Browsing Category
ଆଜିର ଖବର
ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ।ସୃଷ୍ଟି ହୋଇପାରେ ‘ଅଟିଜିମ୍’ ଭଳି ସମସ୍ୟା
ଶିଶୁଙ୍କୁ ଅଧିକ ମୋବାଇଲ୍ ଦେଖାଇବା ହୋଇପାରେ ବିପଜ୍ଜନକ । AIIMS ଦିଲ୍ଲୀର ଗବେଷଣାରୁ ସାମ୍ନାକୁ ଆସିଛି ଚିନ୍ତାଜନକ ତଥ୍ୟ । ଯେଉଁ ଶିଶୁମାନେ ଏକ ବର୍ଷ ବୟସ ପୂର୍ବରୁ ଅଧିକ ସମୟ ସ୍କ୍ରିନ୍ ସଂସ୍ପର୍ଶରେ ଆସୁଛନ୍ତି, ସେମାନଙ୍କଠାରେ ତିନି ବର୍ଷ ବୟସ ବେଳକୁ ଅଟିଜିମ୍ ସମ୍ବନ୍ଧୀୟ ଲକ୍ଷଣ!-->…
ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କରାଯିବ ଭୋଟ୍ ଗ୍ରହଣ
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ମେ ୪ ତାରିଖରେ ଘୋଷଣା କରାଯିବ। ଭୋଟ ଗଣତି ପୂର୍ବରୁ ରାଜ୍ୟରେ ରାଜନୈତିକ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଇଭିଏମ ଷ୍ଟ୍ରଙ୍ଗରୁମର ସୁରକ୍ଷାକୁ ନେଇ ଟିଏମ୍ସି ଏବଂ ବିଜେପି ମୁହାଁମୁହିଁ ହୋଇଛନ୍ତି । ଶୁକ୍ରବାର ଭୋଟ ଜାଲିଆତି ଅଭିଯୋଗ ପରେ!-->…
ଆଜି ୮ ଜିଲ୍ଲାକୁ କାଳବୈଶାଖୀର ଆଲର୍ଟ, ୫୦-୬୦ ବେଗରେ ବହିପାରେ ପବନ
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି ।ପାଣିପାଗ ବିଭାଗ ପକ୍ଷରୁ!-->…
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ଏବଂ ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ଉପଲବ୍ଧ ହେବ । ବୋର୍ଡର!-->…
ଦୁଷ୍କର୍ମ ପୀଡ଼ିତାଙ୍କ ଗର୍ଭନଷ୍ଟ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ
ଦୁଷ୍କର୍ମ ପୀଡ଼ିତାଙ୍କ ଗର୍ଭନଷ୍ଟ ସମୟସୀମା ବଢାଯାଉ। କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦଶ। ମେଡିକାଲ ଟର୍ମିନେସନ ଅଫ୍ ପ୍ରେଗନେନ୍ସି ଆଇନରେ ସଂଶୋଧନ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ୧୫ ବର୍ଷୀୟା ନାବାଳିକା ଦୁଷ୍କର୍ମ!-->…
ମଦ ପିଇ ବିଧାନସଭା ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମାନ୍ !
ପଞ୍ଜାବ ବିଧାନସଭାରେ ବଡ ହଙ୍ଗାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍ ମଦ୍ୟପାନ କରି ବିଧାନସଭା ଆସିଥିବାର ଅଭିଯୋଗ ହୋଇଛି।ବାଜୱା ଦାବି କରିଛନ୍ତି ଯେ, ଗୃହରେ ଥିବା ସବୁ ସଦସ୍ୟଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ଯାଞ୍ଚ!-->…
ପୁରୀ, ଭୁବନେଶ୍ୱର ଓ କଟକକୁ ନେଇ ମେଟ୍ରୋ ପରିକଳ୍ପନା କରିଛୁ’ : ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର
ରାଜ୍ୟ କାହାଣୀ ( ଭୁବନେଶ୍ଵର)ନୂଆ ରୂପରେ ଆସିବ ମେଟ୍ରୋ ।ଭୁବେନେଶ୍ୱର ସହ ପୁରୀ ଓ କଟକକୁ ନେଇ ଟ୍ରାଇ ସିଟିର ପରିକଳ୍ପନା କରୁଛନ୍ତି ସରକାର। ଏହା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ଆଗାମୀ ଦିନରେ ଭୁବେନେଶ୍ୱର, ପୁରୀ, କଟକ ଓ ପାରାଦ୍ୱୀପ ଇକୋନୋମିକାଲ ରିଜନ ହେବ!-->…
ନାଗରିକତା ନିୟମରେ ସଂଶୋଧନ : ଅନଲାଇନ ହେଲା OCI ପଞ୍ଜିକରଣ
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନାଗରିକତା ନିୟମ ୨୦୦୯ ରେ ସଂଶୋଧନ କରିଛି । ଯେଉଁଥିରେ ପ୍ରବାସୀ ଭାରତୀୟ ନାଗରିକ (OCI) କାର୍ଡଧାରକ ଏବଂ ନାଗରିକତା ଆବେଦନ ସହିତ ଜଡିତ ଅନେକ ପ୍ରକ୍ରିୟାରେ ଡିଜିଟାଲ୍ ମୋଡ୍ ପ୍ରଚଳନ କରାଯାଇଛି ।ନୂଆ ନିୟମ ଅନୁଯାୟୀ, ନାଗରିକତା ସଂଶୋଧନ ନିୟମ, ୨୦୨୬ OCI କାର୍ଡ!-->…
ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍। ଶୁକ୍ରବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ ସୂଚନା ଦେଇଛନ୍ତି। ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍। ଉଭୟ ଓଡିଆ ଓ ଇଂରାଜୀରେ ମାଟ୍ରିକ ସାର୍ଟିଫିକେଟ୍ ଉପଲବ୍ଧ ହେବ।!-->…
ମେ’ ତୃତୀୟ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ଫଳ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ଚଳିତ ମାସ ତୃତୀୟ ସପ୍ତାହରେ ପ୍ରକାଶିତ ହେବ। ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।ମାଟ୍ରିକ ସାର୍ଟିଫିକେଟ୍!-->…