Browsing Category
ଆଜିର ଖବର
୩୮କୁ ବଢ଼ିବ ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା, କେନ୍ଦ୍ର କ୍ୟାବିନେଟରେ ପ୍ରସ୍ତାବ ଗୃହୀତ
ସୁପ୍ରିମକୋର୍ଟରେ ବଢ଼ିବେ ବିଚାରପତି । କେନ୍ଦ୍ର କ୍ୟାବିନେଟର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସୁପ୍ରିମକୋର୍ଟର କ୍ଷମତା ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ପ୍ରଧାନ ବିଚାରପତିଙ୍କୁ ବାଦ ଦେଇ ବିଚାରପତିଙ୍କ ସଂଖ୍ୟା ୩୩ରୁ ୩୭କୁ ବୃଦ୍ଧି କରିବା ପାଇଁ!-->…
ହର୍ମୁଜ୍ରେ ଆଉ ଜାହାଜକୁ ସୁରକ୍ଷା ଦେବ ନାହିଁ ଆମେରିକା
ଆମେରିକା-ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ପାଇଁ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।ସେ ନୌସେନା ଅଭିଯାନ “ପ୍ରୋଜେକ୍ଟ ଫ୍ରିଡମ୍”କୁ ଅସ୍ଥାୟୀ!-->…
ରାଜ୍ୟରେ ଖୁବ୍ଶୀଘ୍ର ଆରମ୍ଭ ହେବ ଏସ୍ଆଇଆର୍, ୨୦.୮୫ ଲକ୍ଷ ଭୋଟରଙ୍କ ମ୍ୟାପିଂ ବାକି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜାରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର । ଏପ୍ରିଲ ମାସରେ ଘୋଷଣା ହେବାକୁ ଥିବା ଏସଆଇଆର ପ୍ରକ୍ରିୟା ଚଳିତ ମାସର କୌଣସି ଦିନ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇବ ।ଏସ୍ଆଇଆର୍ ଆରମ୍ଭ ପୂର୍ବରୁ ଭୋଟରଙ୍କ!-->…
ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ,ଜାତୀୟ ରାଜପଥରେ ହୋଇପାରିବନି ବେଆଇନ ପାର୍କିଂ
ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ। ବେଆଇନ ପାର୍କିଂ ଉପରେ ରୋକ୍: ଜାତୀୟ ରାଜପଥରେ ଭାରୀ କିମ୍ବା ବ୍ୟବସାୟିକ ଯାନଗୁଡ଼ିକ ଏଣିକି ଯେଉଁଠି ସେଇଠି ପାର୍କିଂ କରିପାରିବେ ନାହିଁ। କେବଳ ନିର୍ଦ୍ଧାରିତ ସ୍ଥାନରେ ହିଁ ପାର୍କିଂ କରିବାକୁ ଅନୁମତି ମିଳିବ।ପ୍ରତ୍ୟେକ ଜିଲ୍ଲାରେ!-->…
ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ
ରାଜ୍ୟ କାହାଣୀ (ଭୁବନେଶ୍ଵର)ସରକାରଙ୍କ କଡ଼ା ଚେତାବନୀ । ଜନଗଣନା କାମରେ ଯିଏ ବି ବାଧା ଦେବ । ତା ବିରୋଧରେ ହେବ କଠୋର ଆକ୍ସନ ।ଓଡ଼ିଶାରେ ଚାଲିଥିବା ଜନଗଣନା-୨୦୨୭ କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ ସମସ୍ତ ଘରୋଇ ସ୍କୁଲର!-->…
ଫଳାଫଳ ଘୋଷଣା ପରେ ପଶ୍ଚିମବଙ୍ଗ ଅଶାନ୍ତ : TMC ଅଫିସ ଜାଳିଦେଲେ ଦୁର୍ବୃତ୍ତ
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରଠାରୁ ରାଜ୍ୟର ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସୋମବାରଠାରୁ ରାଜ୍ୟରେ ଲଗାତାର ଭଙ୍ଗାରୁଜା ଏବଂ ହିଂସା ଘଟଣା ରିପୋର୍ଟ ହେଉଛି । ସାଧାରଣ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଘରୁ ବାହାରକୁ ଯିବାକୁ ଭୟ କରୁଛନ୍ତି।କେଉଁଠି!-->…
ତାମିଲନାଡୁର ନୂଆ ମୁଖ୍ୟମନ୍ତ୍ରୀ ବିଜୟ! ଆସନ୍ତାକାଲି ନେବେ ଶପଥ
ତାମିଲନାଡୁ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିବା ପରେ, ରାଜ୍ୟରେ ସରକାର ଗଠନ ପାଇଁ ପ୍ରୟାସ ଜୋରଦାର ହୋଇଛି । ବିଜୟ ଥାଲାପତିଙ୍କ ଟିଭିକେ ଦଳ ଖୁବ୍ ଶୀଘ୍ର ସରକାର ଗଠନ କରିବା ନେଇ ରାଜନୈତିକ ମେଣ୍ଟ ଉପରେ ଚର୍ଚ୍ଚା ଆରମ୍ଭ ହୋଇଛି । ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୧୧୮ ଆସନ!-->…
ଆପାର୍ଟମେଣ୍ଟରେ ଭୟଙ୍କର ନିଆଁ, ୨ ଜୀବନ୍ତ ଦଗ୍ଧ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଲକ୍ଷ୍ମୀସାଗର ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ୨୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।ଜଣେ ମହିଳା ଓ ଜଣେ!-->…
ରାଜ୍ୟରେ ୧୦ ଯାଏ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,!-->…
ଓଡ଼ିଶା HSC ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ ମେ ୮ ରୁ ଆରମ୍ଭ
ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ପାଇଁ ୮ ତାରିଖରୁ ଆରମ୍ଭ ହେବ ଫର୍ମ ପୂରଣ। ମେ ମାସ ୧୮ ତାରିଖ ଯାଏଁ ଫର୍ମ ଫିଲପ ପ୍ରକ୍ରିୟା ଚାଲିବ। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପାଇଁ ଅନଲାଇନରେ ହେବ ଫର୍ମ ପୂରଣ । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟ www.bseodisha.ac.in ରେ!-->…