Browsing Category

ଆଜିର ଖବର

ଓମ୍ ପ୍ରକାଶଙ୍କ ସାଂଘାତିକ ବୟାନ ।ସୌମ୍ୟଙ୍କୁ ବାତ ମାରିଥିଲା…

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା ଏବେ ରାଜ୍ୟରେ ଚାଞ୍ଚଲ୍ୟ। ତେବେ ଏହାରି ଭିତରେ ପ୍ରତ୍ୟକ୍ଷଦର୍ଶୀ ଓମ୍ ପ୍ରକାଶଙ୍କ ବୟାନ ସମସ୍ତଙ୍କୁ ଚକିତ କରିଛି। ଘଟଣା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ

ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା: କଠୋର କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭୁବନେଶ୍ଵରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ମବ୍ ଲିଞ୍ଚିଙ୍ଗ୍ ବା ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନ ହୁଏ, ସେଥିପ୍ରତି ସତର୍କ ରହିବାକୁ ପରାମର୍ଶ

ଯୁବକଙ୍କୁ ପିଟିପିଟି ହତ୍ୟା ମାମଲା । ଗ୍ରାମବାସୀଙ୍କୁ ପୋଲିସର ଅଟକ ପରେ ଥାନାରେ ଉତ୍ତେଜନା

ରାଜ୍ୟ କାହାଣୀ (ଭୁବନେଶ୍ଵର)ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ବୀଭତ୍ସ ହତ୍ୟା ଘଟଣା । ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ୍। ସିସିଟିଭି ଫୁଟେଜ୍ ଆଧାରରେ ଅନ୍ୟ ଆକ୍ରମଣକାରୀଙ୍କୁ ଚାଲିଛି ଖୋଜା।ପୋଲିସ ଅଟକ ରଖିବା ପରେ ଥାନାରେ ଉତ୍ତେଜନା ପ୍ରକାଶ ପାଇଛି ।  ଉତ୍ତେଜନା

ପଶ୍ଚିମବଙ୍ଗ ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ ରାଜ୍ୟପାଳ ସାମ୍ବିଧାନିକ ପ୍ରକ୍ରିୟା ଅନୁଯାୟୀ ମନ୍ତ୍ରିମଣ୍ଡଳକୁ ବରଖାସ୍ତ କରିଛନ୍ତି।ନୂଆ ବିଧାନସଭା ଗଠନ ପ୍ରକ୍ରିୟା ଶେଷ ହୋଇଥିବାରୁ ପୁରୁଣା ବିଧାନସଭାକୁ ଭଙ୍ଗ କରାଯାଇଛି।

ମେଟ୍ରୋ ପ୍ରକଳ୍ପ ପାଇଁ କୌଣସି ପ୍ରସ୍ତାବ ନାହିଁ

ରାଜ୍ୟ କାହାଣୀ (ଭୁବନେଶ୍ଵର)ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍ ବସ୍ ।ସମାନ ଭାବେ କଟକ ପାଇଁ ୧୦୦ଟି ଓ ଭୁବନେଶ୍ବର ପାଇଁ ୧୦୦ଟି ବସ୍ ମଞ୍ଜୁର କରାଯାଇଛି ।କେନ୍ଦ୍ର ନଗର ଉନ୍ନୟନ

ରାଜ୍ୟରେ ଆଗକୁ ବନ୍ଦ ହେବ ଭୂ-ଦାନ ଆଇନ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଆଗକୁ ବନ୍ଦ ହେବ ଭୂ-ଦାନ ଆଇନ । ରାଜ୍ୟରେ ହଟିବ ଜମିଦାରୀ ପ୍ରଥା । ଜମିଦାରୀ ଉଛେଦ ଆଇନ ୬୦ ଦଶକରେ ଆରମ୍ଭ ହୋଇଥିଲା । ଜମିଦାରୀ ପ୍ରଥା ଉଠିଲେ ବି ସରକାରଙ୍କ ପାଖରେ ରହିବ ତଥ୍ୟ। ସାଲାମୀ ପ୍ରଦାନ କରିବେ । ସବୁ ଗଡ଼ ଜାତ ଅଂଚଳରେ ଏଭଳି କେଶ ପଡ଼ିକି ଅଛି

ଆସିବ ଉନ୍ନତ ସାର୍ବଜନୀନ ୱାଇ-ଫାଇ ବ୍ୟବସ୍ଥା । ସାରା ଦେଶରେ ଲାଗୁ ହେବ ଏକକ ପାସ୍‌ୱାର୍ଡ 

ଉନ୍ନତ ପବ୍ଲିକ ୱାଇ-ଫାଇ ବ୍ୟବସ୍ଥା ଆଣିବା ଲାଗି ପ୍ରସ୍ତୁତି କରୁଛନ୍ତି ସରକାର। ଏହାଦ୍ୱାରା ୟୁଜରଙ୍କ ଅଭିଜ୍ଞତା ଉନ୍ନତ କରିବା ଏବଂ ଡିଜିଟାଲ ନେଣଦେଣରୁ ଅଧିକ ସୁରକ୍ଷିତ କରିବା ଉପରେ ଫୋକସ କରାଯାଇଛି ।ଏହି ନୂତନ ସୁବିଧାରେ ଦେଶବ୍ୟାପୀ ସାର୍ବଜନୀନ ୱାଇ-ଫାଇ ପାଇଁ ଗୋଟିଏ ପାସ୍‌ୱାର୍ଡ

ପୁଲିସ ପରିଚୟ ଦେଇ  ଠକୁଥିଲେ, ଏବେ ବାପା-ପୁଅ ଗିରଫ

ରାଜ୍ୟ କାହାଣୀ (ଭୁବନେଶ୍ଵର)ନକଲି ପୋଲିସକୁ ବାନ୍ଧିଲା ଅସଲି ପୋଲିସ ।  ନିଜକୁ ପୁଲିସ ଏସ ଆଇ କହି ଲୋକଙ୍କୁ ଲଗାଉଥିଲେ ଚୂନ । କାହାକୁ କମ ଦରରେ କ୍ରିକେଟ ମ୍ୟାଚ ଟିକେଟ କରାଇ ଦେବାର ପ୍ରତିଶ୍ରୁତି ତ ଆଉ କାହାକୁ କମ ଦାମରେ ଜମି ଦେବାର ଲୋଭ ଦେଖାଉଥିଲେ । ଏଭଳି ତିନିଜଣ ଲୋକଙ୍କୁ ଠକିଥିବା

ଚିହ୍ନଟ ହେବ ଜଗନ୍ନାଥ ଜମି: ଆଇନ ମନ୍ତ୍ରୀ

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟ ଭିତରେ ଓ ବାହାରେ ଥିବା ଜଗନ୍ନାଥ ଜମିକୁ ଅଧୀନକୁ ନେବେ ସରକାର । ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡିଛି । ପାଖାପାଖି ୩୬ ହଜାର ଏକର ଜମିରୁ ୨୫ରୁ ୨୬% ଜମି ଦଖଲରେ ରହିଛି । ଲମ୍ବା ସମୟ ଧରି ରହୁଥିବା ଲୋକଙ୍କୁ