Browsing Category
ଆଜିର ଖବର
ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଅଭିଯୋଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲଦାର ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ତହସିଲଦାର । ଲଘୁ ଖଣିଜ ଲୁଟ୍ ହେଉଥିବା ନେଇ ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ସମୟରେ ବ୍ୟାସନଗର ତହସିଲଦାରଙ୍କ ଉପରେ!-->…
ଆତଙ୍କୀ ଲିଙ୍କ୍ରେ ଓଡ଼ିଆ ଯୁବକ ଗିରଫ । ଦିଲ୍ଲୀରେ ଗିରଫ କଲା ପୋଲିସ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ। ଭୁବନେଶ୍ବରର ଶେଖ୍ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ତାଙ୍କ ସହ ଅନ୍ୟ ୩ ଜଣଙ୍କୁ ବି ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ମହାରାଷ୍ଟ୍ରର ୨ ଜଣ ଓ ବିହାର!-->…
ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା
ରାଜ୍ୟ କାହାଣୀ (ଭୁବନେଶ୍ଵର)ଏଣିକି ଯୋଜନା ବୋର୍ଡ ବଦଳରେ ହେବ SITI ଓଡ଼ିଶା । ଖୁବଶୀଘ୍ର ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI ଓଡ଼ିଶା । SITI ହେଉଛି ଷ୍ଟେଟ ଇନଷ୍ଟିଚ୍ୟୁଟ ଫର୍ ଟ୍ରାନ୍ସଫରମେଟିଭ୍ ଇନିସିଏଟିଭ୍ ।କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ନିର୍ମାଣ ହେବ ହିଟୱେଭ ଆଶ୍ରୟ ସ୍ଥଳୀ: ମନ୍ତ୍ରୀ
ରାଜ୍ୟ କାହାଣୀ (ଭୁବନେଶ୍ଵର)ଟାଣ ଖରା ସମୟରେ ଯାତ୍ରୀ ପରିବହନ ଉପରେ କଟକଣା ଲଗାଇବେ ସରକାର । ଅଧିକ ଖରା ହେଉଥିବା ଜାଗାରେ ହିଟୱେଭ ଆଶ୍ରୟ ସ୍ଥଳୀ ନିର୍ମାଣ କରିବେ । ଯାତାୟତ କରିବା ରାସ୍ତାରେ ଡ୍ରାଇଭରଙ୍କ ପାଇଁ ବିଶ୍ରାମ, ORS, ପିଇବା ପାଣିର ବ୍ୟବସ୍ଥା କରାଯାଇଛି । ଏନେଇ ସୂଚନା ଦେଲେ!-->…
ଲୋକସଭାରେ କାଟ୍ ଖାଇଲା ସମ୍ବିଧାନ ସଂଶୋଧନ ବିଲ୍ ।ବିଜେପି ଚାହିଁଲା ବିଲ୍ ପାସ୍ ନହେଉ-ଅରୁଣ ସାହୁ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିର ଇଣ୍ଡି ମେଣ୍ଟ ସହ ହୋଇଛି ଅଘୋଷିତ ବୁଝାମଣା । ମହିଳା ସଂରକ୍ଷଣ ବିଲ କାଟ ଖାଇବା ପ୍ରସଙ୍ଗରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରତିକ୍ରିୟା ରଖି କହିଛନ୍ତି, ଆଗରୁ ବିଜେପିକୁ ସମର୍ଥନ କରୁଥିଲେ, ଏବେ ଇଣ୍ଡି ମେଣ୍ଟକୁ ସମର୍ଥିନ । ଏହା ଦ୍ୱାରା!-->…
ପୁରୀ ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ
ଚଳିତ ବର୍ଷ ପୁରୀ ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ । ଆସନ୍ତା ୨୦ ତାରିଖରେ ଚନ୍ଦନଯାତ୍ରା ଥିବାରୁ ଏହାକୁ ନେଇ ପୁରୀ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୁରୀ ଏସପି ପ୍ରତୀକ ସିଂଙ୍କ ସୂଚନା ଅନୁଯାୟୀ, ନରେନ୍ଦ୍ର ପୁଷ୍କରିଣୀରେ କଡ଼ା!-->…
ଅକ୍ଷୟ ତୃତୀୟାରେ ସିଏମ କିଷାନ ସହାୟତା ରାଶି
ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ମାସ ୨୦ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଯୋଗ୍ୟ ଚାଷୀଙ୍କୁ ସିଏମ-କିଷାନ ସହାୟତା ରାଶି ଦିଆଯିବ। କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରଦାନର ଶୁଭାରମ୍ଭ କରିବେ। ରାଜ୍ୟର ୪୧ ଲକ୍ଷ ୬୮ହଜାର ୫୮୨!-->…
ଅଣ୍ଡା ଦେଲେନି ଫେରିଗଲେ ଅଲିଭରିଡଲେ
ଭୁବନେଶ୍ୱର (ରାଜ୍ୟକାହାଣୀ )ଅଣ୍ଡା ନଦେଇ ଫେରିଗଲେ ଅଲିଭରିଡଲେ । ଏପ୍ରିଲ ମାସ ସରିବାକୁ ବସିଲାଣି ମାତ୍ର ଆଜି ଯାଏଁ ବିରଳ ଅଲିଭରିଡଲେ କଇଁଛ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହେଉନାହାନ୍ତି । ଦୀର୍ଘ ଦୁଇ ମାସ ଧରି କୂଳରୁ ୫ଶହ ମିଟର ମଧ୍ୟରେ ଲକ୍ଷାଧିକ ମାଆ କଇଁଛ ଠୁଳ ହୋଇଥିବା!-->…
ଡେଟିଂ ଆପ୍ ଜରିଆରେ ଡକାୟତି କରୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାଶ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗେ ଡେଟିଂ ଆପ୍ ଜରିଆରେ ଡକାୟତି। ଏହି ଗେ ଡେଟିଂ ଆପ୍ ବ୍ୟବହାର କରି ଲୋକଙ୍କୁ ଲୁଟୁଥିଲେ। ବଡଗଡ ଥାନା ପୋଲିସ ଏହାର ପର୍ଦ୍ଦାଫାସ କରିଛି। ଯୁବକ ମାନେ ଗେ ଡେଟିଙ୍ଗ ଆପ ଜରିଆରେ କରୁଥିଲେ ଚାଟିଙ୍ଗ। ଦେଖା କରିବା ପାଇଁ ଡାକୁଥିଲେ ନିରୋଳା ଜାଗାକୁ । ଫାଶରେ!-->…
ଭଦ୍ରକରୁ ବିରଳ ଆଲବିନୋ ରଣା ଉଦ୍ଧାର
ଭୁବନେଶ୍ୱର (ରାଜ୍ୟକାହାଣୀ )ଭଦ୍ରକରୁ ବିରଳ ଆଲବିନୋ ରଣା ଉଦ୍ଧାର ହୋଇଛି ।ଭଦ୍ରକ ଜିଲ୍ଲାର ବନ୍ତ ବ୍ଲକର ଛୁଆଳ ସିଂହ ଅଞ୍ଚଳରୁ ଆଜି ଏକ ହଳଦିଆ ଧଳା ରଙ୍ଗର ସାପ ସ୍ଥାନୀୟ ଲୋକ ମାନେ ଧରି ଏକ ପ୍ଲାଷ୍ଟିକ ଡବାରେ ରଖି ଥିଲେ । ସ୍ନେକ୍ ହେଲ୍ପ ଲାଇନର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକଙ୍କୁ!-->…