ରଶ୍ନପତ୍ର ଲିକ୍ ପ୍ରତିବାଦରେ ଦିଲ୍ଲୀର ଜନ୍ତରମନ୍ତର ସମେତ ବିଭିନ୍ନ ରାଜ୍ୟରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରୁଥିବା ଛାତ୍ରଛାତ୍ରୀ ଓ ଆନ୍ଦୋଳନକାରୀଙ୍କ ଉପରେ ପୋଲିସ, ପାରାମିଲିଟାରୀ ଏବଂ ସୁରକ୍ଷାବଳ ଦ୍ଵାରା ଅତ୍ୟାଚାର ଓ ମାତ୍ରାଧିକ ବଳପ୍ରୟୋଗ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମ୍…

ବନ୍ୟା ପ୍ରଭାବିତ 4 ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍‌ ଚାଉଳ ଯୋଗାଣ ନିର୍ଦ୍ଦେଶ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍‌ ଚାଉଳ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର…