Browsing Category

ଆଜିର ଖବର

ରାଜ୍ୟସଭା ସଚିବାଳୟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି,ବିଜେପି ତାଲିକାରେ ଆପ୍‌ର ୭ ସାଂସଦ

ଆମ ଆଦମୀ ପାର୍ଟିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଥିବା ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ମିଳିଛି। ରାଜ୍ୟସଭା ତାଙ୍କୁ ବିଜେପିରେ ଯୋଗଦେବା ପାଇଁ ଅନୁମତି ପ୍ରଦାନ କରିଛି। ରାଜ୍ୟ ସଭା ସଚିବାଳୟ ମଧ୍ୟ ଏହି ମର୍ମରେ ଏକ ବିଜ୍ଞପ୍ତି ଜାରି କରିଛି। ରାଜ୍ୟ ସଭା ସଚିବାଳୟ ଆମ

ମାତ୍ର ତିନି ଦିନ, ନଚେତ୍ ତେଲ ପାଇପ୍‌ ଲାଇନ୍‌ରେ ହେବ ବିସ୍ଫୋରଣ: ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ନୂଆ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ, ଯୁଦ୍ଧ ସମାପ୍ତ କରିବା ପାଇଁ ଏକ ଚୁକ୍ତିରେ ରାଜି ହେବା ଲାଗି ଇରାନ ପାଖରେ ଆଉ କେବଳ ତିନି ଦିନ ଅଛି। ନଚେତ୍ ଏହାର ତୈଳ ପାଇପ୍‌ ଲାଇନ୍‌ଗୁଡ଼ିକରେ ବିସ୍ଫୋରଣ ହେବ। ଫକ୍ସ ନ୍ୟୁଜ୍ ସହିତ

ରାଜଧାନୀରେ ଦେହ ବେପାର ପାଇଁ ଡ଼ିଲ ! ୨ ନେପାଳୀ ଯୁବତୀ ଉଦ୍ଧାର

ରାଜ୍ୟ କାହାଣୀ (ଭୁବନେଶ୍ଵର)ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୨ଜଣ ବିଦେଶୀ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ଘର ନେପାଳରେ ।ସେମାନଙ୍କୁ ଦେହ ବେପାର ପାଇଁ ନେପାଳରୁ ଭୁବନେଶ୍ୱର ଚାଲାଣ କରାଯାଇଥିବା ପୁଲିସ ତଦନ୍ତରୁ ଜଣାପଡ଼ିଛି।ଭିଟାମାଟି ଛାଡ଼ି ଚାକିରି ଆଶାରେ ଭାରତ ପଳାଇ ଆସିଥିଲେ।

ରାଜ୍ୟ ସରକାରଙ୍କୁ ଓମ୍‌ସାର ଚେତାବନୀ, ମାସେ ଭିତରେ ଦାବି ପୂରଣ କର  ନହେଲେ ସାମୂହିକ ଇସ୍ତଫା ଦେବୁ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ମାସେ ଭିତରେ ଦାବି ପୂରଣ କର, ନହେଲେ ସାମୂହିକ ଇସ୍ତଫା ଦେବାକୁ ଓମ୍‌ସା ସଂଘର ଚେତାବନୀ।ଓମସା ପକ୍ଷରୁ କେନ୍ଦ୍ରୀୟ ହାରରେ ଡିଏସିପି ପ୍ରଦାନ ସହିତ କ୍ୟାଡର ପୁର୍ନଗଠନ, ସ୍ବଚ୍ଛ ବଦଳି ନୀତି ଭଳି ବିଭିନ୍ନ ଦଫା ଦାବି ନେଇ ପୂର୍ବରୂ ବାରମ୍ବାର ଆନ୍ଦୋଳନ କରାଯାଇ

ବାଘୁଣୀ ‘ଜିନ୍ନତ’ ପ୍ରେମରେ ପାଗଳ ମହାବଳ, ଦୁଇ ରାଜ୍ୟ ଡେଇଁ ଆସିଛି ଶିମିଳିପାଳ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ପ୍ରାୟ ଦେଢ ହଜାର କିମି ଅତିକ୍ରମ କରି ଏକ ଯୁବ ମହାବଳ ବାଘ ଶିମିଳିପାଳ ଜଙ୍ଗଲକୁ ଆସିଛି । ଶିମିଳିପାଳ ଘଞ୍ଚ ଜଙ୍ଗଲରେ ୫ ମାସ ହେଲା ଘୂରି ବୁଲୁଛି । ଖୋଜୁଛି ନିଜ ପ୍ରେମିକା ବାଘୁଣୀ ‘ଜିନ୍ନତ’କୁ ।ପ୍ରାୟ ଦେଢ ହଜାର କିମି ଅତିକ୍ରମ କରି ଏକ ଯୁବ ମହାବଳ ବାଘ

ବଦଳିଯିବ ପାଗ , ଆଜି ବର୍ଷିବ !

ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟରେ ଆଜିଠୁ ପାଗରେ ବଡ ପରିବର୍ତ୍ତନ ହୋଇପାରେ। ଉତ୍ତର ଏବଂ ଦକ୍ଷିଣ ଓଡିଶାର କିଛି ଜିଲ୍ଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। ମୟୂରଭଞ୍ଜ, କେନ୍ଦୁଝର,

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଭିଯୋଗ ଶୁଣାଣି ସ୍ଥଗିତ ରଖିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟ ରାଜଧାନୀ ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହେବାକୁ ଥିବା ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖିଛନ୍ତି ।ଜନ ଶୁଣାଣି ପୋର୍ଟାଲରେ ଅନଲାଇନରେ ପଞ୍ଜୀକରଣ କରିଥିବା

ବାରବାଟି ଷ୍ଟାଡିୟମକୁ ଏନଜିଟିର ନୋଟିସ

ରାଜ୍ୟ କାହାଣୀ (ଭୁବନେଶ୍ଵର)କଟକର ଐତିହାସିକ ବାରବାରୀ ଷ୍ଟାଡିୟମକୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ବା ଏନଜିଟି ନୋଟିସ। ଭୂତଳ ଜଳ ଅପବ୍ୟବହାର ଅଭିଯୋଗରେ ବାରବାଟୀ ସହିତ ଦେଶର ୬ଟି କ୍ରିକେଟ ଷ୍ଟାଡିୟମଙ୍କୁ ଏନଜିଟି ନୋଟିସ କରିଛନ୍ତି।ବିନା ଏନଓସିରେ ପିଚ୍ ରକ୍ଷଣାବେକ୍ଷଣ ପାଇଁ ଭୂତଳ ଜଳର

କଟକରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି କଟକରେ ଆମ ବସ୍ ଧକ୍କା ଦେବାରୁ ଏକ ଦମ୍ପତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ କ୍ୟାଣ୍ଟନମେଣ୍ଟ ରୋଡରେ ଥିବା ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଘର ପାଖରେ ଏକ ବାଇକ୍ ରେ ଏକ ଦମ୍ପତି ରାସ୍ତା କଡ଼ରେ ଠିଆ ହୋଇଥିବା

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଅଭିଯୋଗ ପରେ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ ।ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଏକ ସେବାଶ୍ରମ ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀ ଏବଂ