Browsing Category

ଆଜିର ଖବର

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଆଜି ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ ରାଜ୍ୟର ୟୁଡିଏଫ ସରକାରଙ୍କ ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ

ପୁନଃ ମୂଲ୍ୟାୟନ ଫି କମାଇଲା ସିବିଏସଇ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷା ଫଳର ପୁନଃ ମୂଲ୍ୟାୟନ ସହ ପରୀକ୍ଷା ଖାତା ନକଲ ଓ ମାର୍କ ଯାଞ୍ଚ ପାଇଁ ଫି ହ୍ରାସ କରିଛି ସିବିଏସ୍ଇ । ରବିବାର ଶିକ୍ଷା ମନ୍ତ୍ରଣାଳୟ ସଚିବ ସଞ୍ଜୟ କୁମାର ଏକ ସାମ୍ବାଦିକ

ଏୟାର ସୋ’ ସମୟରେ ଦୁଇଟି ଆମେରିକୀୟ ଲଢ଼ୁଆ ବିମାନ ମଝି ଆକାଶରେ ଧକ୍କା

ଆମେରିକାରେ ଏକ ଏୟାର ସୋ’ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଦୁଇଟି ଆମେରିକୀୟ ଲଢ଼ୁଆ ବିମାନ ମଝି ଆକାଶରେ ଧକ୍କା ଖାଇ ନିଆଁରେ ଜଳିଛି ।ପାରାଚୁଟ୍ ସାହାଯ୍ୟରେ ବିମାନରୁ ବାହାରକୁ ବାହାରି ଆସିଛନ୍ତି ୪ କ୍ରିଉ ମେମ୍ବର। କ୍ରିଉ ମେମ୍ବର ସୁରକ୍ଷିତ ଅଛନ୍ତି । ନୌସେନା ପକ୍ଷରୁ ତଦନ୍ତ ଜାରି

ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟ କାହାଣୀ (ଭୁବନେଶ୍ଵର)ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି  । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି ।  ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦

ସିବିଏସଇର ବଡ଼ ନିଷ୍ପତ୍ତି, ୯ମ ଏବଂ ୧୦ମରେ ୩ଟି ଭାଷା ବାଧ୍ୟତାମୂଳକ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଜୁଲାଇ ୧ରୁ ୯ମ ଏବଂ ୧୦ମ ଶ୍ରେଣୀ ଛାତ୍ରଙ୍କ ପାଇଁ ୩ଟି ଭାଷା ଜାଣିଥିବା ବାଧ୍ୟତାମୂଳକ କରାଯାଇଛି । ଏହି ନୂଆ ନିୟମ ଜୁଲାଇ ୧, ୨୦୨୬ ଶିକ୍ଷାବର୍ଷ ୨୦୨୬-୨୭ରୁ ଆରମ୍ଭ ହେବ । ବୋର୍ଡ ଦ୍ବାରା ଜାରି ହୋଇଥିବା ସର୍କୁଲାର ଅନୁସାରେ, ରାଷ୍ଟ୍ରୀୟ

ଆସନ୍ତାକାଲି ଓଡିଶା ଆସିବେ ନିତିନ ନବୀନ

ଭୁବନେଶ୍ୱର (ରାଜ୍ୟକାହାଣୀ )କାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ । କାଲି ରାତି ୧୦ଟା ୩୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଦଳର ସର୍ବୋଚ୍ଚ ପଦବୀ ଗ୍ରହଣ କରିବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ଗସ୍ତକୁ ନେଇ ରାଜ୍ୟ ବିଜେପି ଶିବିରରେ

ପାକିସ୍ତାନର ଇତିହାସ ଆଉ ଭୂଗୋଳ ବଦଳିଯିବ: ଭାରତୀୟ ସ୍ଥଳସେନା ମୁଖ୍ୟ

ପାକିସ୍ତାନକୁ ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ କଡ଼ା ଚେତାବନୀ । ପାକିସ୍ତାନ ଆତଙ୍କବାଦୀ କାର୍ଯ୍ୟକଳାପ ବନ୍ଦ ନକଲେ ଦେଶର ଇତିହାସ ଆଉ ଭୂଗୋଳ ବଦଳିଯିବାର ଆଶଙ୍କା ରହିଛି । ଏକ କାର୍ଯ୍ୟକ୍ରମରେ ସେନା ମୁଖ୍ୟଙ୍କୁ ପାକିସ୍ତାନର କାର୍ଯ୍ୟକଳାପ‌ ନେଇ ପ୍ରଶ୍ନ କରାଯିବାରୁ ସେ

କିନ୍ନରଙ୍କ ନିଆରା ସାବିତ୍ରୀ; ଗୁରୁଙ୍କ ଶୁଭ ମନାସିଲେ

ରାଜଧାନୀରେ ନିଆରା ଢଙ୍ଗରେ ପାଳିତ ହୋଇଛି ପବିତ୍ର ସାବିତ୍ରୀ ବ୍ରତ । ସଧବା ମହିଳାଙ୍କ ଭଳି କିନ୍ନରମାନେ ମଧ୍ୟ ଗୁରୁଙ୍କ ମଙ୍ଗଳ ମନାସି ଏହି ବ୍ରତ ପାଳନ କରିଛନ୍ତି ।। କିନ୍ତୁ କିନ୍ନରମାନଙ୍କର ଏହି ବ୍ରତ ପାଳନ କରିବାର ଶୈଳୀ ସମ୍ପୂର୍ଣ୍ଣ ନିଆରା। ସେମାନେ ନିଜର କୌଣସି ସ୍ୱାମୀ ନ ଥାଇ ମଧ୍ୟ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଖର୍ଚ୍ଚକାଟ ପରାମର୍ଶବଳୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ବର୍ତ୍ତମାନର ବିଶ୍ୱ ଆର୍ଥିକ ଅନିଶ୍ଚିତତା ଏବଂ ପ୍ରଚଳିତ ଆନ୍ତର୍ଜାତୀୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଯାନବାହାନର ସଚେତନ ଏବଂ ସଂଯମୀ ବ୍ୟବହାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ

ଭାରତରେ ପ୍ରଥମ ଥର ଜବତ ହେଲା ‘ଜିହାଦୀ ଡ୍ରଗ୍‌’ କେପ୍ଟାଗନ

ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଭାରତରେ ପ୍ରଥମ ଥର କ୍ୟାପଟାଗନ ଟାବଲେଟ୍ ଜବତ କରିଛି। ଏହାକୁ ‘ଜିହାଦୀ ଡ୍ରଗସ୍’ ନାମରେ ମଧ୍ୟ ଜଣାଯାଏ।ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି ଯେ,ଏନ୍‌ସିବି ‘ଅପରେସନ୍‌ ରେଜପିଲ୍‌’ ଅନ୍ତର୍ଗତ ୧୮୨ କୋଟି ଟଙ୍କାର ବିପୁଳ