Browsing Category
ଆଜିର ଖବର
ମହିଳା ସଂରକ୍ଷଣ ବିତର୍କ : ବିଧାନସଭା ଅଧିବେଶନରେ ‘କଙ୍କାଳ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ…
ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ହୋହଲ୍ଲା ଦେଖାଯାଇଛି।କେନ୍ଦୁଝର ପ୍ରସଙ୍ଗ ଉଠାଇ ସରକାର ଘେରିବାକୁ କଂଗ୍ରେସ ସଦସ୍ୟ ଉଦ୍ୟମ କରିଛନ୍ତି। ହଟ୍ଟଗୋଳ ମଧ୍ୟରେ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ବିଷୟରେ!-->…
ପ୍ରକାଶ ପାଇଲା ICSE ଓ ISC ରେଜଲ୍ଟ
ପ୍ରକାଶ ପାଇଲା ICSE ଓ ISC ରେଜଲ୍ଟ। କାଉନସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ସାମିନେସନ୍ସ ବା CISCE ପକ୍ଷରୁ ଆଜି ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ଘୋଷଣା କରାଯାଇଛି।cisce.org ଓ results.cise.orgରେ ରେଜଲ୍ଟ ଉପଲବ୍ଧ ରହିଛି।ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ!-->…
ମହିଳା ସିଆରସିସିଙ୍କୁ ଯୌନ ନିର୍ଯାତନା ମାମଲା ; ଡିଇଓ, ବିଇଓ ଗିରଫ
ରାଜ୍ୟ କାହାଣୀ (ଭୁବନେଶ୍ଵର)ବରଗଡ଼ ଟାଉନ ଥାନାଞ୍ଚଳରେ ମହିଳା ସିଆରସିସିଙ୍କୁ ଯୌନ ନିର୍ଯାତନା ମାମଲାରେ ଗୁରୁବାର ଏକ ବଡ ଘଟଣା ସାମ୍ନାକୁ ଆସିଛି।ଡିଇଓ, ବିଇଓଙ୍କ ସହ ପିଇଟିଙ୍କୁ ଗିରଫ କଲା ପୁଲିସ। ଅଶ୍ଳୀଳ ମେସେଜ ସହ ଯୌନ ନିର୍ଯାତନା ଦେଇଥିବା ନେଇ ହୋଇଥିଲା ଅଭିଯୋଗ।ମହିଳା ସିଆରସିସିଙ୍କୁ!-->…
ଷଷ୍ଠ ବାଟାଲିୟନ୍ରେ ସଂଘବଦ୍ଧ ଆକ୍ରମଣ: ୫ ପୁଲିସ ଆହତ, ୩ ଗୁରୁତର
ରାଜ୍ୟ କାହାଣୀ (ଭୁବନେଶ୍ଵର)ଓଏମ୍ପି ସ୍ଥିତ ଷଷ୍ଠ ବାଟାଲିୟନ୍ କ୍ୟାମ୍ପସ୍ ଭିତରେ ପୁଲିସକୁ ମରଣାନ୍ତକ ଆକ୍ରମଣ ହୋଇଛି । ଏହି ଘଟଣାରେ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି । ବାଟାଲିୟନ ପରିସରରେ ଥିବା ପୋଖରୀ ନିକଟରେ କିଛି ଯୁବକ ଯୁବତୀ!-->…
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ
ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଲଗାତାର ନିଆଁ ମାଡ଼ରେ ଛଟପଟ ହେଉଥିବା ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରାରେ ଅଳ୍ପ ହ୍ରାସ ଘଟିଛି ।ରାଜ୍ୟରେ ଏବେ ଧୀରେ ଧୀରେ କାଳବୈଶାଖୀର ପ୍ରଭାବ ବଢିବାରେ ଲାଗିଛି । ବିଭିନ୍ନ ସ୍ଥାନର!-->…
ସୁଭଦ୍ରା ନୂଆ ପଞ୍ଜୀକରଣ ପାଇଁ ଆଜି ଶେଷ ତାରିଖ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଏପ୍ରିଲ ୧ରୁ ଚାଲିଥିବା ସୁଭଦ୍ରା ନୂତନ ପଞ୍ଜୀକରଣ ପ୍ରକ୍ରିୟା ଆଜି ଶେଷ ହେବ । ଯେଉଁମାନେ କୌଣସି କାରଣରୁ ଆବେଦନ କରିପାରି ନାହାନ୍ତି, ସେମାନେ ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ନୂତନ ଆବେଦନ କରିବେ ।ନୂଆ ଆବେଦନ ସାଧାରଣ ସେବା କେନ୍ଦ୍ର (ସିଏସ୍ସି), ଆମ ସେବା!-->…
କଳିଙ୍ଗନଗର ଶିଳ୍ପାଞ୍ଚଳ ଓ ସହରାଞ୍ଚଳ ବିକାଶ ପ୍ରକଳ୍ପର ବ୍ୟାପକ ସମୀକ୍ଷା କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ…
ରାଜ୍ୟ କାହାଣୀ (ଭୁବନେଶ୍ଵର)ଜିଲ୍ଲାର ସହରାଞ୍ଚଳ ଯୋଜନା ଓ ଫ୍ଲାଗସିପ୍ ପ୍ରକଳ୍ପର ଗତିବେଗ ବଢ଼ାଇବାକୁ ନିର୍ଦ୍ଦେଶ*ଭୁବନେଶ୍ୱର, ଏପ୍ରିଲ ୨୯, ୨୦୨୬:ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଇଡ୍କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀ ଆଜି ଯାଜପୁର ଜିଲ୍ଲାର କଳିଙ୍ଗନଗର!-->…
ଓଡ଼ିଶାର ୬ ସହରରେ ସ୍ଥାପନ ହେବ ୧୯୦ ଇଭି ଚାର୍ଜିଂ ଷ୍ଟେସନ୍
PM E-DRIVE ଯୋଜନା ଅଧିନରେ ଓଡ଼ିଶାର ୬ଟି ସହରରେ ୧୯୦ଟି ଇଭି ଚାର୍ଜିଂ ଷ୍ଟେସନ୍ ସ୍ଥାପନ ହେବ ।୬ଟି ପ୍ରମୁଖ ସହର ଅନୁଗୋଳ, ବାଲେଶ୍ବର, ଭୁବନେଶ୍ୱର, କଟକ, କଳିଙ୍ଗନଗର ଏବଂ ପୁରୀ।ଜାତୀୟ ରାଜପଥ, ଆଞ୍ଚଳିକ ସ୍ଥାନକୁ ଗୁରୁତ୍ୱ ଦିଆଯିବ। ଥରେ ଷ୍ଟେସନ ହୋଇଗଲେ ରାଜ୍ୟ ପରିବହନ ପ୍ରାଧିକରଣ!-->…
ଗୋପାଳପୁର ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ରଙ୍କ ପୋଷ୍ଟ ମର୍ଟମରେ ସାଂଘାତିକ ଖୁଲାସା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଗୋପାଳପୁର ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ରଙ୍କ ପୋଷ୍ଟ ମର୍ଟମରେ ସାଂଘାତିକ ଖୁଲାସା । ଅତ୍ୟଧିକ ମାଡ଼ ସହ ଶ୍ବାସ ରୁଦ୍ଧରୁ ହୋଇଛି ସୁଧୀରଙ୍କ ମୃତ୍ୟୁ । ସୁଧୀରଙ୍କ ମୁଣ୍ଡ ଓ ଛାତିରେ ପ୍ରବଳ ମାଡ଼ ହୋଇଥିଲା । ମାଡ଼ରେ ପିଞ୍ଜରା ହାଡ଼ ଭାଙ୍ଗିଯାଇଥିଲା । ଶ୍ୱାସ!-->…
ପୋଲିଂ ବୁଥ୍ ଇଭିଏମରେ ବିଜେପି ନିର୍ବାଚନୀ ଚିହ୍ନ ଉପରେ ଲାଗିଲା ଟେପ୍
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଲମ୍ବା ଲାଇନରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଲୋକେ ।୧୪୨ଟି ବିଧାନସଭା ଆସନରେ ମତଦାନ ହେଉଥିବାବେଳେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୬୧.୧୧ ପ୍ରତିଶତ ମତଦାନ ହୋଇଛି । ଡାଇମଣ୍ଡ ହାର୍ବର ଲୋକସଭା ନିର୍ବାଚନ ମଣ୍ଡଳୀରୁ ଆସୁଥିବା ଫାଲ୍ଟା!-->…