Browsing Category
ଆଜିର ଖବର
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଡ ଝଟକା। ଦିଦିଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି ସୁପ୍ରିମକୋର୍ଟ
ଭୋଟ ଗଣତି ପୂର୍ବରୁ ଦିଦିଙ୍କୁ ସୁପ୍ରିମ ଝଟକା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ। ମତଗଣନା ବେଳେ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ନିୟୋଜିତକୁ ବିରୋଧ କରି ମମତା ଯେଉଁ ଆବେଦନ କରିଥିଲେ, ତାକୁ କୋର୍ଟ 'ଯୁକ୍ତି!-->…
ଜିତୁ ମୁଣ୍ଡା ଘଟଣା ; ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ନବୀନ।ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲିପଶି!-->…
ଆପଣଙ୍କ ଫୋନକୁ ଆସୁଛିକି ଏମର୍ଜେନ୍ସି ଆଲର୍ଟ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ଫୋନକୁ ଆସିଛି କି ଏମର୍ଜେନ୍ସି ଆଲର୍ଟ । ଯଦି ଏପରି ହୋଇଛି, ତେବେ ଆତଙ୍କୀତ ନହେବା ପାଇଁ ଟେଲିକମ୍ ବିଭାଗ ପରାମର୍ଶ ଦେଇଛି । ତେବେ ଏହି ଆଲର୍ଟ ଜରୁରୀକାଳୀନ ସ୍ଥିତିରେ ଆସିବ ଜଣାପଡିଛି । ଏଥିପାଇଁ କୌଣସି ଲୋକ ଭୟଭୀତ ନହୋଇ ମେସେଜକୁ ଅଣଦେଖା କରନ୍ତୁ ।ଆଜି!-->…
ଇରାନ ପାଖରେ ଏବେ ଦୁଇଟି ବିକଳ୍ପ ବାକି ଅଛି : ଟ୍ରମ୍ପ
ମଧ୍ୟପ୍ରାଚ୍ୟ ତିକ୍ତତା ମଧ୍ୟରେ ଶାନ୍ତି ଆଲୋଚନା ପାଇଁ ଆମେରିକାକୁ ନୂଆ ପ୍ରସ୍ତାବ ଦେଇଛି ଇରାନ। ମଧ୍ୟସ୍ଥି ସାଜିଥିବା ପାକିସ୍ତାନ ହାତରେ ଇରାନ ଆଲୋଚନା ପାଇଁ ରଖିଥିବା ସର୍ତ୍ତଗୁଡ଼ିକୁ ଆମେରିକା ପାଖକୁ ପଠାଇଛି। ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପ୍ରସ୍ତାବରେ ରାଜି!-->…
ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆସୁଛି ଆଉ ଏକ ଲଘୁଚାପ। ମେ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା। ଲଘୁଚାପ ନେଇ ଆକଳନ କରୁଛି ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ ବା ଜିଏଫଏସ। ମେ ୧୧ରୁ ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ-ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।!-->…
ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ।ସୃଷ୍ଟି ହୋଇପାରେ ‘ଅଟିଜିମ୍’ ଭଳି ସମସ୍ୟା
ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ । AIIMS ଦିଲ୍ଲୀର ଗବେଷଣାରୁ ସାମ୍ନାକୁ ଆସିଛି ଚିନ୍ତାଜନକ ତଥ୍ୟ । ଯେଉଁ ଶିଶୁମାନେ ଏକ ବର୍ଷ ବୟସ ପୂର୍ବରୁ ଅଧିକ ସମୟ ସ୍କ୍ରିନ୍ ସଂସ୍ପର୍ଶରେ ଆସୁଛନ୍ତି, ସେମାନଙ୍କଠାରେ ତିନି ବର୍ଷ ବୟସ ବେଳକୁ ଅଟିଜିମ୍ ସମ୍ବନ୍ଧୀୟ ଲକ୍ଷଣ!-->…
ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କରାଯିବ ଭୋଟ୍ ଗ୍ରହଣ
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ମେ ୪ ତାରିଖରେ ଘୋଷଣା କରାଯିବ। ଭୋଟ ଗଣତି ପୂର୍ବରୁ ରାଜ୍ୟରେ ରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଇଭିଏମ ଷ୍ଟ୍ରଙ୍ଗରୁମର ସୁରକ୍ଷାକୁ ନେଇ ଟିଏମ୍ସି ଏବଂ ବିଜେପି ମୁହାଁମୁହିଁ ହୋଇଛନ୍ତି । ଶୁକ୍ରବାର ଭୋଟ ଜାଲିଆତି ଅଭିଯୋଗ ପରେ!-->…
ଆଜି ୮ ଜିଲ୍ଲାକୁ କାଳବୈଶାଖୀର ଆଲର୍ଟ, ୫୦-୬୦ ବେଗରେ ବହିପାରେ ପବନ
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି ।ପାଣିପାଗ ବିଭାଗ ପକ୍ଷରୁ!-->…
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ । ବୋର୍ଡର!-->…
ଦୁଷ୍କର୍ମ ପୀଡ଼ିତାଙ୍କ ଗର୍ଭନଷ୍ଟ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ
ଦୁଷ୍କର୍ମ ପୀଡ଼ିତାଙ୍କ ଗର୍ଭନଷ୍ଟ ସମୟସୀମା ବଢାଯାଉ। କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦଶ। ମେଡିକାଲ ଟର୍ମିନେସନ ଅଫ୍ ପ୍ରେଗନେନ୍ସି ଆଇନରେ ସଂଶୋଧନ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ୧୫ ବର୍ଷୀୟା ନାବାଳିକା ଦୁଷ୍କର୍ମ!-->…