Browsing Category

ଆଜିର ଖବର

କୃଷି ଅଧିକାରୀଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ କଡ଼ା ତାଗିଦ୍‌, ଯିଏ କାମରେ ଅବହେଳା କରିବେ ସେ ଘରକୁ ଯିବେ

ଭୁବନେଶ୍ୱର (ରାଜ୍ୟ କାହାଣୀ )କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

ସଂସଦ ମୌସୁମୀ ଅଧିବେଶନ; ଲୋକସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ଗୁରୁବାର ଦିନ ସଂସଦର ମୌସୁମୀ ଅଧିବେଶନର ଶେଷ ଦିନ ଥିଲା । ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ଶେଷ ହୋଇଛି ଲୋକସଭାର ସୌସୁମୀ ଅଧିବେଶନ। ଅଧିବେଶନର ଅନ୍ତିମ ଦିନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ସାଂସଦଙ୍କ ପ୍ରତିବାଦ ଯୋଗୁଁ ଗୃହର କାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିପାରିନଥିଲା।…

ଏବେ ଭୁବନେଶ୍ୱରରେ ଆୟୁର୍ବେଦର ଚିକିତ୍ସା ସରକାରୀ ଭାବେ ମିଳିବ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଏବେ ଭୁବନେଶ୍ୱରରେ ଆଧୁନିକ ଚିକିତ୍ସା ସହ ଆୟୁର୍ବେଦର ଚିକିତ୍ସା ମଧ୍ୟ ସରକାରୀ ଭାବେ ମିଳିବ। ଆଜି ଭୁବନେଶ୍ୱର ନାଗେଶ୍ୱରଟାଙ୍ଗିରେ ଭୁବନେଶ୍ୱର କୋର୍ଟ ନିକଟରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟର ନବକଳେବର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି…

ପଞ୍ଜୁରୀ ଭିତରେ ନାଗ । ପକ୍ଷୀ ଖାଇବାକୁ ଆସି ଫସିଲା ନାଗ ସାପ

କଟକ ବାଙ୍କୀର ଇଲେଟ୍ରିକ୍ ଅଫିସ ପାଖରେ ଥିବା ଜଣେ ବ୍ୟକ୍ତିଙ୍କ ଚଢ଼େଇ ପଞ୍ଜୁରୀ ଭିତରେ ନାଗ ସାପ ପଶିଯାଇଛି। ଦୁଇଟି ଚଢ଼େଇକୁ ଶିକାର କରିବା ସହ ପଞ୍ଜୁରୀ ଭିତରେ ପଶି ଫଁ ଫଁ କରି ରୌଦ୍ର ରୂପ ଦେଖାଇଛି। ସୂଚନା ଅନୁଯାୟୀ, ବାଙ୍କୀ ବଜାର ନିକଟସ୍ଥ ପ୍ରଶାନ୍ତ ମିଶ୍ରଙ୍କ ଘରେ ଗତକାଲି ଅପରାହ୍ନ…

ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ! ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ

ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ଆରମ୍ଭ | ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କରେ ବୈଠକ ଆରମ୍ଭ କରିବା ମାତ୍ରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଏହାକୁ ବିରୋଧ କରିଥିଲେ। ଲୋକେ ସ୍ପଷ୍ଟ ଭାବେ କହିଥିଲେ ଯେ,…

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି । ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ପ୍ରସ୍ତୁତି ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ…

କଟକରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ମାମଲାରେ ୨ ନାବାଳକ ଗିରଫ ହୋଇଥିବା ଜଣାପଡିଛି। ଉଭୟ ଅଭିଯୁକ୍ତ ନାବାଳିକାର ସହପାଠୀ ହୋଇଥିବା ସୂଚନା ମିଳିଛି।କଟକରେ ଏକ କଲେଜ୍‌ରେ ଜଣେ ୧୬ ବର୍ଷୀୟା…

ଓଡ଼ିଶା DGP ଚୟନ ବିବାଦ, ଆଜି ସୁପ୍ରିମକୋର୍ଟରେ ଉଠିପାରେ ପ୍ରସଙ୍ଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାରେ ପୋଲିସ ଡିଜି ନିଯୁକ୍ତି ନେଇ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି। ଉଚ୍ଚତମ ନ୍ୟାୟାଳୟରେ ଦାୟର ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ହେବ। ଆଜି ପିଟିସନରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି। ପୋଲିସ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ସମୟରେ ଅବପାତର ରୂପ ନେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ…

ନନ୍ଦନକାନନରେ ବାଘର ଲାଇଭ୍ ହରିଣ ଶିକାର ! ଜୀଅନ୍ତା ହରିଣକୁ ଖାଇଲା ବାଘ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ ଫଟୋ ଯାହାର ପ୍ରମାଣ ଦେଉଛି। ଯେଉଁଠି ଏକ ବାଘ ନିରୀହ ହରିଣକୁ ଖିନ୍‌ଭିନ୍‌ କରି ଖାଉଛି। ଏହି ଭିଡିଓ ଗତ କିଛି…