Browsing Category

ଆଜିର ଖବର

ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର- ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର। ପ୍ରାୟ ଆସନ୍ତା ଅକ୍ଟୋବର ମାସରୁ ଭକ୍ତଙ୍କ ପାଇଁ ଖୋଲାଯିବ ଶ୍ରୀଗୁଣ୍ଡିଚା ମନ୍ଦିର। ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଶେଷ କରାଯିବ। ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ କରିବା ପରେ ଏହି…

ନବନିର୍ମାଣ ଯୁବଛାତ୍ର ସଂଗଠନର ସତ୍ୟାଗ୍ରହ ଓ ଅନଶନକୁ ଦିଲ୍ଲୀରୁ କକ୍ରୋଚ ଜନତା ପାର୍ଟିର ସମର୍ଥନ

ଭୁବନେଶ୍ବର, ରାଜ୍ୟ କାହାଣୀ: ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ସମେତ ୬ ଦଫା ଦାବୀରେ ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଜାରିରହିଥିବା ଅନୁର୍ଦ୍ଦିଷ୍ଟକାଳୀନ ଅନଶନ ଓ ସତ୍ୟାଗ୍ରହକୁ ସମର୍ଥନ କରି ସଂଗଠନ ପକ୍ଷରୁ ଆଗାମୀ ସେପ୍ଟେମ୍ବର ୨୧ ତାରିଖରେ କକ୍ରୋଚ ଜନତା…

୯୦ ହଜାର ଟଙ୍କାରେ ନିଲାମ ହେଲା ଗଣେଶଙ୍କ ଲଡୁ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଅନୁଗୁଳ ସହରର ପି.ଏମ୍. କମ୍ପ୍ଲେକ୍ସ ପୂଜା ମଣ୍ଡପରେ ପ୍ରଭୁ ଗଣେଶଙ୍କ ଭସାଣି ଉତ୍ସବର ମୁଖ୍ୟ ଆକର୍ଷଣ ଥିଲା ‘ଆଜ୍ଞା ଲଡ଼ୁ’ ନିଲାମ । ଗଣେଶଙ୍କ ‘ଆଜ୍ଞା ଲଡ଼ୁ’ ନିଲାମ ପାଇଁ ଭକ୍ତମାନଙ୍କ ମଧ୍ୟରେ ଲାଗିଥିଲା ପ୍ରତିଯୋଗିତା । ଶେଷରେ ଆଜ୍ଞା ଲଡ଼ୁଟି ୯୦ ହଜାର…

ଓଡ଼ିଶା ପେଟ୍ରୋଲିୟମ ଡିଲର ସଂଘର ବଡ଼ ନିଷ୍ପତ୍ତି !ଗ୍ରାହକଙ୍କୁ ଦେବାକୁ ପଡ଼ିବନି କୌଣସି ଅତିରିକ୍ତ ଚାର୍ଜ

ରାଜ୍ୟର ପେଟ୍ରୋଲ ଓ ଡିଜେଲ ଗ୍ରାହକଙ୍କ ପାଇଁ ବଡ଼ ଖବର। UPI ମାଧ୍ୟମରେ ଇନ୍ଧନ କିଣିବା ସମୟରେ ୨ ହଜାର ଟଙ୍କାରୁ ଅଧିକ ଅର୍ଥ ପେମେଣ୍ଟ କଲେ ଗ୍ରାହକଙ୍କଠାରୁ ଆଉ ଅତିରିକ୍ତ ୫ ଟଙ୍କା ଆଦାୟ କରାଯିବ ନାହିଁ। ଏଭଳି ନିଷ୍ପତ୍ତି ନେଇଛି ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ।ପେଟ୍ରୋଲ ପମ୍ପରେ UPI…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କଲେ ନବୀନ ଓ ମୋହନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ମଧ୍ୟପ୍ରଦେଶର ଆଗର ମାଲୱା ଜିଲ୍ଲାର ନାଲଖେଡାରେ ଥିବା ମା ବଗଳାମୁଖୀ ମନ୍ଦିର ନିକଟରେ ପ୍ରବଳ ବର୍ଷା ଜଳ ସ୍ରୋତରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଇଥିବା ଏକ କାର୍ ଭାସି ଯାଇଛି । ୭ ଓଡ଼ିଆ ଭୁବନେଶ୍ବର ଜୟଦେବବିହାର ଅଞ୍ଚଳର । ଏମାନେ ଏହି ଅଞ୍ଚଳରେ ଥିବା ବନା ଢ଼ାବା…

ସୋଆର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନସେସ୍ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ…

ଭୁବନେଶ୍ୱର, ରାଜ୍ୟ କାହାଣୀ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)ର ଛାତ୍ରଛାତ୍ରୀଙ୍କ ନିମନ୍ତେ ଶନିବାର ଏକ ସ୍ୱତନ୍ତ୍ର…

ବର୍ଷକ ପାଇଁ H-1B ଭିସା ଫି’ ଉପରେ ଭାରି ପରିମାଣର ବୃଦ୍ଧି

ଆମେରିକାରେ ଚାକିରି କରିବାକୁ ଆଶା ରଖିଥିବା ଭାରତୀୟ ପେସାଦାରଙ୍କ ପାଇଁ H-1B ଭିସାକୁ ନେଇ ଆଉ ଏକ ବଡ଼ ପରିବର୍ତ୍ତନ ଆସିଛି ।ଟ୍ରମ୍ପ ପ୍ରଶାସନ ଏଚ-୧ବି ଭିସା ପାଇଁ ୧ ଲକ୍ଷ ଆମେରିକୀୟ ଡଲାର ଫି ଲାଗୁ କରିଛି। ଆଉ ଏହା ୧୨ ମାସ ପାଇଁ ବଢ଼ାଯାଇଛି । ନୂଆ ଘୋଷଣା ଅନୁସାରେ ଏହି କଟକଣା ୨୦୨୭…

ମଧ୍ୟପ୍ରଦେଶରେ ଭାସିଗଲେ ୭ ଓଡ଼ିଆ ଶ୍ରଦ୍ଧାଳୁ

ମଧ୍ୟପ୍ରଦେଶର ଅଗର ମାଲୱା ଜିଲ୍ଲା ନଲଖେଡ଼ାରୁ ଆସିଛି ଦୁଃଖ ଖବର । କାର୍‌ ଭାସିଯିବା କାରଣରୁ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି । ବର୍ଷା ଯୋଗୁଁ ଫୁଲିଥିବା ଏକ ନାଳ ପାର ହେଉଥିବା ବେଳେ ଭକ୍ତଙ୍କୁ ନେଇ ଯାଉଥିବା ଏକ କାର୍‌ ପ୍ରଖର ସ୍ରୋତରେ ଭାସିଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଛି । ୭…

ଜଳବାୟୁ ସମ୍ମିଳନୀରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ କହିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ ଏକ ଆନ୍ତର୍ଜାତୀୟ ସମ୍ମିଳନୀର ଉଦଘାଟନ କରିଛନ୍ତି। । ଜାତୀୟ ସବୁଜ ଟ୍ରିବ୍ୟୁନାଲ (NGT) ଦ୍ୱାରା ଆୟୋଜିତ ଏହି ଦୁଇ…

୨୨ରୁ ମୌସୁମୀ ଅଧିବେଶନ, ବିରୋଧୀଙ୍କ ପ୍ରସଙ୍ଗକୁ ସାମ୍ନା କରିବାକୁ ସରକାର ପ୍ରସ୍ତୁତ

ଭୁବନେଶ୍ୱର (ରାଜ୍ୟ କାହାଣୀ )୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ୨୧ ତାରିଖ ଦିନ ସାଢ଼େ ୧୧ଟାରେ ବସିବ ସର୍ବଦଳୀୟ ବୈଠକ । ଗୃହ କେମିତି ସୁରୁଖୁରୁରେ ଚାଲିବ ସେନେଇ ସବୁ ଦଳ ନିଜ ନିଜ ଆଭିମୁଖ୍ୟ ରଖିବେ । ଅପରାହ୍ଣରେ ବସିବ ବିଜେପି ବିଧାୟକ ଦଳ ବୈଠକ । ଏନେଇ…