Browsing Category
ଆଜିର ଖବର
ପଶ୍ଚିମବଙ୍ଗ ଓ ତାମିଲନାଡୁ ରାଜନୀତିରେ ବଡ଼ ଧମାକା
ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି । ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୪୯ ଆସନରେ ଆଗୁଆ ଥିବାବେଳେ ଟିଏମସି ୯୨ ଆସନରେ ଆଗୁଆ ରହିଛି। ସେହିପରି!-->…
ଆସନ୍ତା ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ବର୍ତ୍ତମାନ ମେଘୁଆ ପାଗ ରହିଥିବା ବେଳେ ତାତିରୁ ମିଳିଛି ଆଶ୍ଵସ୍ତି । କାଳବୈଶାଖୀ ପ୍ରଭାବରୁ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା, ପବନ ପାଇଁ ସତର୍କ କରିଛି ପାଣିପାଗ ବିଭାଗ । ଆଜି କୋରାପୁଟ, ରାୟଗଡା,!-->…
ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ। ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ!-->…
ବିଧାନସଭା ନିର୍ବାଚନ : ଖୋଲିଲା ଇଭିଏମ୍ ପେଡ଼ି
ଆରମ୍ଭ ହେଲା ଭୋଟ ଗଣତି। ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଉପରେ ନଜର । ଆସାମରେ ହ୍ୟାଟ୍ରିକ୍ ବିଜୟ ଲକ୍ଷ୍ୟରେ ବିଜେପି । ତାମିଲନାଡୁ, କେରଳମ୍ ଓ ପୁଡ଼ୁଚେରୀ ଉପରେ ସମସ୍ତଙ୍କ ଆଖି । ଭୋଟ୍ ଗଣତି ପାଇଁ ତ୍ରୀସ୍ତରୀୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ରାଜ୍ୟର ୨୯୩ ବିଧାନସଭା ଆସନ!-->…
ପୋଲିସ SI ପରୀକ୍ଷା ଦୁର୍ନୀତି: ୮ ମଧ୍ୟସ୍ଥିଙ୍କ ବିରୋଧରେ CBIର NBW
ରାଜ୍ୟ କାହାଣୀ (ଭୁବନେଶ୍ଵର)ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ୮ ଦଲାଲଙ୍କ ବିରୁଦ୍ଧରେ NBW ଜାରିକଲା CBI । ବାରମ୍ବାର ନୋଟିସ ପରେ ମଧ୍ୟ ହାଜର ହେଉ ନଥିବା ଦଲାଲଙ୍କ ବିରୋଧରେ ଜାରିହେଲା NBW ।ସେମାନଙ୍କ ମଧ୍ୟରେ ୩ ଜଣ ବିହାର ଦଲାଲ ରହିଛନ୍ତି। ଅନ୍ୱେଷ ନାୟକ, ଆଶିଷ କୁମାର, ବଳରାମ!-->…
ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଆସନ୍ତା ସୋମବାର ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ଖରା ଯୋଗୁଁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।!-->…
ଆଇଇଡି ବିସ୍ଫୋରଣରେ ୩ ଯବାନ ସହିଦ
ଛତିଶଗଡ଼ କାଙ୍କେର ଜିଲ୍ଲାରେ ପୁଣି ମାଓ ହିଂସାକାଣ୍ଡ । କାଙ୍କେର ଜିଲ୍ଲା ଡିଆରଜିର ୩ ଯବାନ ସହିଦ ହୋଇଛନ୍ତି । ମାଓ ଦମନ ଅପରେସନରେ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି । ଯବାନ ମାନଙ୍କୁ ଟାର୍ଗେଟ୍ କରି ପୂର୍ବରୁ ଆଇଇଡି ଖଞ୍ଜାଯାଇଥିଲା । ଆଇଇଡି ବିସ୍ଫୋରଣ କୃଷ୍ଣ କୋମରା, ବସ୍ତର ଫାଇଟର୍ସ,!-->…
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ
ରାଜ୍ୟ କାହାଣୀ (ଭୁବନେଶ୍ଵର)ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡର ୱେବସାଇଟ www.bseodisha.ac.in ଓ!-->…
ମହିଳାଙ୍କୁ ମାନସିକ ନିର୍ଯାତନା ଅଭିଯୋଗ: ନିଲମ୍ବିତ ହେଲେ ଖଣ୍ଡପଡା ଏସଡ଼ିପିଓ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଖଣ୍ଡପଡ଼ା ଏସ୍ଡିପିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଖଣ୍ଡପଡ଼ା ଏସଡିପିଓ ମଦନ ମୋହନ ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ପୁଲିସ ଡିଜି ୱାଇ.ବି. ଖୁରାନିଆ ସସ୍ପେଣ୍ଡ କରିଛନ୍ତି । ଥାନାକୁ ସାକ୍ଷୀ ପାଇଁ ଡାକି ମହିଳାଙ୍କୁ ଅଶାଳୀନ ମନ୍ତବ୍ୟ, ମାନସିକ!-->…
ମହାନଦୀ ଜଳ ବିବାଦ: ୩୦ରେ ପରବର୍ତ୍ତୀ ଶୁଣାଣି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ମହାନଦୀ ଜଳ ବିବାଦ ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି ହେବ ।ଗତ ୨୦ ଏପ୍ରିଲ ଶୁଣାଣିରେ ଟ୍ରିବ୍ୟୁନାଲ ଦୁଇ ରାଜ୍ୟକୁ ମହାନଦୀ ଜଳ କୁ ନେଇ ସହମତି ଭିତ୍ତିକ ପ୍ରସଙ୍ଗ ଚୂଡ଼ାନ୍ତ କରିବା ପାଇଁ ଶେଷ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ଟ୍ରିବ୍ୟୁନାଲ ନିର୍ଦ୍ଦେଶ!-->…