Browsing Category
ଆଜିର ଖବର
ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି : ପବ୍ଲିକ୍ ପ୍ଲେସରେ ରହିବେନି ବୁଲା କୁକୁର
ବୁଲା କୁକୁର ସମସ୍ୟାକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । ସାର୍ବଜନିନ ସ୍ଥାନରୁ ହଟିବେ ବୁଲା କୁକୁର ।ସୁପ୍ରିମକୋର୍ଟ କୁକୁର ପ୍ରେମୀଙ୍କ ଆବେଦନକୁ ଖାରଜ କରି ହସ୍ପିଟାଲ, ସ୍କୁଲ ଏବଂ ବସ୍ ଷ୍ଟେସନ ଭଳି ସାର୍ବଜନୀନ ସ୍ଥାନରୁ ବୁଲା କୁକୁରମାନଙ୍କୁ ହଟାଇବା ପାଇଁ ନଭେମ୍ବର ୨୦୨୫ରେ!-->…
ଆଜି ଓଡ଼ିଶାରେ ୫ଟି ରାଜ୍ୟର ଆଞ୍ଚଳିକ କୃଷି ସମ୍ମିଳନୀ ! ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର କୃଷି ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ସକାଳୁ ସକାଳୁ ଶ୍ରୀମନ୍ଦିରରେ ପହଞ୍ଚିଲେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ । କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ!-->…
ବ୍ରହ୍ମପୁର ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ
ଭୁବନେଶ୍ୱର (ରାଜ୍ୟକାହାଣୀ )ବ୍ରହ୍ମପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କହିଛନ୍ତି,ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି । ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି । ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ!-->…
ପାରିବାରିକ କଳହରୁ ଭୟଙ୍କର କାଣ୍ଡ, ଶ୍ୱଶୁର ଉପରେ ଗରମ ତେଲ ଢାଳିଦେଲା ବୋହୂ
ପାରିବାରିକ କଳହର ଉଗ୍ର ରୂପ। ୮୦ ବର୍ଷୀୟ ଶ୍ଵଶୁରଙ୍କ ଉପରକୁ ଗରମ ପାଣି ଓ ତେଲ ଛାଟିଦେଲା ବୋହୂ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ନାଉପାଳ କାଟେଣୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସୂଚନା ମୁତାବକ କୌଣସି ଏକ କଥାକୁ ନେଇ ଘରେ ଥିବା ବିଧବା ବହୁ କୁସ୍ମିତା ଭୂତିଆ ଗରମ ପାଣି ସହ ରିଫାଇନ!-->…
ପୁଣି ଖୋଲିବ ରତ୍ନଭଣ୍ଡାର । ଆଜି ମଧ୍ୟାହ୍ନ ଧୂପ ପରେ ଭିତର ଭଣ୍ଡାରକୁ ଯିବ ଟିମ୍
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର। ଆଜି ମଧ୍ୟାହ୍ନ ଧୂପ ପରେ ଭିତର ଭଣ୍ଡାରକୁ ଯିବ ଟିମ୍ । ମୋଟ ଉପରେ ଏକାଦଶ ଦିନରେ ଓ ଭିତର ଭଣ୍ଡାରରେ ଷଷ୍ଠ ଦିନରେ ହେବ ରତ୍ନ ଗଣତି । ଚଳିତ ମାସରେ ୧୯, ୨୧, ୨୩, ୨୬, ୨୮, ୨୯ ଓ ୩୦ ତାରିଖରେ ହେବ ଭିତର ଭଣ୍ଡାରର ରତ୍ନ ଅଳଙ୍କାର ଗଣତିମଣତି କାର୍ଯ୍ୟ ।ପୂର୍ବରୁ!-->…
ପେଟ୍ରୋଲ-ଡିଜେଲ ଦର ପୁଣି ବୃଦ୍ଧି
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି ପାଇଛି । ପେଟ୍ରୋଲର ମୂଲ୍ୟ ଲିଟର ପିଛା ୮୬ ପଇସା ବୃଦ୍ଧି ପାଇଛି, ଯେତେବେଳେ ଡିଜେଲର ମୂଲ୍ୟ ଲିଟର ପିଛା ୮୩ ପଇସା ବୃଦ୍ଧି ପାଇଛି।ଗତ ଫେବ୍ରୁଆରି ୨୮ ତାରିଖ ଠାରୁ!-->…
ଆହୁରି ୧୫ ଦିନ ପର୍ଯ୍ୟନ୍ତ ଦିନରେ ଖରା, ରାତିରେ ଗୁଳୁଗୁଳି
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରବଳ ଗ୍ରୀଷ୍ମ ତାପରେ ଜଳୁଛି ସାରା ଓଡ଼ିଶା। ପଶ୍ଚିମରୁ ଉପକୂଳ ସବୁଠି ଅସହ୍ୟ ତାତି ସହ କଲବଲ କରୁଛି ଗୁଳୁଗୁଳି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ ଆସନ୍ତା ୧୫ ଦିନ ଛଟପଟ କରିବ ସାରା ଓଡ଼ିଶାକୁ । ପଶ୍ଚିମରୁ ଉପକୂଳ, ଆଭ୍ୟନ୍ତରୀଣ ସବୁ ଅଞ୍ଚଳ ଧୁ ଧୁ ଖରା, ଝାଞ୍ଜି!-->…
ପୂର୍ତ୍ତ ବିଭାଗ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭୁବନେଶ୍ବର ଶବରଙ୍କ ଘରେ ଚଢାଉ। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସ୍ଥିତ ପୂର୍ତ୍ତ ବିଭାଗର ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ଶବରଙ୍କ!-->…
ଉମା ହେଲେ ପ୍ରଥମ ଓଡ଼ିଆ ମହିଳା ‘ଆଇରନ୍ମ୍ୟାନ’
ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଖ୍ୟାତି ବଢ଼ାଇଲେ ଜଣେ ଓଡ଼ିଆ ମହିଳା । ଆମେରିକା ଫ୍ଲୋରିଡାର ଜ୍ୟାକସନଭିଲା ଠାରେ ଅନୁଷ୍ଠିତ ପ୍ରତିଯୋଗିତରେ ନିଜ ପାରଦର୍ଶିତା ଦେଖାଇ ଉମା ‘ଆଇରନ୍ ଓମ୍ୟାନ୍’ ଟାଇଟଲ୍ ହାସଲ କରିଛନ୍ତି ।ଆମେରିକାର ଜାକସନଭିଲରେ ଆୟୋଜିତ ‘ଆଇରନ୍ମ୍ୟାନ୍ ’ ପ୍ରତିଯୋଗିତାରେ ୩.୮!-->…
ଦେଶରେ ପେଟ୍ରୋଲ, ଡିଜେଲ୍ ଓ ସିଏନ୍ଜି ପରେ ଖୁବ୍ଶୀଘ୍ର ବିଜୁଳି ଦର ବଢ଼ିବା ଆଶଙ୍କା
ଦେଶରେ ପେଟ୍ରୋଲ, ଡିଜେଲ୍ ଓ ସିଏନ୍ଜି ପରେ କେନ୍ଦ୍ରୀୟ ବିଦ୍ୟୁତ୍ କର୍ତ୍ତୃପକ୍ଷ ବା ସିଇଏ ପକ୍ଷରୁ ଧାର୍ଯ୍ୟ ଥିବା ମାସିକ ବିଦ୍ୟୁତ୍ ଶୁଳ୍କ ବଢ଼ାଇବାକୁ ପ୍ରସ୍ତାବ ଦିଆଯାଇଛି । ଏହା କାର୍ଯ୍ୟକାରୀ ହେଲେ ଅଳ୍ପ ବିଜୁଳି ବ୍ୟବହାର କରୁଥିବା ପରିବାରଗୁଡ଼ିକର ମଧ୍ୟ ବିଦ୍ୟୁତ୍ ବିଲ୍ ବଢ଼ିଯିବ!-->…