Browsing Category

ଆଜିର ଖବର

ଏଣିକି ପ୍ରେସକ୍ରିପସନ ଦେଖାଇଲେ ହିଁ ମିଳିବ ‘ପ୍ରେଗାବାଲିନ୍‌’

ସ୍ନାୟୁଗତ ଯନ୍ତ୍ରଣା ପାଇଁ ବିକ୍ରି ହେଉଥିବା ‘ପ୍ରେଗାବାଲିନ’ ଔଷଧକୁ ଆଉ ଔଷଧ ଦୋକାନୀମାନେ ଅବାଧରେ ବିକ୍ରି କରିପାରିବେ ନାହିଁ । କେବଳ ପ୍ରେସକ୍ରିପସନ ଦେଖାଇଲେ ହିଁ ଏହି ଔଷଧ ମିଳିବ । ଏନେଇ କେନ୍ଦ୍ର ସରକାର ଗେଜେଟ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଆସନ୍ତା ୬ ମାସ ମଧ୍ୟରେ ଏନେଇ ନୂଆ

ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ;ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ

ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ ସମାରୋହ। ୬୬ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ

ପୁରୁଣା ଭୁଲରୁ କିଛି ଶିଖିଲ ନାହିଁ’, ଏନ୍‌ଇଇଟି ପେପର୍ ଲିକ୍ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ମନ୍ତବ୍ୟ

ପେପର୍ ଲିକ୍ ଯୋଗୁ NEET-UG ପରୀକ୍ଷା ବାତିଲ ଘଟଣାକୁ ନେଇ ସୁପ୍ରିମକୋର୍ଟ, ଜାତୀୟ ପରୀକ୍ଷା ଏଜେନ୍ସି (NTA) ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କୋର୍ଟ ସୋମବାର କହିଛନ୍ତି ଯେ, ଏହା ଦୁଃଖଦ ଯେ, ଏହି ସଂସ୍ଥା ପୂର୍ବ ବିବାଦରୁ କିଛି ଶିଖିନାହିଁ। ଏହା ସହ ସର୍ବୋଚ୍ଚ କୋର୍ଟ କେନ୍ଦ୍ର

ମଝି ଆକାଶରେ ଫସିଲେ ୩୦୦ ପର୍ଯ୍ୟଟକ । ବୃଦ୍ଧ ଓ ଛୋଟପିଲାଙ୍କ ମଧ୍ୟରେ ଆତଙ୍କର ବାତାବରଣ

ଜମ୍ମୁ- କାଶ୍ମୀରର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଗୁଲମାର୍ଗରେ ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛନ୍ତି ଶହ ଶହ ପର୍ଯ୍ୟଟକ। ଯାନ୍ତ୍ରିକ ତ୍ରୁଟି କାରଣରୁ ସୋମବାର ଗୋଣ୍ଡୋଲା କେବୁଲ କାର୍ (ରୋପ୍ ଓ୍ବେ) ସେବା ବ୍ୟାଘାତ ହୋଇଥିଲା। ତ୍ରୁଟି କାରଣରୁ କେବୁଲ କାର ହଠାତ ବନ୍ଦ ହୋଇଯାଇଥିଲା । ଫଳରେ ଏଥିରେ

ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର: ସଞ୍ଜୟ ଲାଠ୍

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭାରତରେ ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ଏକ ବଡ଼ ଧରଣର ବୃଦ୍ଧି ଘଟିଛି। ସୋମବାର (ମେ’ ୨୫) ତୈଳ କମ୍ପାନୀଗୁଡ଼ିକ ଉଭୟ ଇନ୍ଧନ ମୂଲ୍ୟରେ ୨.୫ ଟଙ୍କାରୁ ଅଧିକ ବୃଦ୍ଧି କରିଛନ୍ତି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଦର ବୃଦ୍ଧି ଅଟେ।ଆଗକୁ ଆହୁରି ଦର ବଢ଼ିବ ବୋଲି

୧୨ଟାରୁ ୩ଟା ଏସଆଇଆର ଫିଲ୍ଡ ୱାର୍କ ମନା : ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ -୨୦୨୬ କାର୍ଯ୍ୟକ୍ରମ ସମୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷା ପାଇଁ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ (CEO) କାର୍ଯ୍ୟାଳୟ ପକ୍ଷରୁ ଏକ ବ୍ୟାପକ ଆଡଭାଇଜରୀ ଜାରି

ଆସିଗଲା ନୌତପା,ବଢ଼ିବ ଖରା

ରାଜ୍ୟ କାହାଣୀ, ଭୁବନେଶ୍ଵର,ପୂରା ଦେଶରେ ଜାରି ରହିଛି ଭୀଷଣ ଗ୍ରୀଷ୍ମ ପ୍ରବାହ। ଆକାଶରୁ ନିଆଁ ବର୍ଷୁଛି ।ଆଜିଠାରୁ ନୌତପା ଆରମ୍ଭ ହେଉଥିବାରୁ ତାତି ଆହୁରି ବଢ଼ିବ । ନୌତପା ହେଉଛି ଭାରତୀୟ ପାଣିପାଗ ଏବଂ ଜ୍ୟୋତିର୍ବିଜ୍ଞାନ ଆଧାରିତ ଏକ ପାରମ୍ପରିକ ଅବଧାରଣା, ଯାହା ଗ୍ରୀଷ୍ମ ଋତୁର ସବୁଠାରୁ

ବାଲିଅନ୍ତା ଘଟଣାରେ ବଡ଼ ପଦକ୍ଷେପ , ବଦଳିଲେ ଏଡିଜିପି ଦୟାଲ ଗଙ୍ଗୱାର 

ରାଜ୍ୟ କାହାଣୀ, ଭୁବନେଶ୍ଵର,ବରିଷ୍ଠ ଆଇପିଏସ୍‌ ଦୟାଲ ଗଙ୍ଗଓ୍ୱାରଙ୍କ ବଦଳି । ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାରଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି।  ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି  ପ୍ରକାଶ ପାଇଛି ।ରାଜ୍ୟପାଳଙ୍କ ଆଦେଶ କ୍ରମେ ଏହି ବଦଳି ତତ୍କାଳ ପ୍ରଭାବରୁ ଲାଗୁ କରାଯାଇଛି

ଦେବାଶିଷ ସାମନ୍ତରାୟ ଦଳ ଛାଡିବା ପରେ ବିଜେଡି ଉପରେ କୌଣସି ପ୍ରଭାବ ପଡିବନି: ଲେନିନ ମହାନ୍ତି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଦେବାଶିଷଙ୍କ ଇସ୍ତଫା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।ଦେବାଶିଷ ସାମନ୍ତରାୟ ଦଳ ଛାଡିବା ପରେ ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ । ସେ ଦଳରୁ ୫ ଥର ଟିକେଟ

ଆଜି ରଥଖଳାରେ ତିନି ରଥର ପାଞ୍ଚ ଦଣ୍ଡା ଅନୁକୂଳ ପୂଜା ସହ ଚଉପଟ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ତିନିରଥର ଚଉଦ ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଗରଗରାର ବିନ୍ଧ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ତିନିରଥର ପାଞ୍ଚ ଦଣ୍ଡା ନିର୍ମାଣ ଅନୁକୂଳ ପୂଜା ପରେ ଚଉପଟ କାର୍ଯ୍ୟ ଆରମ୍ଭ ହେବ। ନନ୍ଦିଘୋଷର ଗରଗରା ଚଉପଟ ହୋଇ ସାଇତା