Browsing Category

ଆଜିର ଖବର

କଟକ ସ୍ଥିତ CRRI କ୍ୟାମ୍ପସ ମଧ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ । କଟକ ସ୍ଥିତ CRRI କ୍ୟାମ୍ପସ ମଧ୍ୟରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ମଧ୍ୟ ଉପସ୍ଥିତ ରହିଥିଲେ । ପୂଜାର୍ଚ୍ଚନା, ହୋମଯଜ୍ଞ ପରେ ଅଖିମୁଠି

ଜନଗଣନାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଜନ ଗଣନା କରିବାକୁ ଯାଇ ନିଖୋଜ ଶିକ୍ଷୟତ୍ରୀ । ତିନି ଦିନ ହେଲାଣି ମିଳୁନି ପତ୍ତା। ଗତ ୧୮ ତାରିଖ ଶନିବାର ଠାରୁ ଜନଗଣନା କରିବାକୁ ଯାଇ ନିଖୋଜ ଅଛନ୍ତି ।ବାରିପଦା ବାଉତିଶୋଳ ଅଞ୍ଚଳରୁ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସାହୁ ଶନିବାରଠୁ ନିଖୋଜ ଥିବା ନେଇ ସଦର

ଟ୍ରମ୍ପଙ୍କ ଧମକ ପରେ ଆଲୋଚନାରୁ ପଛକୁ ହଟିଲା ତେହେରାନ

ୱାଶିଙ୍ଗଟନ୍‌ର ଅତ୍ୟଧିକ ଦାବି, ଅବାସ୍ତବ ଆଶା, ସ୍ଥିତିରେ ନିରନ୍ତର ପରିବର୍ତ୍ତନ, ବାରମ୍ବାର ବିରୋଧାଭାସ ଏବଂ ଇରାନୀୟ ବନ୍ଦରଗୁଡ଼ିକର ଯୁକ୍ତରାଷ୍ଟ୍ର ନୌସେନା ଅବରୋଧ ଯୋଗୁ ତେହେରାନ୍ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିବ ନାହିଁ | ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ସାମିଲ ହେବନି ଇରାନ

ଆଜି ଏହିସବୁ ଜିଲ୍ଲାରେ ଲାଗି ରହିବ ତାତିର ପ୍ରଭାବ

ଭୁବନେଶ୍ୱର (ରାଜ୍ୟକାହାଣୀ )ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷୁଛି। ପ୍ରଚଣ୍ଡ ତାତିରେ ଆଉଟୁ ପାଉଟୁ ହେଉଛି ଅଧା ଓଡ଼ିଶା।ଆସନ୍ତା ୨୩ ତାରିଖ ଯାଏଁ ଲାଗି ରହିବ ତାତିର ପ୍ରଭାବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୩୮ ରୁ ୪୦ ଡିଗ୍ରୀ ଟପିପାରେ ତାତି। ୨ରୁ ୩ ଡିଗ୍ରୀ ବଢ଼ିପାରେ ଦିନ ତାପମାତ୍ରା । ସେହିପରି

ଆଜି ପବିତ୍ର ଅକ୍ଷୟ ତୃତୀୟା । ବଡ଼ଦାଣ୍ଡରେ ଅନୁକୁଳ ହେବ ରଥ ନିର୍ମାଣ କାମ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହେବ। ବିଧିବଦ୍ଧ ନୀକାନ୍ତି ସହ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିବା ପରେ ବଡଦାଣ୍ଡରେ ରଥଖଳାରେ ରଥ ନିର୍ମାଣ କାମର ଶୁଭାରମ୍ଭ ହେବ

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ମାତ୍ର ୭୭୨ ଗ୍ରାମ ଓଜନର ଶିଶୁକୁ ନୂଆ ଜୀବନ ଦେଲା ସମ୍ ନବଜାତ ଶିଶୁରୋଗ ବିଭାଗ

ଭୁବନେଶ୍ୱର, ( ରାଜ୍ୟ କାହାଣୀ)ଜନ୍ମ ହେବାର ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬ ସପ୍ତାହରେ ଜନ୍ମିତ ମାତ୍ର ୭୭୨ ଗ୍ରାମ ଓଜନର ଶିଶୁ କନ୍ୟାର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲର ନବଜାତ ଶିଶୁରୋଗ ବିଭାଗର ଡାକ୍ତରୀ ଟିମ୍

ହର୍ମୁଜରେ ଦୁଇଟି ଜାହାଜ ଉପରେ ଗୁଳିମାଡ଼,ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ କଲା ଇରାନ

ଆମେରିକା-ଇରାନ ଯୁଦ୍ଧ ଆରମ୍ଭ ହେବା ପରଠାରୁ ହର୍ମୁଜ ପ୍ରଣାଳୀ ବିବାଦର କେନ୍ଦ୍ର ହୋଇ ରହିଛି। ତେବେ ଇରାନ ହର୍ମୁଜ ପ୍ରଣାଳୀରୁ କଟକଣା ପ୍ରତ୍ୟାହାର କରିଥିବାବେଳେ ଶନିବାର ପୁଣି ଥରେ କଟକଣା ଲାଗୁ କରିଛି। ଆମେରିକା ଯୁଦ୍ଧ ବିରତି ଉଲ୍ଲଂଘନ କରୁଥିବା ଇରାନ ଅଭିଯୋଗ କରିଛି। ଶନିବାର ହର୍ମୁଜ

ଭୁବନେଶ୍ୱରରେ PMAY-U ର ଅଗ୍ରଗତି ସମୀକ୍ଷା କଲେ ଯୁଗ୍ମ ସଚିବ,

ରାଜ୍ୟ କାହାଣୀ (ଭୁବନେଶ୍ଵର)ଭାରତ ସରକାରଙ୍କ ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ କୁଲଦୀପ ନାରାୟଣ ଆଜି ଭୁବନେଶ୍ୱର ଗସ୍ତ କରି ଓଡ଼ିଶାରେ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା–ସହରାଞ୍ଚଳ’ (PMAY-U) ଏବଂ PMAY-U 2.0 ର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି।

ନୀତିଶ କୁମାରଙ୍କ ପୁଅ ନିଶାନ୍ତଙ୍କୁ ମିଳିଲା Z ସିକ୍ୟୁରିଟି !ବିଜୟ ସିହ୍ନାଙ୍କ ସୁରକ୍ଷା Z ପ୍ଲସ୍‌ ବର୍ଗରୁ Z କୁ…

ନୀତିଶ କୁମାର ରାଜ୍ୟସଭା ଯିବା ପରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସମ୍ରାଟ ଚୌଧୁରୀ ବିହାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନୀତିଶ ଗାଦି ଛାଡ଼ିବା ପରେ, ତାଙ୍କ ପୁଅ ନିଶାନ୍ତ କୁମାର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କିଛି ହେଲା ନାହିଁ ।

ରାତି ୮ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ମହିଳା ସଂରକ୍ଷଣ ବିଲ୍ ଉପରେ ବିତର୍କ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ ମିନିଟରେ ଦେଶକୁ ସମ୍ବୋଧନ କରିବେ । ସୁତ୍ର ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି ମହିଳା ସଂରକ୍ଷଣ ବିଲ୍ ଉପରେ କହିବା ଆଶା କରାଯାଉଛି ।ତେବେ ପ୍ରଧାନମନ୍ତ୍ରୀ କେଉଁ ବିଷୟ ଉପରେ ଦେଶକୁ