Browsing Category

ଆଜିର ଖବର

ସାବିତ୍ରୀ ଉପଲକ୍ଷେ ଚାନ୍ଦି ଭଣ୍ଡାରର ‘ସଙ୍ଗମ’ କଲେକ୍ସନ।ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍ ୨୦ଧ ରିହାତି

ଭୁବନେଶ୍ୱର,( ରାଜ୍ୟ କାହାଣୀ)ପ୍ରେମ, ଭକ୍ତି ଏବଂ ବୈବାହିକ ସମ୍ପର୍କ ସହ ଗଭୀର ଭାବେ ଜଡ଼ିତ ପର୍ବ ହେଉଛି ‘ସାବିତ୍ରୀ’ ।ଏହା ହେଉଛି ଏଭଳି ବ୍ରତ ଯେଉଁଥିରେ ବିବାହିତ ମହିଳାମାନେ ପୂଜା ମାଧ୍ୟମରେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରନ୍ତି। ସାବିତ୍ରୀର ଗଭୀର ସାଂସ୍କୃତିକ ମହତ୍ୱକୁ ନଜର

ସବୁଠାରୁ କମ ଉଚ୍ଚତା ବିଶିଷ୍ଟ ପରୀକ୍ଷାର୍ଥୀ ମାଟ୍ରିକ ପାସ୍‌

ରାଜ୍ୟ କାହାଣୀ (ଭୁବନେଶ୍ଵର)ସବୁଠାରୁ କମ ଉଚ୍ଚତା ବିଶିଷ୍ଟ ପରୀକ୍ଷାର୍ଥୀ ମାଟ୍ରିକ ପାସ୍‌। ପ୍ରକାଶ ପାଇଛି ଚଳିତ ବର୍ଷର ଦଶମ ଶ୍ରେଣୀ ପରୀକ୍ଷା ଫଳ । ଆଉ ପରୀକ୍ଷାରେ ପାସ ହୋଇଛନ୍ତି ବହୁ ଚର୍ଚ୍ଚିତ ସବୁଠାରୁ କମ ଉଚ୍ଚତା ବିଶିଷ୍ଟ ପରୀକ୍ଷାର୍ଥୀ (୧୮ ଇଞ୍ଚର ଛାତ୍ରୀ) ସୁନିତା ନାଏକ। ଏହି

ଟିଭିକେ ବିଜୟ ପରେ ଥଲାପତିଙ୍କ ଘରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ

ତାମିଲନାଡୁରେ ଶାସକ ଡିଏମକେକୁ ବଡ଼ ଝଟକା ଲାଗିଛି।ରାଜ୍ୟର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ୍ ହାରି ଯାଇଛନ୍ତି। ତାଙ୍କୁ ହରାଇଛନ୍ତି ଟିଭିକେ ପ୍ରାର୍ଥୀ ଭିଏସ୍ ବାବୁ। କୋଲାଥୁର ଆସନରୁ ଟିଭିକେ ପ୍ରାର୍ଥୀ ଭିଏସ୍ ବାବୁଙ୍କ ଠାରୁ ୯ ହଜାର ଭୋଟ୍‌ରେ ହାରିଯାଇଛନ୍ତି ଡିଏମ୍‌କେ

ବୃଦ୍ଧ ଓ ଅସହାୟଙ୍କୁ ଘରେ ଦିଆଯିବ ଭତ୍ତା ଟଙ୍କା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ତୀବ୍ର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମଧୁ ବାବୁ ପେନ୍ସନ୍ ଯୋଜନା (MBPY) ଅଧୀନରେ ଭତ୍ତା ବଣ୍ଟନ ପ୍ରକ୍ରିୟାକୁ ନେଇ ଓଡ଼ିଶା ସରକାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି।ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି

ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ୭୯ ହଜାରରୁ ଉର୍ଦ୍ଧ୍ବ ବାଦ୍ ପଡ଼ିଥିବା ‘ସୁଭଦ୍ରା’ ହିତାଧିକାରୀଙ୍କୁ ୬୧…

ଭୁବନେଶ୍ୱର(ରାଜ୍ୟ କାହାଣୀ): ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସୋମବାର ଦିନ ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରୁ ଆଭାସୀ ମାଧ୍ୟମରେ ‘ସୁଭଦ୍ରା’ ଯୋଜନା ଅନ୍ତର୍ଗତ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ କିସ୍ତିରୁ ବାଦ୍ ପଡ଼ିଯାଇଥିବା ୭୯ ହଜାରରୁ

ଆସାମରେ ବିଜେପି ସରକାର

ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ଆସାମର ୧୨୬ ଆସନ ବିଶିଷ୍ଟ ରାଜ୍ୟ ବିଧାନସଭାରେ ବିଜେପି ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଛି । ଏପ୍ରିଲ ୯ ତାରିଖରେ ରାଜ୍ୟରେ ୧୨୬ ନିର୍ବାଚନମଣ୍ଡଳୀରେ ୭୨୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିଥିଲେ ।

ଚାଲିଛି ଭୋଟ ଗଣତି, କଲକତାରେ ଆଜି ହେବନି ବିଜୟ ଉତ୍ସବ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି । ଟିଏମସି କର୍ମୀ-ବିଜେପି କର୍ମୀଙ୍କ ମଧ୍ୟରେ ଚାଲିଛି ଛକାପଞ୍ଝା । କଲକାତା ଆଗେଇ ଚାଲିଛି ବିଜେପି । ଏହାରି ଭିତରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭୋଟ ଗଣନା ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ପୁଲିସ୍‌ ଏକ ଗୁରୁତ୍ୱପୂର୍ଣ୍ଣ

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର: ଖାତାକୁ ଗଲା ବକେୟା ଟଙ୍କା

ରାଜ୍ୟ କାହାଣୀ (ଭୁବନେଶ୍ଵର)ବଞ୍ଚିତ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ଟଙ୍କା । ୩ୟ କିସ୍ତିରୁ ବଞ୍ଚିତ ଥିବା ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ଆଜି ଟଙ୍କା ମିଳିଛି।ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ କିସ୍ତିରୁ ବାଦ୍ ପଡ଼ିଥିବା ପ୍ରାୟ ୭୯ ହଜାରରୁ ଅଧିକ ମହିଳାଙ୍କ ବ୍ୟାଙ୍କ

ହର୍ମୁଜ୍‌ରେ ଆମେରିକାର ଦାଦାଗିରି ଚଳିବ ନାହିଁ : ଇରାନ 

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରୋଜେକ୍ଟ ଫ୍ରିଡମ୍ ଘୋଷଣା କରିଛନ୍ତି, ଯାହା ହର୍ମୁଜ୍ ପ୍ରଣାଳୀରେ ଫସି ରହିଥିବା ଜାହାଜଗୁଡ଼ିକୁ ମୁକ୍ତ କରିବ । ଇରାନ ଟ୍ରମ୍ପଙ୍କ ଯୋଜନାକୁ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି ଏବଂ ଚେତାବନୀ ଦେଇଛି ଯେ ହର୍ମୁଜ୍ ପ୍ରଣାଳୀର ପରିଚାଳନାରେ

କାଳବୈଶାଖୀ କ୍ଷୟକ୍ଷତି ରିପୋର୍ଟ ମାଗିଲା ରାଜସ୍ୱ ବିଭାଗ

ରାଜ୍ୟ କାହାଣୀ ( ଭୁବନେଶ୍ଵର)କାଳବୈଶାଖୀର କ୍ଷୟକ୍ଷତି ରିପୋର୍ଟ ମାଗିଛି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ । ରିପୋର୍ଟର 24 ଘଣ୍ଟା ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ସେ ଆହୁରି ମଧ୍ୟ କହିଛନ୍ତି, "ବର୍ଷ ତମାମ ବିଭିନ୍ନ