Browsing Category
ଆଜିର ଖବର
ସ୍କୁଲ ଛୁଟି ନେଇ ଆଜି ନିଆଯିବ ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ। ସ୍କୁଲ ଛୁଟି ନେଇ ଗୁରୁବାର ଦିନ ନିଆଯିବ ନିଷ୍ପତ୍ତି । ଏସଆରସିଙ୍କ ସହ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ ।!-->…
ମେ’ ୧ରୁ ନୂଆ ଅନଲାଇନ୍ ଗେମିଂ ନିୟମ, ୧୦ ବର୍ଷ ପର୍ଯ୍ୟନ୍ତ ବୈଧ ରହିବ ସାର୍ଟିଫିକେଟ୍
ଦେଶରେ ଅନଲାଇନ୍ ଗେମିଂଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅନଲାଇନ୍ ଗେମିଂ ଅଥରିଟି ଅଫ୍ ଇଣ୍ଡିଆ(ଓଜିଏଆଇ) ଗଠନ ନେଇ ବିଜ୍ଞପ୍ତି ଜାରି କରିଛନ୍ତି । ତେବେ ନୂଆ ନିୟମଗୁଡ଼ିକ ଅଧୀନରେ ଗେମିଂ କମ୍ପାନିଗୁଡ଼ିକୁ ବଡ଼ ଆଶ୍ବସ୍ତି ଦେଇଛନ୍ତି ।ସରକାର ସାର୍ଟିଫିକେଟ୍ର ବୈଧତାକୁ ଦୁଇ!-->…
ଛାତ୍ରୀ, ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ଏଣିକି ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଏକ ସୁରକ୍ଷିତ କ୍ୟାମ୍ପସ…
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରୀ ଓ ମହିଳାଙ୍କ ସୁରକ୍ଷା ନେଇ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନକୁ ଚିଠି କରାଯାଇଛି ।କ୍ୟାମ୍ପସରେ ବାରମ୍ବାର ଯୌନ ନିର୍ଯାତନା, ଛାତ୍ରୀଙ୍କୁ ଦୁର୍ବବ୍ୟହାର, ଅଶ୍ଲୀଳ ଆଚରଣ ପ୍ରଦର୍ଶନର ଅଭିଯୋଗ ହେଉଛି । ଏହାକୁ ନେଇ ଏବେ ଚିନ୍ତାରେ!-->…
ଏପ୍ରିଲ 2026ରୁ ଓଡ଼ିଶାରେ ‘ପ୍ରୋଫେସନାଲ ଟ୍ୟାକ୍ସ’ ବନ୍ଦ, ଉପକୃତ ହେବେ ଚାକିରିଆ ଓ ବ୍ୟବସାୟୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)ରାଜ୍ୟ ସରକାର ଦୀର୍ଘ ବର୍ଷ ଧରି ପ୍ରଚଳିତ ହୋଇ ଆସୁଥିବା ‘ଓଡ଼ିଶା ବୃତ୍ତି, ବ୍ୟାପାର, ଜୀବିକା ଓ ନିଯୁକ୍ତି ଉପରେ ଟିକସ’ ବା ପ୍ରଫେସନାଲ ଟ୍ୟାକ୍ସକୁ ସମ୍ପୂର୍ଣ୍ଣ ଭାବେ ଉଠାଇ ଦେଇଛନ୍ତି । ତେବେ ଚଳିତ ବାର୍ଷିକ ବଜେଟରେ ଏପ୍ରିଲ ପହିଲାରୁ ପିଛିଲା ଭାବେ!-->…
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ସ୍ଥାନଗୁଡ଼ିକର ଇଂରାଜୀ ବନାନ ସଂଶୋଧନ ନେଇ ସୂଚନା ଜାରି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟର ବିଭିନ୍ନ ସ୍ଥାନର ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ଇଂରାଜୀ ବନାନ ସଂଶୋଧନ ସମ୍ବନ୍ଧରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସୁପାରିଶ ହୋଇଥିବା ପ୍ରସ୍ତାବଗୁଡ଼ିକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଉପସ୍ଥାପନ କରାଯାଇ!-->…
ଭିସୁଟରେ ପୁଣି ରାଗିଂ ଅଭିଯୋଗ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଭିସୁଟରେ ପୁଣି ରାଗିଂ ଅଭିଯୋଗ । ସମ୍ବଲପୁର ଭିସୁଟର ମେକାନିକାଲ ବିଭାଗର ଜଣେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି । ରାଗିଂ ଅଭିଯୋଗରେ ୪ ଜଣ ସିନିଅର ଛାତ୍ରଙ୍କୁ ଗଠନ କରାଯାଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଛାତ୍ରମାନଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡିତ କରିଛି । ଜଣେ!-->…
ରାଜ୍ୟର କୃଷି କ୍ଷେତ୍ର ହେବ ଅଧିକ ଗତିଶୀଳ । ଖରିଫ୍ ଋତୁ ପାଇଁ ଚାଷୀଙ୍କୁ ମିଳିବ ୧୧,୫୦୦ କୋଟିର ଋଣ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟର କୃଷି କ୍ଷେତ୍ରକୁ ଅଧିକ ଗତିଶୀଳ କରିବା ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାର ଚଳିତ ଖରିଫ୍ ଋତୁ ପାଇଁ ଏକ ବୃହତ୍ ଋଣ ଯୋଜନା ଘୋଷଣା କରିଛନ୍ତି। ଏଥର ଖରିଫ୍ ଋତୁରେ ସମବାୟ ବ୍ୟାଙ୍କଗୁଡ଼ିକ ଜରିଆରେ ଚାଷୀଙ୍କୁ ମୋଟ ୧୧ ହଜାର ୫୦୦ କୋଟି!-->…
ଏସସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ
ରାଜ୍ୟ କାହାଣୀ ( ଭୁବନେଶ୍ଵର)କଟକ ଏସସିବି ମେଡିକାଲରେ ପୁଣି ଅଘଟଣ। ଗତକାଲି ରାତିରେ ଏସସିବି ମେଡିକାଲ ବିଲ୍ଡିଙ୍ଗରୁ ସିଲିଂ ଖସିଯାଇଛି। ସୌଭାଗ୍ୟବଶତଃ କାହାର କିଛି କ୍ଷତି ହୋଇନାହିଁ। ଏସସିବି ମେଡିକାଲ ହେମାଟୋଲୋଜି ବିଭାଗ ପାଇଖାନା ନିକଟରେ ଏଭଳି ଅଘଟଣ ଘଟିଛି । ବାରମ୍ବାର କଟକ ବଡ!-->…
IRS ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା
ଆଇଆରଏସ ଅଧିକାରୀଙ୍କ ଝିଅକୁ ହତ୍ୟା । ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା ।ଯୁବତୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିଲା।ଏଭଳି ଏକ ଘଟଣା ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଘଟିଛି । ପୋଲିସ ସନ୍ଦେହ କରୁଛି ଯେ ବଳାତ୍କାର ପରେ ତାଙ୍କୁ ହତ୍ୟା!-->…
ଇରାନ-ଆମେରିକା ବିବାଦରେ ମଧ୍ୟସ୍ଥତା କରିପାରେ ଭାରତ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ଜର୍ମାନୀରେ ଭାଷଣ ଦେଇ ସେ କହିଛନ୍ତି ଯେ ଭାରତ ଦୁଇ ରାଷ୍ଟ୍ର ମଧ୍ୟରେ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଛି, କିନ୍ତୁ ଉଲ୍ଲେଖ କରିଛନ୍ତି ଯେ ପ୍ରତ୍ୟେକ ଜିନିଷ!-->…