Browsing Category
ଆଜିର ଖବର
ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ
ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା । ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ ବାହାରିବ ।!-->…
ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍
ରାଜ୍ୟ କାହାଣୀ (ଭୁବନେଶ୍ଵର)ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍ । ଆଇନ୍ରେ ଶ୍ରୀମନ୍ଦିର ଭଳି ରହିବ ବ୍ୟବସ୍ଥା । ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧ୍ୟକ୍ଷ ଜଷ୍ଟିସ ଦୁର୍ଗା!-->…
ଏସ୍ ସବି ମେଡିକାଲ୍ ସ୍ତ୍ରୀ ଓ ପ୍ରସୂତି ବିଭାଗରୁ ଶିଶୁ ନିଖୋଜ ଘଟଣା ! ତଦନ୍ତ ନିର୍ଦ୍ଦେଶ
ରାଜ୍ୟ କାହାଣୀ (ଭୁବନେଶ୍ଵର)SCB ମେଡିକାଲରୁ କୁଆଡେ ଗଲେ ୧୪ ନବଜାତ ଶିଶୁ। ମାନସିକ ଅନଗ୍ରସର ମହିଳାଙ୍କ ୧୪ ଜଣ ନବଜାତ ଶିଶୁଙ୍କ ମିଳୁନି ପତ୍ତା। ଅଭିଯୋଗ ପରେ ଆରମ୍ଭ ହୋଇଛି ତନାଘନା। ତେବେ ସନ୍ତାନ ପ୍ରସବ କରିଥିବା ଅସହାୟ ତଥା ମାନସିକ ଅନଗ୍ରସର ମହିଳାଙ୍କ ପିଲାଙ୍କୁ ଚୋରି କରାଯାଇଥିବା!-->…
ଦଳ ବିରୋଧୀ ବିଧାୟକଙ୍କ ଆବଶ୍ୟକତା ନାହିଁ: ପ୍ରମିଳା ମଲ୍ଲିକ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଯେଉଁ ବିଧାୟକ ଦଳ ବିରୋଧୀ କାମ କରିଛନ୍ତି ତାଙ୍କର ଆବଶ୍ୟକତା ନାହିଁ । ଏପରି କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜେଡି ପକ୍ଷରୁ ମୁଖ୍ୟ ସଚେତକ ଭାବେ ମୁଁ ବାଚସ୍ପତିଙ୍କୁ ଲେଖିଛି । ଯେଉଁ ୮ ବିଧାୟକ ଦଳ ବିରୋଧୀ କାମ କରିଛନ୍ତି, ସେମାନଙ୍କର!-->…
ବାଚସ୍ପତିଙ୍କୁ ଭେଟିବେ ବିଜେଡିର ସମସ୍ତ ବିଧାୟକ, ନିଲମ୍ବିତ ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ କରିବେ ଦାବି
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ୮ ନିଲମ୍ବିତ ବିଜେଡି ବିଧାୟକଙ୍କ ହେବ କି ସଭ୍ୟପଦ ରଦ୍ଦ ? ଏମିତି ଏକ ଚର୍ଚ୍ଚା ଲାଗି ରହିଥିବାବେଳେ ବାଚସ୍ପତିଙ୍କୁ ଭେଟିବେ ବିଜେଡିର ସମସ୍ତ ବିଧାୟକ ।ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଗତ ଜାନୁଆରୀ ୧୫ରେ ବିଜେଡି!-->…
29ରେ ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ଆଜି ସରୁଛି ପ୍ରଚାର
ଆସନ୍ତା ଏପ୍ରିଲ 29 ତାରିଖରେ ପଶ୍ଚିମବଙ୍ଗରେ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ । ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ସହ ଯେପରି ମତଦାନରେ ବାଧା ନ ଉପୁଜେ ସେଥିପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ(EC) । ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ!-->…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସବୁ ସ୍କୁଲ୍ ଓ କଲେଜ ଛୁଟି
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଅସହ୍ୟ ଗରମ ଏବଂ ପ୍ରଚଣ୍ଡ ଖରା ଅନୁଭୂତ ହେଉଛି। ଯାହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲ ଛୁଟିକୁ ନେଇ ବଡ଼ ଅପଡେଟ ଦେଇଛନ୍ତି । ଏପ୍ରିଲ ୨୭ରୁ ଜୁନ ୧୭ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।!-->…
ରାସ୍ତା ଅତିକ୍ରମ କରୁଥିବା ବେଳେ କେନାଲକୁ ଖସିପଡ଼ିଲା ହାତୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)କେନ୍ଦୁଝର ଚମ୍ପୁଆ ରେଞ୍ଜ ମଙ୍ଗଳପୁର ଗାଁରେ ହାତୀଟି ରାସ୍ତା ଅତିକ୍ରମ କରୁଥିବା ବେଳେ କାନପୁର କେନାଲରେ ଖସି ପଡ଼ିଥିଲା। କିଛି ସମୟର ସଂଘର୍ଷ ପରେ ହାତୀ ନିଜେ ଉଠି ପୁଣି ହାତୀପଲ ସହ ଚାଲିଯାଇଥିବା ଜଣାପଡ଼ିଛି। ବଡ଼ବିଲ ରେଞ୍ଜର ମୁର୍ଗା ଜଙ୍ଗଲରେ ଥିବା ୨୬!-->…
ରାଜ୍ୟସଭା ସଚିବାଳୟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି,ବିଜେପି ତାଲିକାରେ ଆପ୍ର ୭ ସାଂସଦ
ଆମ ଆଦମୀ ପାର୍ଟିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଥିବା ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ମିଳିଛି। ରାଜ୍ୟସଭା ତାଙ୍କୁ ବିଜେପିରେ ଯୋଗଦେବା ପାଇଁ ଅନୁମତି ପ୍ରଦାନ କରିଛି। ରାଜ୍ୟ ସଭା ସଚିବାଳୟ ମଧ୍ୟ ଏହି ମର୍ମରେ ଏକ ବିଜ୍ଞପ୍ତି ଜାରି କରିଛି।
ରାଜ୍ୟ ସଭା ସଚିବାଳୟ ଆମ!-->!-->!-->…
ମାତ୍ର ତିନି ଦିନ, ନଚେତ୍ ତେଲ ପାଇପ୍ ଲାଇନ୍ରେ ହେବ ବିସ୍ଫୋରଣ: ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ନୂଆ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ, ଯୁଦ୍ଧ ସମାପ୍ତ କରିବା ପାଇଁ ଏକ ଚୁକ୍ତିରେ ରାଜି ହେବା ଲାଗି ଇରାନ ପାଖରେ ଆଉ କେବଳ ତିନି ଦିନ ଅଛି। ନଚେତ୍ ଏହାର ତୈଳ ପାଇପ୍ ଲାଇନ୍ଗୁଡ଼ିକରେ ବିସ୍ଫୋରଣ ହେବ। ଫକ୍ସ ନ୍ୟୁଜ୍ ସହିତ!-->…