Browsing Category
ଆଜିର ଖବର
ଆଜିଠୁ ଭାରତରେ iPhone 18 Pro ବିକ୍ରି, ଷ୍ଟୋର୍ ବାହାରେ ଗ୍ରାହକଙ୍କ ଭିଡ଼
ଟେକ୍ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଭାରତରେ ଆପଲ୍ର ନୂଆ ଫ୍ଲାଗସିପ୍ ସ୍ମାର୍ଟଫୋନ୍ iPhone 18 Pro ଏବଂ iPhone 18 Pro Maxର ବିକ୍ରି ଆଜିଠାରୁ ଆରମ୍ଭ ହୋଇଛି। । ମୁମ୍ବାଇର BKC ସ୍ଥିତ Jio World Drive ଆପଲ୍ ଷ୍ଟୋର୍, ଦିଲ୍ଲୀ ଏବଂ ବେଙ୍ଗାଲୁରୁ ଭଳି ପ୍ରମୁଖ ସହରଗୁଡ଼ିକରେ ଥିବା!-->…
ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ- ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ପରାମର୍ଶ
ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ ୬ଷ୍ଠ ଶ୍ରେଣୀ ପାଇଁ ୨ଟି ଭାରତୀୟ ସ୍ଥାନୀୟ ଭାଷା ସମେତ ୩ଟି ଭାଷା ଅଧ୍ୟୟନକୁ ବାଧ୍ୟତାମୂଳକ କରୁଥିବା!-->…
ସେମିକନ ଇଣ୍ଡିଆ ଓ ଅର୍ଥମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟ କାହାଣୀ )ନିବେଶ ଆକର୍ଷଣ ଏବଂ ଆର୍ଥିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀରେ ଆୟୋଜିତ ସେମିକନ୍ ଇଣ୍ଡିଆ-୨୦୨୬ ସମ୍ମିଳନୀରେ ଯୋଗଦେବେ । ଓଡ଼ିଶାକୁ ସେମି କଣ୍ଡକ୍ଟର ହବ୍ କରିବା ପାଇଁ ଯୋଜନା ଥିବାବେଳେ ଏଥିରେ!-->…
କାହ୍ନା କୁଣ୍ଡରେ ଭାସିଗଲେ ମହିଳା । କାଲିଠୁ ମିଳୁନି ପତ୍ତା
କାହ୍ନା କୁଣ୍ଡରେ ଭାସିଗଲେ ମହିଳା । ସୁନ୍ଦରଗଡ଼ ତଳସରା ଥାନା ଘୋଘର ନିକଟ ଇବ୍ ନଦୀର କାହ୍ନା କୁଣ୍ଡରେ ଘଟିଛି ଏହି ଅଘଟଣ ।ସୂଚନା ଅନୁସାରେ, ସୁନ୍ଦରଗଡ଼ରୁ ୪ ଜଣ ମହିଳା ସାଙ୍ଗ କାହ୍ନା କୁଣ୍ଡରେ ବୁଲିବାକୁ ଆସିଥିଲେ । ସେମାନଙ୍କ ମଧ୍ୟରୁ ଜଣେ ହାତ ଓ ମୁହଁ ଧୋଇବା ପାଇଁ ପାଣିକୁ ଓହ୍ଲାଇଥିବା!-->…
୧୦ ଦିନ ପରେ ବି STFର ହାତ ଖାଲି,ମହାରାଷ୍ଟ୍ରରୁ ମିଜୋରାମ ଯାଏଁ ରାକେଟ୍ ଲିଙ୍କ୍ ନେଇ ତଦନ୍ତ
ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶାରେ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାକୁ ୧୦ଦିନ ବିତିଲା। ଚାଲାଣକାରୀ କିମ୍ବା ଚାଲାଣ ପଛର ରହସ୍ୟ ଫିଟି ପାରିନି । କ୍ରାଇମ୍ ବ୍ରାଞ୍ଚ STF କିମ୍ବା ଓ୍ୱାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ ଏନେଇ କିଛି ଠୋସ୍ ତଥ୍ୟ ହାତେଇ ପାରିନାହାନ୍ତି।!-->…
ରାଜ୍ୟରେ ୨୨ରୁ ୨୬ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ଆଣ୍ଡାମାନ ସାଗରରେ ପହଞ୍ଚିବ ଘୂର୍ଣ୍ଣିବଳୟ । ଓଡ଼ିଶାରେ ପୁଣି ବଢ଼ିବ ବର୍ଷା । ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର!-->…
ଲୋକସେବା ଭବନ ପରିସର ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ
ଭୁବନେଶ୍ୱର, ରାଜ୍ୟ କାହାଣୀ: ଜନସ୍ୱାସ୍ଥ୍ୟର ସୁରକ୍ଷା, ସ୍ୱଚ୍ଛ ଓ ସୁସ୍ଥ ପରିବେଶ ସୃଷ୍ଟି ତଥା ତମାଖୁ ବ୍ୟବହାରର କୁପ୍ରଭାବରୁ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ସ୍ୱାସ୍ଥ୍ୟ ଓ!-->…
ସୋଆ ଆଇଡିଏସ୍ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ବତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ଵର (ରାଜ୍ୟ କାହାଣୀ ) ସୋଆ ଆଇଡିଏସ୍ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ବତନ୍ତ୍ର ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।
ପୁଣି ଘୁଞ୍ଚିଲା ମହାନଦୀ ବିବାଦ ଶୁଣାଣି, ୨୧ରେ ପରବର୍ତ୍ତୀ ବୈଠକ
ଭୁବନେଶ୍ୱର (ରାଜ୍ୟ କାହାଣୀ )ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ପୁଣି ଘୁଞ୍ଚିଛି । ଆସନ୍ତା ସେପ୍ଟେମ୍ବର ୨୮ ତାରିଖରେ ଟ୍ରିବ୍ୟୁନାଲରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘଦିନ ଧରି ଚାଲିଆସୁଥିବା ଏହି ଜଳ ବିବାଦର ସମାଧାନ ଆଲୋଚନା ଓ ଭାତୃତ୍ୱପୂର୍ଣ୍ଣ!-->…
ଅଧିକାରୀଙ୍କ ଟେବୁଲରେ ବୁଲା କୁକୁର ଛାଡ଼ିଲେ, ନୋଟ୍ ମାଳ ପିନ୍ଧାଇଲେ ଯୁବନେତା
ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ ରନ୍ଧାୱେ ଏକ ବ୍ୟାଗରେ ବୁଲା କୁକୁରକୁ ଧରି ନିଫାଡ଼ ନଗର ପଞ୍ଚାୟତର ଚିଫ୍ ଅଫିସରଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ବ୍ୟାଗ ଖୋଲି!-->…