Browsing Category

ଆଜିର ଖବର

ଆସ୍ଥା ଭୋଟରେ ଜିତିଲେ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡ଼ୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ବାଧୀନ ଟିଭିକେ ବୁଧବାର ବିଧାନସଭାରେ ବହୁମତ ପ୍ରମାଣିତ କରିଛି। ଗୃହରେ ଡିଏମ୍‌କେ ସପକ୍ଷରେ ୧୪୪ ଭୋଟ ପଡ଼ିଥିବାବେଳେ, ୨୨ଟି ଭୋଟ ବିରୋଧରେ ପଡ଼ିଥିଲା। କଂଗ୍ରେସ, ସିପିଆଇ(ଏମ୍), ଭିସିକେ ଏବଂ ଇଣ୍ଡିଆନ୍ ୟୁନିଅନ୍ ମୁସଲିମ୍ ଲିଗ୍ (ଆଇୟୁଏମଏଲ)

ଇନ୍ଧନ ସଙ୍କଟର ମୁକାବିଲା ନିଜଠାରୁ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ: କନ୍‌ଭୟକୁ ଅଧାକୁ ହ୍ରାସ କଲେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଦେଶର ନାଗରିକଙ୍କୁ ନିବେଦନ କରିଥିଲେ। ନିଜେ ନେତୃତ୍ୱ ନେଇ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବରେ ଏହି

କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ। ଦୁଃଖ ପ୍ରକାଶ କଲେ ନବିନ 

ରାଜ୍ୟ କାହାଣୀ ( ଭୁବନେଶ୍ଵର)କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ଵିୟୋଗ । କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା । ଅନେକ ଦିନ ହେଲା ସେ ଅସୁସ୍ଥ ରହିଥିଲେ । ଗତ ବିଜେଡି ସରକାର ସମୟରେ ସେ ଦୁଇ ଥର ବିଧାୟକ

ଟଳିଲା ବଡ ଅଘଟଣ: ବାରାମତୀରେ ବିମାନ କ୍ରାସ୍, ପାଇଲଟ୍ ସୁରକ୍ଷିତ

ମହାରାଷ୍ଟ୍ରର ବାରାମତୀରେ ଏକ ବଡ଼ ବିମାନ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ ତାଲିମ ପାଇଁ ବ୍ୟବହୃତ ବିମାନଟି ବାରାମତୀର ଗୋଜୁବାବି ଗାଁରେ ଦୁର୍ଘଟଣାଗ୍ରସ୍ତ ହୋଇଛି।୨ ସିଟ୍ ବିଶିଷ୍ଟ ଟ୍ରେନିଂ ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ରେଡ୍ ବୋର୍ଡ

ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ୬% ରୁ ୧୫% ବୃଦ୍ଧି ପରେ ବଢିଲା ଦାମ୍ 

ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାଦର ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧୨,୭୫୦ ଟଙ୍କା ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ହେଲା

ସୌମ୍ୟରଞ୍ଜନ ହତ୍ୟାର ନୂଆ ଭିଡିଓ ପ୍ରମାଣ,୩ ଦିନରେ ପୋଲିସର ଭୁଲ୍ ଦେଖି କ୍ରାଇମ୍‌ବ୍ରାଞ୍ଚ ଜଳକା

ରାଜ୍ୟ କାହାଣୀ (ଭୁବନେଶ୍ଵର)GRP କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ୩ ଦିନ ତଦନ୍ତରେ କ୍ରାଇମବ୍ରାଞ୍ଚ କମିଶନରେଟ୍ ପୁଲିସ୍ ଭୁବନେଶ୍ୱର ୟୁପିଡିର ମାଳ ମାଳ ତ୍ରୁଟି ଧରିଛି।ତଦନ୍ତ ଯେମିତି ଆଗକୁ ବଢ଼ୁଛି, କମିଶନରେଟ୍ ପୋଲିସର ଗୋଟିଏ ପରେ

ନିଜର ବ୍ୟକ୍ତିଗତ ଜ୍ୟୋତିଷଙ୍କୁ OSD ଦାୟିତ୍ବରେ ନିଯୁକ୍ତ କଲେ ବିଜୟ

ତାମିଲନାଡ଼ୁ ରାଜନୀତିରେ ଏବେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି । ଅଭିନେତାରୁ ଜନନେତା ପାଲଟିଥିବା ଥଲାପତି ବିଜୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ କରିବା ଆରମ୍ଭ କରିଛନ୍ତି । ନିଜର ବ୍ୟକ୍ତିଗତ ଜ୍ୟୋତିଷ ରାଧନ ପଣ୍ଡିତ ଭେଟ୍ରିଭେଲଙ୍କୁ

ପୁଣି ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁନା କିଣିବାକୁ ଲୋକଙ୍କୁ ନିବେଦନ କରିବା ସତ୍ତ୍ୱେ , ଆଜି ମେ ୧୨ ତାରିଖରେ ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି । ଇଣ୍ଡିଆ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ଅନୁଯାୟୀ, ଏକ କିଲୋଗ୍ରାମ ରୂପାର ମୂଲ୍ୟ ୧୧ ହଜାର ୬୨୦ ବୃଦ୍ଧି ପାଇ ୨ ୬୭ ହଜାର ୮୨୦ ଟଙ୍କା

ସନାତନକୁ ଓପାଡି ପକାଇବାକୁ ପଡ଼ିବ- ଉଦୟନିଧି ଷ୍ଟାଲିନ

ତାମିଲନାଡୁ ରାଜନୀତି ତୀବ୍ର ଆଲୋଚନାର ବିଷୟ। ଗୋଟିଏ ପଟେ ଅଭିନେତା ବିଜୟ ପ୍ରଥମ ଥର ପାଇଁ ରାଜନୈତିକ କ୍ଷେତ୍ରରେ ପ୍ରବେଶ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଅନ୍ୟପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କ ବିବାଦୀୟ ବୟାନ ଦେଇଛନ୍ତି।ବିଜେପି ଆଇଟି ସେଲ୍

ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ, ଆସନ୍ତା ୧୪ରେ ଡିଜିଙ୍କ କାର୍ଯ୍ୟାଳୟ ଘେରିବ ବିଜେଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଯାଇଛି ବୋଲି ଅଭିଯୋଗ କରିଛି ବିଜୁ ଜନତା ଦଳ । ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ବିଜେପି ଦଳ କ୍ଷମତାସୀନ ହେବା ପରଠାରୁ ସର୍ବସାଧାରଣରେ ପୋଲିସ କର୍ମୀଙ୍କ ସହ ନିରୀହ ଲୋକଙ୍କୁ ହତ୍ୟା, ରାହାଜାନୀ, ଅରାଜକତା, ବର୍ବରତା,