Browsing Category
ଆଜିର ଖବର
ଥାର୍ କିଣାରେ ଦୁର୍ନୀତି; ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜଙ୍ଗଲ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଜଙ୍ଗଲ ବିଭାଗ ଲାଗି ମାର୍କେଟ୍ ଦରଠାରୁ ଅଧିକ ଟଙ୍କାରେ ଥାର୍ ଗାଡ଼ି କିଣାଯିବା ଓ ତାର ମୋଡିଫିକେସନ୍ ପାଇଁ କୋଟି କୋଟି ଖର୍ଚ୍ଚ ।ଜଙ୍ଗଲ ବିଭାଗ ପକ୍ଷରୁ 'ଥାର୍' ଗାଡ଼ି କିଣା ଓ ସାଜସଜ୍ଜା ପ୍ରସଙ୍ଗ ଏବେ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି । ଏହି ମାମଲାରେ!-->…
ଏଚ୍ସିଏଲ୍ କରିବ ଏଆଇ ଡାଟା ସେଣ୍ଟର; ଓଡ଼ିଶା ସରକାର, ସର୍ବମ୍ ସହ ଏମ୍ଓୟୁ ସ୍ବାକ୍ଷରିତ
ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ଓଡ଼ିଶା ପାଇଁ ଆସିଛି ସଫଳତା। ରାଜ୍ୟରେ HCL Tech ଏବଂ Sarvam AI ପ୍ରତିଷ୍ଠା କରିବାକୁ ଯାଉଛନ୍ତି ବିଶାଳ ପ୍ରକଳ୍ପ। ଏନେଇ ରାଜ୍ୟ ସରକାରଙ୍କ ସହ ସାକ୍ଷରିତ ହୋଇଛି ଗୁରୁତ୍ୱପୂର୍ଣ୍ଣ MOU। ଓଡ଼ିଶାରେ ସ୍ୱଦେଶୀ AI କ୍ଷମତା ବୃଦ୍ଧି ପାଇବା ସହ!-->…
ପେପର ଲିକ୍ ମାମଲାରେ ଆଇନ ହେବ କଠୋର, ଭୋଗିବାକୁ ପଡ଼ିବ ଦଣ୍ଡ
ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଛାତ୍ରଛାତ୍ରୀଙ୍କ ଜାରି ଆନ୍ଦୋଳନ ଭିତରେ ଶୁକ୍ରବାର କେନ୍ଦ୍ର ସରକାର ଉଭୟ ମୋର୍ଚ୍ଚାରେ ସକ୍ରିୟତା ଦେଖାଇଛନ୍ତି । ଆଜି କ୍ୟାବିନେଟ୍ ବୈଠକରେ ପବ୍ଲିକ୍ ଏକ୍ଜାମିନେସନ୍ (ପ୍ରିଭେନସନ ଅଫ୍ ଅନଫେୟାର ମିନ୍ସ) ଆକ୍ଟ, ୨୦୨୪କୁ ଆଧିକ କଠୋର କରିବା ପ୍ରସ୍ତାବ ଉପରେ!-->…
ଭିଜିଲାନ୍ସ ଜାଲରେ ମହିଳା ଆରଆଇ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଭିଜିଲାନ୍ସ ଜାଲରେ ମହିଳା ଆରଆଇ । ୫ ହଜାର ୫ ଶହ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡି ବସିଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ କାଉପଡ଼ା ଡିଭିଜନର ରାଜସ୍ବ ନିରିକ୍ଷିକା ସାଇ ଦର୍ଶିନୀ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏନେଇ ପୂର୍ବରୁ!-->…
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର: ଚଳିତ ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି, ଯାହାକି ଖୁବ୍ଶୀଘ୍ର ଏକ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଚଳିତ ସପ୍ତାହନ୍ତରେ ସମଗ୍ର ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ!-->…
ନୀଳକନ୍ଦରକୁ ବାହୁଡ଼ିବେ ବାହୁଡ଼ାବ୍ରହ୍ମ, ଭାବ ବିନୋଦିଆ ସାଆନ୍ତକୁ ଦେଖିବା ପାଇଁ ଗହଳି
ଭୁବନେଶ୍ୱର (ରାଜ୍ୟ କାହାଣୀ )ନବଦିନାତ୍ମକ ଯାତ୍ରା ସାରି ନୀଳକନ୍ଦରକୁ ବାହୁଡ଼ିବେ ବାହୁଡ଼ାବ୍ରହ୍ମ। ଗୁଣ୍ଡିଚା ଘରୁ ଆରମ୍ଭ ହେଲା ପହଣ୍ଡି ବିଜେ। ପ୍ରଥମେ ଆରମ୍ଭ ହେଲା ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି। କ୍ଷୀପ୍ର ଗତିରେ ଆସି ଦର୍ପଦଳନ ରଥାରୂଢ ହେଲେ ସୁଦର୍ଶନ। ତାଙ୍କ ପରେ ଆସିଲେ ରୋହିଣୀ ନନ୍ଦନ!-->…
ଆୟୁର୍ବେଦିକ ପାର୍ଲରରେ ସେକ୍ସ ରାକେଟ୍, ଖସି ଆସିଲେ ଯୁବତୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆୟୁର୍ବେଦିକ ପାର୍ଲରରେ ସେକ୍ସ ରାକେଟ୍, ଖସି ଆସିଲେ ଯୁବତୀ | ହୋଟେଲରେ କାମ ଦେବାକୁ କହି ଜଣେ ଯୁବତୀଙ୍କୁ ସେକ୍ସ ରାକେଟରେ ଲଗାଇଥିଲେ । ଅନୈତିକ କାର୍ଯ୍ୟ ନକରିବାରୁ ମାଡମାରି ମୋବାଇଲ ଓ ଡ୍ରେସ୍ ଛଡ଼ାଇ ନେଇଥିଲେ ଆୟୁର୍ବେଦିକ ପାର୍ଲର ମାଲିକ। ନିର୍ଯାତନା!-->…
ଭାରତକୁ ପୁଣି ଟ୍ରମ୍ପ ଝଟକା, ଲାଗୁ ହେଲା ୧୦% ଅତିରିକ୍ତ ଟିକସ
ମଧ୍ୟ ପୂର୍ବର ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ପଦକ୍ଷେପ ନେଇଛନ୍ତି। ପୁଣି ଥରେ ଭାରତ ଉପରେ ଟାରିଫ୍ ବୋମା ପକାଇଲା ଆମେରିକା । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ୧୭ଟି ଦେଶ ଉପରେ ଅତିରିକ୍ତ ଟିକସ ଲଗାଇ ଏକ ବଡ଼ ଝଟକା ଦେଇଛନ୍ତି। ଆମେରିକା ଏବେ!-->…
ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ ଜାରି ! ଏହା ଦେଖି ରାଗିଗଲେ କଂଗ୍ରେସ ଅଧ୍ୟକ୍ଷ
ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଳମ୍ବିତ ରାତିରେ ଏକ ଭିଡିଓ ଜାରି କରି ସରକାରଙ୍କ ପ୍ରୟାସ ଏବଂ ନିଆଯାଉଥିବା ପଦକ୍ଷେପଗୁଡ଼ିକ ବିଷୟରେ ସୂଚନା ଦେଇଥିଲେ। ଯେଉଁଥିରେ ସେ କହିଥିଲେ ଯେ ପ୍ରଶ୍ନପତ୍ର ଲିକ୍ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ। ଏହା ସହିତ!-->…
ଆଜି ବାହୁଡ଼ା ଯାତ୍ରା । ଶ୍ରୀମନ୍ଦିରକୁ ଫେରିବେ ତିନି ଠାକୁର
ଭୁବନେଶ୍ୱର (ରାଜ୍ୟ କାହାଣୀ )ସରିଲା ମହାପ୍ରଭୁଙ୍କ ଜନ୍ମ ବେଦି ଲୀଳା। ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ କାଳିଆ ସାଆନ୍ତ। ଏହି ପବିତ୍ର ମୁହୂର୍ତ୍ତକୁ ସାକ୍ଷୀ ରଖିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । 'ହରିବୋଲ', 'ଜୟ ଜଗନ୍ନାଥ' ଧ୍ୱନି ଓ ହୁଳହୁଳିରେ ପ୍ରକମ୍ପିତ!-->…