Browsing Category

ଆଜିର ଖବର

ଅଗ୍ରଗତି ପଥରେ ଓଡ଼ିଶା: ସୁଲଭ ସହରାଞ୍ଚଳ ଆବାସ କ୍ଷେତ୍ରରେ ଦେଶରେ ଶୀର୍ଷସ୍ଥାନରେ

ଭୁବନେଶ୍ୱର( ରାଜ୍ୟ କାହାଣୀ)ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ଆଜି ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା–ସହରାଞ୍ଚଳ (PMAY-U 2.0)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ସେପ୍ଟେମ୍ବର ୨୦୨୪ରେ

ସମ୍ୱଲପୁରରେ ଦୁର୍ଘଟଣା ଘଟାଇଲା ଆମ ବସ୍

ସମ୍ୱଲପୁରରେ ଦୁର୍ଘଟଣା ଘଟାଇଲା ଆମ ବସ୍। ବୁର୍ଲା ପିସି ବ୍ରିଜ୍ ଉପରେ ସ୍କୁଟିକୁ ଧକ୍କା ଦେଲା । ସ୍କୁଟି ଆରୋହୀ ଗୁରୁତର ହୋଇ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।ଦୁର୍ଘଟଣାରେ ବୁର୍ଲାର ସୁରେନ୍ଦ୍ର ମହାନନ୍ଦ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ବୁର୍ଲା ଭୀମ୍‌ସାରେ

ବାଲିଅନ୍ତା ଘଟଣାରେ ପୋଲିସ କଡ଼ା ପଦକ୍ଷେପ ନେଉଛି : ଉପ ମୁଖ୍ୟମନ୍ତ୍ରୀ କେଭି ସଂଦେଓ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ବାଲିଅନ୍ତା ହତ୍ୟା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀ ଟାର୍ଗେଟ କରିଥିବା ବେଳେ ଜବାବ ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସଂଦେଓ। ସେ କହିଛନ୍ତି ଯେ ପୋଲିସ ଉପରେ ଡର କମିଯିବା କହିବା ଠିକ୍ ନୁହେଁ । ଅସାମାଜିକ ବ୍ୟକ୍ତିଙ୍କୁ କଠୋର ଭାବରେ ଦମନ କରାଯିବ ।

ଆଜି ବଙ୍ଗରେ ମୁଖ୍ୟମନ୍ତ୍ରୀ ଚୟନ, ଉପସ୍ଥିତ ରହିବେ ଅମିତ ଶାହ ଓ ମୋହନ ଚରଣ ମାଝୀ

ପଶ୍ଚିମହଙ୍ଗରୁ ଦିଦି ବିଦା ହେବା ପରେ କିଏ ହେବେ ବିଜେପି ମୁଖ୍ୟମନ୍ତ୍ରୀ ତାକୁ ନେଇ ବଢ଼ିଛି ଉତ୍କଣ୍ଠା । ଏହାରି ଭିତରେ ବିଜେପି ବିଧାୟକ ଦଳ ନେତା ନିର୍ବାଚନ କରିବାକୁ ଓ ମୁଖ୍ୟମନ୍ତ୍ରୀ ଚେହେରା ବାଛିବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ପର୍ଯ୍ୟବେକ୍ଷକ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ

ସୌମ୍ୟରଞ୍ଜନଙ୍କୁ ହତ୍ୟା ଘଟଣା । ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଓଡ଼ିଶା ନମ୍ବର ୱାନ୍‌ : ଅରୁଣ…

ରାଜ୍ୟ କାହାଣୀ (ଭୁବନେଶ୍ଵର)ବାଲିଅନ୍ତା ବର୍ବରତା ନେଇ ରାଜନୀତି ସରଗରମ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଜେଡି ବିଧାୟକ ଅରୁଣ ସାହୁ।ସେ କହିଛନ୍ତି , ନିର୍ବାଚନ ବେଳେ ବିଜେପି ନେତା କହିଲେ ଓଡ଼ିଶା ଏକ ନମ୍ବର ହେବ । ଓଡ଼ିଶା ଅପରାଧ ଆଇନ ଶୃଙ୍ଖଳା ପରିସ୍ଥିତି

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଲେ ଯୁବତୀ 

ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଯୁବକଙ୍କୁ ବିଭତ୍ସ ହତ୍ୟା।ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଲେ ଯୁବତୀ । ମୋତେ ଓ ମୋ ସାଙ୍ଗକୁ ଅସଦାଚରଣ କରିଥିଲେ ୨ଯୁବକ । ଆଗରୁ ମୁଁ ସେମାନଙ୍କୁ କେବେ କେଉଁଠି ଦେଖିନଥିଲି । ମୁଁ ଓ ମୋ ସାଙ୍ଗ ସ୍କୁଟରରେ ମାଉସୀ ଘରକୁ

ରଥଯାତ୍ରା ପ୍ରସ୍ତୁତି ପାଇଁ ଆଜି ପ୍ରଥମ ସମନ୍ୱୟ ବୈଠକ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଜୁନ୍‌ ୨୯ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା । ଜୁଲାଇ ୧୬ ତାରିଖରେ ରଥଯାତ୍ରା । ବିଶ୍ୱପ୍ରସିଦ୍ଧ ନବଦିନାଙ୍କ ରଥଯାତ୍ରାର ଏହି ଭବ୍ୟ ଉତ୍ସବ ଜୁଲାଇ ୨୭ ତାରିଖ ନୀଳାଦ୍ରି ବିଜେ ସହ ସମାପ୍ତ ହେବ । ତେବେ ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ଵୟ ବୈଠକ। କେନ୍ଦ୍ରାଞ୍ଚଳ

CGD ନୀତି-୨୦୨୬ ପାଇଁ ବିଜ୍ଞପ୍ତି; ରାଜ୍ୟରେ ୯ ଲକ୍ଷରୁ ଅଧିକ ଘରୋଇ PNG ସଂଯୋଗ

ଓଡିଶା ସହରୀ ଗ୍ୟାସ୍‌ ବଣ୍ଟନ (CGD) ନୀତି-୨୦୨୬ ପାଇଁ ବିଜ୍ଞପ୍ତି ଜାରି ହୋଇଛି । PNG ନେଟୱର୍କ ଏବଂ ସହରୀ ଗ୍ୟାସ୍‌ ବଣ୍ଟନକୁ ତ୍ବରାନ୍ବିତ କରିବା ଲକ୍ଷ୍ୟରେ ଗୃହ ନିର୍ମାଣ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।ଏହି ପ୍ରକଳ୍ପରେ ପ୍ରାୟ ୫୧୦୦ କୋଟି ଟଙ୍କାର ପୁଞ୍ଜି

ଓମ୍ ପ୍ରକାଶଙ୍କ ସାଂଘାତିକ ବୟାନ ।ସୌମ୍ୟଙ୍କୁ ବାତ ମାରିଥିଲା…

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା ଏବେ ରାଜ୍ୟରେ ଚାଞ୍ଚଲ୍ୟ। ତେବେ ଏହାରି ଭିତରେ ପ୍ରତ୍ୟକ୍ଷଦର୍ଶୀ ଓମ୍ ପ୍ରକାଶଙ୍କ ବୟାନ ସମସ୍ତଙ୍କୁ ଚକିତ କରିଛି। ଘଟଣା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ

ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା: କଠୋର କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭୁବନେଶ୍ଵରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ମବ୍ ଲିଞ୍ଚିଙ୍ଗ୍ ବା ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନ ହୁଏ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ