Browsing Category

ଆଜିର ଖବର

ସ୍ୱାମୀଙ୍କ ମୃତ୍ୟୁକୁ ସହିପାରିଲେନି ସ୍ତ୍ରୀ, ହସ୍ପିଟାଲ ଛାତ ଉପରୁ ଡେଇଁପଡ଼ିଲେ

ଭୁବନେଶ୍ୱର (ରାଜ୍ୟକାହାଣୀ )ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଅଘଟଣ ଘଟଣା ଘଟିଯାଇଛି। ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ଜଣେ ମହିଳା ଜୀବନ ହାରିଛନ୍ତି। ମୃତ ମହିଳାଙ୍କ ନାଁ ପଦ୍ମିନୀ ବାଗ । ତାଙ୍କ ଘର ପୁଇନ୍ତଲା ଥାନା ଅନ୍ତର୍ଗତ ଡୁମେୱରବାହାଲ ଗ୍ରାମର ବୋଲି ଜଣାପଡିଛି

ଆପ୍ ଛାଡ଼ି ବିଜେପିରେ ସାମିଲ ହେଲେ ରାଘବ ଚଢ଼ା

ଆପ୍ ଛାଡିଲେ ରାଘବ ଚଢା । କେବଳ ରାଘବ ଚଢା ନୁହେଁ ସାଂସଦ ସନ୍ଦୀପ ପାଠକ ଏବଂ ଅଶୋକ ମିତ୍ତଲ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ୩ ଜଣ ରାଜ୍ୟସଭାରେ ସାଂସଦ ଥିଲେ । ଏବେ ଏମାନେ ସମସ୍ତେ ବିଜେପିରେ ସାମିଲ ହୋଇଛନ୍ତି ।ଆଗକୁ ଆଉ ୪ଜଣ ଇସ୍ତଫା ଦେବେ ସୂଚନା। ଶ୍ରୀ ଚଢା କହିଛନ୍ତି ଯେଉଁ ଆପ ଦଳ

ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡ ହେବ ପୁନର୍ଗଠିତ

ଭୁବନେଶ୍ୱର (ରାଜ୍ୟକାହାଣୀ )୨ଦିନ ତଳେ ରାଜ୍ୟ ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡ ଗଠନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମୁଖ୍ୟ ଶାସନ ସଚିବଙ୍କୁ ବୋର୍ଡର ଅଧ୍ୟକ୍ଷ ଦାୟିତ୍ବ ଦିଆଯାଇଥିଲା । କିନ୍ତୁ ହଠାତ ପୂର୍ବ ନିର୍ଦ୍ଦେଶାନାମାକୁ ବାତିଲ କରି ନୂଆ ବିଜ୍ଞପ୍ତି ଆସିଛି। ଏହି ନୂତନ

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରି ଯୁବକ ଗିରଫ

ଭୁବନେଶ୍ୱର (ରାଜ୍ୟକାହାଣୀ )ରେଢ଼ାଖୋଲ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରି ଯୁବକ ଗିରଫ । ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଯୁବକ ହେଲେ ବଉଦ ଜିଲ୍ଲା କିରାସିରା

ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା

ରାଜ୍ୟ କାହାଣୀ ( ଭୁବନେଶ୍ଵର)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ

ସରକାରୀ ଯୋଜନାରେ ବଡ଼ ସଂସ୍କାର : ଅକାମୀ ଯୋଜନା ହେବ ବନ୍ଦ,୧୫ ଦିନ ମଧ୍ୟରେ ରିପୋର୍ଟ ତଲବ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ସରକାର ରାଜ୍ୟ ପ୍ରବର୍ତ୍ତିତ ଯୋଜନାଗୁଡ଼ିକର ରୂପରେଖ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି ପ୍ରଶାସନିକ ଦକ୍ଷତା ବଢ଼ାଇବା ଏବଂ ସମ୍ବଳର ସଠିକ୍ ବିନିଯୋଗ ପାଇଁ ଅଦରକାରୀ ବା କମ୍ ପ୍ରଭାବୀ ଯୋଜନାଗୁଡ଼ିକୁ ବନ୍ଦ କରାଯାଇପାରେ କିମ୍ବା ଅନ୍ୟ

ରଥ ଚାଳିରେ ତୁମ୍ବ, ଶାଳରେ ଅର କଣ୍ଟା ତିଆରି

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀକ୍ଷେତ୍ର​‌ରେ ଚଳଚଞ୍ଚଳ ରଥଖଳା। ରଥ ନିର୍ମାଣ ଅବସରରେ ଚକ ପାଇଁ ତୁମ୍ବ ଓ ଅର କଣ୍ଟା ତିଆରି ଜାରି ରହିଛି । କରତି ସେବକ ଗଡ଼ କାଟିବା ପରେ ଭୋଇ ସେବକମାନେ ବିଶ୍ୱକର୍ମାଙ୍କୁ ଯୋଗାଉଛନ୍ତି । ଆଗେଇ ଚାଲଛି ତୁମ୍ବ ନିର୍ମାଣ କାର୍ଯ୍ୟ। ଚତୁର୍ଥ ଦିନରେ ତିନି ରଥର

ସ୍କୁଲ ଏକାଡେମିକ୍‌ କ୍ୟାଲେଣ୍ଡର ଜାରି, ରବିବାରକୁ ମିଶାଇ ମୋଟ ୧୩୫ ଦିନ ଛୁଟି

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି ।ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୧ଟି ପୂଜା ଓ

ତୀବ୍ର ହେଉଛି ଆମେରିକା-ଇରାନ ଉତ୍ତେଜନା ;ଇରାନର ୩ ତୈଳ ଟ୍ୟାଙ୍କରକୁ ଅଟକାଇଲା ଆମେରିକା

ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚାଲିଥିଲେ ମଧ୍ୟ ଶାନ୍ତି ଆଲୋଚନା ବିଫଳ ହେବା ପରେ ଏହା ଆଗକୁ ଆହୁରି ଭୟଙ୍କର ହେବା ଆଶଙ୍କା କରାଯାଉଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଧମକ ଦେଇ କହିଛନ୍ତି ଯେ, ଶାନ୍ତି ଚୁକ୍ତି କରିବାର ସମୟ ସରି ଆସୁଛି । ଟ୍ରମ୍ପ ଇରାନ ଯୁଦ୍ଧକୁ

ସାରା ରାଜ୍ୟକୁ କଲବଲ କରୁଛି ପ୍ରଚଣ୍ଡ ତାତି, ଆସନ୍ତା ୧୫ ଦିନ ଯାଏ ତ୍ରାହି ନାହିଁ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରଚଣ୍ଡ ଗ୍ରୀଷ୍ମ ଜ୍ୱାଳାରୁ ନିସ୍ତାର ନାହିଁ । ଏବେ ଯେମିତି ଜଳୁଛି ଓଡ଼ିଶା, ଆହୁରି ୧୫ ଦିନ ଜାଳିବ ତାତି ପ୍ରକୋପ ।୪୪ ଡିଗ୍ରୀ ସହ ଶୀର୍ଷରେ ଝାରସୁଗୁଡା। ୪୨.୧ ଡିଗ୍ରୀରେ ସନ୍ତୁଳି ହେଲା ଭୁବନେଶ୍ୱର। ପୁଣି ଆହୁରି ଦୁଇଦିନ ଅସମ୍ଭାଳ ହେବ। ଏନେଇ ଚେତାବନୀ