Browsing Category
ଆଜିର ଖବର
ବାଲିଅନ୍ତା ଘଟଣାରେ ବଡ଼ ପଦକ୍ଷେପ , ବଦଳିଲେ ଏଡିଜିପି ଦୟାଲ ଗଙ୍ଗୱାର
ରାଜ୍ୟ କାହାଣୀ, ଭୁବନେଶ୍ଵର,ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗଓ୍ୱାରଙ୍କ ବଦଳି । ବରିଷ୍ଠ ଆଇପିଏସ ଅଫିସର ଦୟାଲ ଗଙ୍ଗୱାରଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ରାଜ୍ୟପାଳଙ୍କ ଆଦେଶ କ୍ରମେ ଏହି ବଦଳି ତତ୍କାଳ ପ୍ରଭାବରୁ ଲାଗୁ କରାଯାଇଛି!-->…
ଦେବାଶିଷ ସାମନ୍ତରାୟ ଦଳ ଛାଡିବା ପରେ ବିଜେଡି ଉପରେ କୌଣସି ପ୍ରଭାବ ପଡିବନି: ଲେନିନ ମହାନ୍ତି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଦେବାଶିଷଙ୍କ ଇସ୍ତଫା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।ଦେବାଶିଷ ସାମନ୍ତରାୟ ଦଳ ଛାଡିବା ପରେ ବିଜେଡି ଉପରେ କୌଣସି ପ୍ରଭାବ ପଡିବ ନାହିଁ । ସେ ଦଳରୁ ୫ ଥର ଟିକେଟ!-->…
ଆଜି ରଥଖଳାରେ ତିନି ରଥର ପାଞ୍ଚ ଦଣ୍ଡା ଅନୁକୂଳ ପୂଜା ସହ ଚଉପଟ କାର୍ଯ୍ୟ ଆରମ୍ଭ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ତିନିରଥର ଚଉଦ ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଗରଗରାର ବିନ୍ଧ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ତିନିରଥର ପାଞ୍ଚ ଦଣ୍ଡା ନିର୍ମାଣ ଅନୁକୂଳ ପୂଜା ପରେ ଚଉପଟ କାର୍ଯ୍ୟ ଆରମ୍ଭ ହେବ। ନନ୍ଦିଘୋଷର ଗରଗରା ଚଉପଟ ହୋଇ ସାଇତା!-->…
ଆଜି ସୁନା ଦର ବଢ଼ିଥିବାବେଳେ ସ୍ଥିର ରହିଛି ରୁପା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୯,୩୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୬,୧୦୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୯,୩୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ୧,୪୬,୧୦୦!-->…
ଏହି କାରଣ ପାଇଁ ବିଜେଡି ଛାଡ଼ିଲେ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଦେବାଶିଷ ।ରାଜ୍ୟସଭା ଓ ଦଳର ବିଭିନ୍ନ ସଂଗଠନରେ ଦାୟିତ୍ୱ ଦେଇଥିବାରୁ ବିଜେଡି!-->…
ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ…
ଗ୍ରୀଷ୍ମ ପ୍ରବାହ ସମୟରେ ପୂର୍ବାହ୍ଣରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଶ୍ରମିକଙ୍କ ନିୟୋଜନ ଉପରେ କଟକଣା ରହିଛି। ଚଳିତ ବର୍ଷ ମଧ୍ୟ ଶ୍ରମ ବିଭାଗ ଏବଂ ଏସ୍ଆର୍ସି ନିର୍ଦେଶ ଜାରି କରି ପୂର୍ବାହ୍ଣ ୧୧ରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବାକୁ ବାରଣ କରିଛନ୍ତି। ପୂର୍ତ୍ତ ବିଭାଗର ଇଆଇସି!-->…
ହେଡ୍ଙ୍କ ପରିବାରକୁ ମିଳୁଛି ଧମକ, ପତ୍ନୀ ଜେସିକା ଆଣିଲେ ଅଭିଯୋଗ
ପଡ଼ିଆରେ ଟ୍ରାଭିସ୍ ହେଡ୍ ଓ ବିରାଟ କୋହଲି ମଧ୍ୟରେ ହୋଇଥିବା ବଚସା ଓ ହାଣ୍ଡ୍ସେକ୍ ଘଟଣାକୁ ନେଇ ବିବାଦ କମିବାର ନାଁ ଧରୁ ନାହିଁ । ଏହି ଘଟଣାକୁ ପ୍ରଶଂସକମାନେ ଭୁଲିପାରୁନାହାନ୍ତି । ଟ୍ରାଭିସ୍ଙ୍କ ପତ୍ନୀ ଜେସିକା ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଓ ତାଙ୍କ ପରିବାରକୁ ସୋସିଆଲ ମିଡିଆରେ!-->…
ଚନ୍ଦ୍ରଭାଗାକୁ ଗଲେ ୪୩ ହଜାରରୁ ଅଧିକ ଅଲିଭ ରିଡଲେ ଶାବକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଉପକୂଳରେ କୋଣାର୍କ ବନଖଣ୍ଡ ଚନ୍ଦ୍ରଭାଗା ସମୁଦ୍ର କୂଳରୁ ପ୍ରାୟ ୪୩ ହଜାରରୁ ଅଧିକ ଅଲିଭ୍ ରିଡ୍ଲେ କଇଁଛ ଶାବକ ନିଜର ନୂତନ ଜୀବନ ଯାତ୍ରା ଆରମ୍ଭ କରିଛନ୍ତି । ବନବିଭାଗର ସଫଳ ସଂରକ୍ଷଣ ଯୋଗୁଁ ସୁରକ୍ଷିତ ଭାବେ ନୀଳ ଜଳରାଶି ମଧ୍ୟକୁ ପ୍ରବେଶ କରିଛନ୍ତି!-->…
୧୦ ଦିନ ଭିତରେ ଚତୁର୍ଥ ଥର ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର
ଭାରତରେ ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ଏକ ବଡ଼ ଧରଣର ବୃଦ୍ଧି ଘଟିଛି। ସୋମବାର (ମେ’ ୨୫) ତୈଳ କମ୍ପାନୀଗୁଡ଼ିକ ଉଭୟ ଇନ୍ଧନ ମୂଲ୍ୟରେ ୨.୫ ଟଙ୍କାରୁ ଅଧିକ ବୃଦ୍ଧି କରିଛନ୍ତି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଦର ବୃଦ୍ଧି ଅଟେ। ସକାଳ ୬ଟାରୁ ନୂଆ ଦର ଲାଗୁ ହେବା ପରେ, ଦିଲ୍ଲୀରେ!-->…
ଆକାଶରୁ ନିଆଁ ବର୍ଷୁଛି । ଉପକୂଳରେ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ
ଆକାଶରୁ ନିଆଁ ବର୍ଷୁଛି । ଜଳୁଛି ପଶ୍ଚିମ ଓଡ଼ିଶା । ଲଗାତାର ୪୫ ଡିଗ୍ରି ଉପରେ ରହୁଛି ତାପମାତ୍ରା ।ରବିବାର ୨୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଉପରେ ଥିଲା । ପଶ୍ଚିମର ୬ଟି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ପାର୍ କରିଥିଲା । ସବୁଠୁ ଉତ୍ତପ୍ତ ଥିଲା ଟିଟିଲାଗଡ଼, ଏଠି!-->…