Browsing Category
ଆଜିର ଖବର
କଟକ ବଡମ୍ବାରେ ବୀଭତ୍ସ ହତ୍ୟାକାଣ୍ଡ । ସ୍ୱାମୀର ଯୌନାଙ୍ଗ କାଟି ହତ୍ୟା କଲା ସ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )କଟକ ବଡମ୍ବାରେ ବୀଭତ୍ସ ହତ୍ୟାକାଣ୍ଡ । ସ୍ୱାମୀର ଯୌନାଙ୍ଗ କାଟି ହତ୍ୟା କଲା ସ୍ତ୍ରୀ। ବଡମ୍ବା ଥାନାରେ ମାମଲା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ।ପାରିବାରିକ କଳହକୁ କେନ୍ଦ୍ର କରି ଅଲରା ଗାଁର ଯୁବକ ମନୋଜ ମଲ୍ଲିକଙ୍କୁ ଶଶୁର ଘର ବଡମ୍ବା କରଡିବନ୍ଧ ଗାଁକୁ ଡାକି!-->…
ମୃତ୍ୟୁ ପୂର୍ବରୁ ମିସ୍ ପୁନେ ଟ୍ୱିଶା ଶର୍ମାଙ୍କ ଚାଟ୍ ଲିକ୍,ସନ୍ଦେହରେ ସ୍ୱାମୀ
ଡେଟିଂ ଆପ୍ ଜରିଆରେ ହୋଇଥିବା ବିବାହ। ମାତ୍ର ୬ ମାସରେ ହେଲା ଦୁଃଖଦ ଅନ୍ତ। ମୃତ୍ୟୁର ଫାଶରେ ଝୁଲିବା ଆଗରୁ ଜଣେ ବନ୍ଧୁଙ୍କୁ ମେସେଜ୍ ଦେଇଥିଲେ ନବବିବାହିତା ଯୁବତୀ । ଲେଖିଥିଲେ ‘ଆଇ ଆମ୍ ଟ୍ରାପଡ’ ବା ମୁଁ ଫସିଗଲି, ବାସ୍ ତୁ ଫସିବୁନି। ଅଧିକ କଥା ବି ହୋଇପାରିବିନି। ଯେତେବେଳେ ଠିକ୍ ସମୟ!-->…
ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ
ଭୁବନେଶ୍ୱର (ରାଜ୍ୟକାହାଣୀ )SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ ପ୍ରକାଶ କରିଛନ୍ତି।ଓଡ଼ିଶାରେ ଏସଆଇପିର ଚାହିଦା ବଢ଼ିଛି। ୧୦ ବର୍ଷରେ ୧୦ ଗୁଣା ଅଧିକ SIP ଇନଭେଷ୍ଟମେଣ୍ଟ!-->…
ସୌମ୍ୟରଂଜନ ହତ୍ୟା ମାମଲା: ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ ପ୍ରକ୍ରିୟା ଶେଷ
ଭୁବନେଶ୍ୱର (ରାଜ୍ୟକାହାଣୀ )ବାଲିଅନ୍ତାରେ GRP କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ। ଏନେଇ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ସିସିଟିଭି ଓ ଭିଡିଓ ଫୁଟେଜରୁ ମିଳିଛି ପ୍ରମାଣ। ଏବେ କ୍ରାଇମବ୍ରାଞ୍ଚ ଫୋକସରେ!-->…
ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ ଜଣେ ରୋଗୀଙ୍କ ଜୀବନ। ସୁଚନା ମୁତାବକ ମାଲକାନଗିରି ଜିଲ୍ଲା କୁସୁମପୁଟ ଗାଁର ବସନ୍ତ ଖିଲଙ୍କର ମୃତ୍ୟୁ!-->…
ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ ।୫ ହଜାର ଦିଅ ବକେୟା ଦରମା କରାଇଦେବି
ରାଜ୍ୟ କାହାଣୀ (ଭୁବନେଶ୍ଵର)ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ।ସ୍କୁଲର ନାଇଟ ୱାଚ ମ୍ୟାନକୁ ମଧ୍ୟ ଛାଡିଲେନି । କହିଲେ ୫ ହଜାର ଦିଅ ବକେୟା ଦରମା କରାଇଦେବି । ଆଉ ତାପରେ!-->…
ହାଇକୋର୍ଟକୁ ସାଇକେଲରେ ଆସିଲେ ୩ ବିଚାରପତି
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇନ୍ଧନ ସଞ୍ଚୟ କରିବା ଅପିଲ୍ର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି । ଓଡ଼ିଶା ହାଇକୋର୍ଟର ୩ ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ!-->…
ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ +୨ ପରୀକ୍ଷା ଫଳାଫଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ +୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ଫଳାଫଳ ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ । ଫଳାଫଳ ଘୋଷଣା ହେବା ପରେ, ଛାତ୍ରଛାତ୍ରୀମାନେ ନିଜର ମାର୍କସିଟ୍ ଅନ୍ଲାଇନରେ!-->…
ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ
ରାଜସ୍ଥାନର ଯୋଧପୁର ସହରରେ ଏକ ଯୌନ କେଳେଙ୍କାରୀ ଘଟଣା ସାମନାକୁ ଆସିବା ପରେ ସ୍ଥାନୀୟ ପୁଲିସ ତତ୍ପରତା ପ୍ରକାଶ କରିଛି। ଦୁଇ ଭଉଣୀଙ୍କୁ ଗଣ ବଳାତ୍କାର ଓ ବ୍ଲାକ୍ମେଲ କରାଯାଇଥିବାବେଳେ ସେମାନେ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୁଲିସ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଏହି!-->…
ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍, ଜୀବନ ବିକଳରେ ଟ୍ରେନ୍ରୁ ଡେଇଁଲେ ଯାତ୍ରୀ
ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍ । ସକାଳୁ ସକାଳୁ ବଡ଼ ଅଘଟଣ ଘଟିଛି । ବିହାରର ରୋହତାସ ଜିଲ୍ଲା ସାସାରାମ ରେଳ ଷ୍ଟେସନରେ ଆତଙ୍କ ଖେଳିଯାଇଛି । ଭାବୁଆ-ସାସାରାମ ଇଣ୍ଟରସିଟି ଏକ୍ସପ୍ରେସରେ ହଠାତ୍ ନିଆଁ ଲାଗିଛି । ଫଳରେ ଷ୍ଟେସନ୍ ପରିସରରେ ଆତଙ୍କ ଖେଳିଯାଇଛି । ଜୀବନ!-->…