Browsing Category

ଆଜିର ଖବର

ବ୍ଲକ୍‌ର କିଛି ଘଣ୍ଟା ପରେ ପୁଣି ଫେରିଲା କକରୋଚ ପାର୍ଟି

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କ ବୟାନ ବିରୋଧରେ ଆରମ୍ଭ ହୋଇଥିବା କକ୍ରୋଚ ଜନତା ପାର୍ଟି ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସରକାରଙ୍କ ତରଫରୁ ସିଜେପିର "ଏକ୍ସ' ଆକାଉଣ୍ଟକୁ ଭାରତରେ ବନ୍ଦ କରାଯାଇଛି ।ଗତ କିଛିଦିନ ହେବ ସୋସିଆଲ ମିଡିଆରେ ଏହି ସଂଗଠନକୁ ନେଇ ବେଶ୍ ଚର୍ଚ୍ଚା ହେଉଛି

ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ନିପାତ, ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିରେ ଗଲା ଜୀବନ

ପାକିସ୍ତାନ ମାଟିରେ ପୁଣି ଜଣେ ଭାରତର ଶତ୍ରୁ ନିହତ ହୋଇଛି। ପାକିସ୍ତାନ ଅଧିକୃତ କାଶ୍ମୀର (PoK) ରେ ଆତଙ୍କବାଦୀ ହାମଜା ବୁରହାନକୁ ଗୁଳି କରି ହତ୍ୟା କରିଛନ୍ତି। କିଛି ଅଜ୍ଞାତ ବନ୍ଧୁକଧାରୀ ତାକୁ ଟାର୍ଗେଟ୍ କରି ଏହି ଏନକାଉଣ୍ଟର କରିଛନ୍ତି।ହମଜା ବୁରହାନ ପାକିସ୍ତାନ ସ୍ଥିତ ଏକ ଆତଙ୍କବାଦୀ

ନରୱେ ମହାରାଣୀ ଓ ରାଜାଙ୍କୁ ମୋଦୀଙ୍କ ଉପହାରରେ ଓଡ଼ିଶା କଳାର ଝଲକ

ରାଜ୍ୟ କାହାଣୀ (ଭୁବନେଶ୍ଵର)ନରୱେ ମହାରାଣୀ ଓ ରାଜାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପହାରରେ ଓଡ଼ିଶାର କଳାର ଝଲକ । ବିଶ୍ବ ଦରବାରରେ ଝଲସିଲା ଓଡ଼ିଶା କଳା ଭାସ୍କର୍ଯ୍ୟ ।ପ୍ରଧାନମନ୍ତ୍ରୀ ମୋଦି ନରୱେ ଗସ୍ତରେ ରାଜଧାନୀ ଓସ୍ଲୋରେ ରାଜା ହାରାଲ୍ଡ ଭି ଏବଂ ମହାରାଣୀ ସୋନଜାଙ୍କୁ

ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ସରିଲା ୩ରଥର ୪୨ ଚକ ନିର୍ମାଣ କାର୍ଯ୍ୟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଆଜି ରଥ ନିର୍ମାଣର ୩୦ ତମ ଦିନରେ ରଥ ନିର୍ମାଣକାରୀ ସେବକମାନେ ସବୁଦିନ ପରି ରଥଖଳାଠାରେ ପହଞ୍ଚି ରଥ ମୁଖ୍ୟ ମହାରଣାଙ୍କ ମାର୍ଗଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ । ତିନି

ତାମିଲନାଡ଼ୁରେ କ୍ୟାବିନେଟ୍‌ ସମ୍ପ୍ରସାରଣ: ୨ କଂଗ୍ରେସ ଓ ୨୧ ଟିଭିକେ ବିଧାୟକ ମନ୍ତ୍ରିପଦର ନେଲେ ଶପଥ

ତାମିଲନାଡ଼ୁରେ ମୁଖ୍ୟମନ୍ତ୍ରୀ ସି ଯୋଶେଫ ବିଜୟଙ୍କ ନେତୃତ୍ବାଧୀନ ଟିଭିକେ ସରକାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ୫୯ ବର୍ଷ ପରେ କ୍ୟାବିନେଟକୁ ଫେରିଛି କଂଗ୍ରେସ । ୩୩ ଜଣ ମନ୍ତ୍ରୀଙ୍କୁ ନେଇ ନୂଆ କ୍ୟାବିନେଟ୍ ଗଠନ କରିଛନ୍ତି ତାମିଲନାଡୁ ନୂଆ ମୁଖ୍ୟମନ୍ତ୍ରୀ ଜୋସେଫ୍ ବିଜୟ ।

ଇବୋଲା ଭୟ, ବିଦେଶରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର

ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଦ୍ୱାରା କଙ୍ଗୋ ଗଣତାନ୍ତ୍ରିକ ଗଣରାଜ୍ୟ ଏବଂ ଉଗାଣ୍ଡାରେ ଇବୋଲା ପ୍ରକୋପକୁ ଏମରଜେନ୍ସି ଅଫ ଇଣ୍ଟରନ୍ୟାସନାଲ କନସର୍ନ

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସବୁ ମଦ୍ରାସାରେ ‘ବନ୍ଦେ ମାତରମ୍’ ବାଧ୍ୟତାମୂଳକ !

ପଶ୍ଚିମବଙ୍ଗର ନବନିର୍ବାଚିତ ବିଜେପି ସରକାର ରାଜ୍ୟରେ ଏକ ବଡ଼ ଏବଂ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ସମସ୍ତ ମଦ୍ରାସାରେ ଦୈନିକ ପ୍ରାର୍ଥନା ସଭା ସମୟରେ ଜାତୀୟ ଗୀତ ‘ବନ୍ଦେ ମାତରମ୍’ ଗାନ କରିବାକୁ ବାଧ୍ୟତାମୂଳକ

ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି; ସମସ୍ତ ମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ ଏବଂ ଇଟାଲୀର ସଫଳ କୂଟନୈତିକ ଗସ୍ତ ପରେ ନୂଆଦିଲ୍ଲୀ ଫେରିଛନ୍ତି। ତେବେ ଆଜି ମୋଦିଙ୍କ

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନାବାଳିକାଙ୍କୁ ଟେକି ନେଇ ଦୁଷ୍କର୍ମ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଝାରସୁଗୁଡ଼ା ହସ୍ପିଟାଲରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା, ପ୍ରତିକ୍ରିୟା ଦେଲେ CWC ଅଧ୍ୟକ୍ଷା । କହିଲେ, ନାବାଳିକାଙ୍କ ଡାକ୍ତରୀ ମାଇନା କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ଜଣେ ଯୁବତୀ ଏବଂ ଜଣେ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା CWC

ଭଡ଼ା ଘରେ ଚାଲିଥିଲା ସେକ୍ସ ର‌୍ୟାକେଟ, ପୁଲିସର ରେଡ୍ ବେଳେ ୫ ଦେହଜୀବୀ ଉଦ୍ଧାର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଜଟଣୀ ରାମଚନ୍ଦ୍ରପୁର ବଜାର ଅଞ୍ଚଳରେ ଏକ ଭଡ଼ା ଘରୁ ସେକ୍ସ ରାକେଟ୍ ଠାବ ହୋଇଛି । ଜଟଣୀ ଥାନା ପୁଲିସ ସେଠାରୁ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି। ରାକେଟ୍‌ର କିଙ୍ଗପିନ୍ ସାଜିଥିବା ଜଣେ ବୃଦ୍ଧାଙ୍କ ସମେତ ୪ ଗ୍ରାହକଙ୍କୁ ପୁଲିସ ଗିରଫ କରିଛି ।ସୂଚନା ମୁତାବକ,