Browsing Category

ଆଜିର ଖବର

ଆଗକୁ ଆସୁଛି ବଡ଼ ବର୍ଷା, ୨୨ ତାରିଖରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ। ମଝିରେ ମଝିରେ କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ ଆସନ୍ତା ୨୩ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସମ୍ଭାବନା ଅଛି।ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର,…

୨୦ ଲକ୍ଷର ଇନ୍ସୁରାନ୍ସ ପାଇଁ ସ୍ତ୍ରୀର ହତ୍ୟା ଷଡ଼ଯନ୍ତ୍ର : କମ୍ଵଳ ଭିତରେ ସାପ ଛାଡ଼ି ସ୍ୱାମୀକୁ ମାରିଲା…

ଉତ୍ତର ପ୍ରଦେଶର ମେରଠରେ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଘଟଣାର ପର୍ଦ୍ଦାଫାସ କରିଛି,ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। , ୩୫ ବର୍ଷୀୟ ଅତୁଲ ପାୱାର ହସ୍ତିନାପୁର ଥାନା ଅଞ୍ଚଳର ରାମଲୀଳା ମଇଦାନ ନିକଟରେ କୃଷ୍ଣ କିଡ୍ସ ପବ୍ଲିକ ସ୍କୁଲ ଚଲାଉଥିଲେ ଏବଂ ସେଠାରେ ତାଙ୍କ ସ୍ତ୍ରୀ ଦାମିନୀଙ୍କ…

ଏସସିବି ଆଇସିୟୁ ଅଗ୍ନିକାଣ୍ଡ ଘଟଣା; ପୁଣି ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିଶନଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା । ପୁଣି ଦୁଇ ମାସ ବୃଦ୍ଧି ହୋଇଛି ଲକ୍ଷ୍ମୀଧର ବିଶ୍ୱାଳ କମିଶନଙ୍କ କାର୍ଯ୍ୟକାଳ । କାର୍ଯ୍ୟକାଳ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । କଟକ ଏସ୍‌ସିବି ମେଡିକାଲ…

ପୁରୀ ରଥଯାତ୍ରା ଦଳାଚକଟା ଘଟଣା, ଜବାବ ତଲବ କଲେ ମାନବାଧିକାର କମିଶନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରଥଯାତ୍ରା ଭିଡ଼ରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ଜବାବ ତଲବ । ଏହି ଘଟଣାରେ କମିଶନ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି। ଏଥିସହ ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ଉପଯୁକ୍ତ ଓ…

ଶ୍ରୀମନ୍ଦିରରେ ଏଏସଆଇ ଟିମ୍, ଗର୍ଭଗୃହ-ନାଟମଣ୍ଡପ ସଂରକ୍ଷଣ କାର୍ଯ୍ୟର ଅନୁଧ୍ୟାନ

ଶ୍ରୀମନ୍ଦିରରେ ଏଏସଆଇ ଟିମ୍। ରତ୍ନସିଂହାସନ ଛାଡ଼ି ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା ରେ ଯାଇଛନ୍ତି ମହାପ୍ରଭୁ। ଏଣୁ ଏହି ସମୟରେ ଶ୍ରୀମନ୍ଦିର ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ୟ୍ୟ କରାଯିବ ।ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ…

ଏପ୍ରିଲରୁ ଜୁନ ମଧ୍ୟରେ ଏକାସାଙ୍ଗରେ ହୋଇପାରେ ପଞ୍ଚାୟତ ଓ ପୌର ନିର୍ବାଚନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୌରାଞ୍ଚଳ ଅଧ୍ୟକ୍ଷ ପଦ ପାଇଁ ପ୍ରକାଶ ପାଇଲା ସଂରକ୍ଷଣ ତାଲିକା । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପୌରାଞ୍ଚଳ ପାଇଁ ୧୨ ହଜାର ଇଭିଏମ, ଆଉ ୬ ହଜାର ନୂଆ ଇଭିଏମ ଆବଶ୍ୟକ ରହିଛି । ଏହାସହ ବାଲଟ୍ ପେପର୍, ପରିବହନ ବ୍ୟବସ୍ଥା ଓ…

ଆୟୁଷ୍ମାନ କାର୍ଡରେ ମିଳିବ ମାଗଣା କ୍ୟାନସର ଚିକିତ୍ସା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ! ଆଉ ଅର୍ଥ ଅଭାବରୁ ଅଧାରୁ ରହିବନି କ୍ୟାନସର ଚିକିତ୍ସା । ଆୟୁଷ୍ମାନ ଭାରତ ଯୋଜନାରେ ୧୨୧ଟି ନୂଆ ପ୍ୟାକେଜ୍ ସାମିଲ କରି ରାଜ୍ୟର କୋଟି କୋଟି ଜନସାଧାରଣଙ୍କ ପାଇଁ ଆଶାର ନୂଆ କିରଣ ଦେଖାଇଛନ୍ତି ମୋହନ…

ସିଏମ୍‌ଓରୁ ଫାଇଲ୍‌ ଗାଏବ ଘଟଣା , କ୍ୟାପିଟାଲ ଥାନାରେ ହାଜର ହେଲେ ପୂର୍ବତନ IT ସଚିବ ମନୋଜ ମିଶ୍ର

ଭୁବନେଶ୍ୱର (ରାଜ୍ୟ କାହାଣୀ )ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ତଦନ୍ତ କମିଶନ ଫାଇଲ ଗାଏବ ଘଟଣାରେ କ୍ୟାପିଟାଲ ଥାନାରେ ହାଜର ହେଲେ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ର । ସେ ତାଙ୍କର ପକ୍ଷ ରଖିଛନ୍ତି । ସେ କହିଛନ୍ତି, CMOରୁ ଫାଇଲ ଗାଏବ ହୋଇଥିବାରୁ ସେତେବେଳେ କାମ କରୁଥିବା ସମସ୍ତ ଅଧିକାରୀଙ୍କୁ…

ମହାପ୍ରଭୁଙ୍କ ଟାହିଆ ଖୋଲାଯିବା ପ୍ରସଙ୍ଗରେ ମୁହଁ ଖୋଲିଲେ ବାଡଗ୍ରାହୀ । ପର୍ବତ ପରି ଓଜନ ହୋଇଯାଇଥିଲା ଟାହିଆ

ମହାପ୍ରଭୁ ଜଗନ୍ନାଥଙ୍କ ଟାହିଆ ଖୋଲାଯିବା ନେଇ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ରାଜକୁମାର ସ୍ବାଇଁ ମହାପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସୋଲରେ ତିଆରି ଟାହିଆ ପର୍ବତ ପରି ଓଜନିଆ ହୋଇଗଲା। ଏହାକୁ ଦଇତାପତିମାନେ ଉଠାଇବାରେ ସକ୍ଷମ ହୋଇ ନ ଥିଲେ। ଦୀର୍ଘ ୪୫ ମିନିଟ୍‌ ଧରି ଜଗନ୍ନାଥ ନ…

ଶ୍ରୀହରିକୋଟାରୁ ପ୍ରଥମ ଘରୋଇ ରକେଟ ଉତକ୍ଷେପଣ; ବିକ୍ରମ-୧ର ଐତିହାସିକ ଉଡ଼ାଣ

ମହାକାଶ ଅନୁସନ୍ଧାନ କ୍ଷେତ୍ରରେ ଭାରତ ଇତିହାସ ସୃଷ୍ଟି କରିଛି। ହାଇଦ୍ରାବାଦସ୍ଥିତ ଘରୋଇ ମହାକାଶ କମ୍ପାନୀ ସ୍କାଏରୁଟ ଏରୋସ୍ପେସ ଦ୍ୱାରା ବିକଶିତ ବିକ୍ରମ-୧ ରକେଟ ଏହାର ପ୍ରଥମ କକ୍ଷପଥ ମିଶନ ପାଇଁ ଉତକ୍ଷେପଣ କରିଛି। ସୂଚନାମୁତାବକ ଆନ୍ଧ୍ରପ୍ରଦେଶର ତିରୁପତି ଜିଲ୍ଲାର ଶ୍ରୀହରିକୋଟାର ସତୀଶ…