Browsing Category

ଆଜିର ଖବର

ଲଘୁଚାପର ପ୍ରଭାବ ଜାରି , ୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।ଆଗାମୀ କିଛି ଦିନ ମଧ୍ୟ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି…

ଆଗକୁ ପେଟ୍ରୋଲରେ ମିଶିବ କି ଅଧିକ ଇଥାନଲ ?ସ୍ପଷ୍ଟ କଲେ କେନ୍ଦ୍ର ସରକାର

ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି । କିନ୍ତୁ ସରକାର ଏସବୁ ମିଛ ଏବଂ ଗୁଜବ ବୋଲି ଆଶ୍ୱାସନା ଦେଉଛନ୍ତି । ରାଜ୍ୟସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ରାଜ୍ୟ…

ପୁଣି ଖୋଲିଲା ହୀରାକୁଦର ଆଉ ୪ ଗେଟ୍‌

ଭୁବନେଶ୍ୱର (ରାଜ୍ୟ କାହାଣୀ )ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି ଆହୁରି ୪ଟି ସ୍ଲୁଇସ ଗେଟ୍‌…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ!

UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ ଲାଗିଛି। ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ଘୋଷଣା କରିଛି ସେ ଏଭଳି ନୂଆ ଟେକ୍ନୋଲୋଜି ଉପରେ କାମ କରୁଛି,…

ବନ୍ଧା ହେବେ IPL ଷ୍ଟାର୍ ଅଭିଷେକ ପୋରେଲ, ୩ ବର୍ଷ ଧରି ମହିଳାଙ୍କୁ କରୁଥିଲେ ଦୁଷ୍କର୍ମ

କୋଲକାତା ହାଇକୋର୍ଟ ଏକ ଗଣଦୁଷ୍କର୍ମ ମାମଲା ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲଙ୍କୁ ଗରିଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଅଭିଷେକଙ୍କ ଇଲେକ୍ଟ୍ରୋନିକ୍ ଡିଭାଇସଗୁଡିକୁ ଜବତ କରିବାକୁ ମଧ୍ୟ କୋର୍ଟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ।ଅଭିଯୋଗ ଅନୁସାରେ, ଆଇପିଏଲରେ ଦିଲ୍ଲୀ…

କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ

ଭୁବନେଶ୍ୱର (ରାଜ୍ୟ କାହାଣୀ )କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ । ଭୁବନେଶ୍ୱରରେ ହେବ ମଡେଲ ଜେଲ ପ୍ରତିଷ୍ଠା । ଜେଲରେ ଯୋଗ, ଦକ୍ଷତା ଓ ପୁନର୍ବାସକୁ ଗୁରୁତ୍ବ । କଏଦୀଙ୍କ କଲ୍ୟାଣକୁ ଗୁରୁତ୍ୱ ରହିବ । ଓଡ଼ିଶା କାରାଗାର ବ୍ୟବସ୍ଥାକୁ ଅଧିକ…

ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ ଏବଂ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ । ରାଷ୍ଟ୍ରପତିଙ୍କ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ, ୪ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।ସୂଚନାନୁଯାୟୀ, କୁଆଁରମୁଣ୍ଡା ତହସିଲର କଳୋସିହିରିଆ ଆରଆଇ ଅନିତା ଜେନା ଜଣେ ବ୍ୟକ୍ତିଙ୍କୁ ଜମି ଡିମାର୍କେସନ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪ ବରିଷ୍ଠ ଅଧିକାରୀ

ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ଶିକ୍ଷକ ଶିକ୍ଷା…

‘SIR’ ପାଇଁ ବିଳମ୍ବ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ,ଅକ୍ଟୋବରରୁ ଭୋଟର ତାଲିକା ପ୍ରସ୍ତୁତି

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ନିର୍ବାଚନ ପ୍ରଶାସନ ସହ ଜଡ଼ିତ ଅଧିକାରୀମାନେ ଭିଡିଓ…