Browsing Category
ଆଜିର ଖବର
ହର୍ମୁଜ ସଙ୍କଟ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି, ରୁଷଠାରୁ ତୈଳ କ୍ରୟ କରିବ ଭାରତ
ଭାରତକୁ ରୁଷୀୟ ତୈଳ ଉପରେ ଏକ ଭଲ ଖବର ମିଳିଛି। ପଶ୍ଚିମ ଏସୀୟ ବିବାଦ ଏବଂ ଇନ୍ଧନ ସଙ୍କଟ ମଧ୍ୟରେ, ଆମେରିକା ଏକ ବଡ଼ ୟୁ-ଟର୍ନ ନେଇଛି। ଆମେରିକା ରୁଷଠାରୁ ଭାରତର ତୈଳ କ୍ରୟ ଛାଡ଼କୁ ବୃଦ୍ଧି କରିଛି । ଟ୍ରେଜେରୀ ସଚିବ ସ୍କଟ୍ ବେସାଣ୍ଟ ଆମେରିକା ଛାଡ଼କୁ ବୃଦ୍ଧି କରିବ ନାହିଁ ବୋଲି କହିବାର!-->…
ଆଉ ୪ ଦିନ ଉପକୂଳରେ ଭୀଷଣ ଗରମ ଓ ଗୁଳୁଗୁଳ ଆଶଙ୍କା
ଭୁବନେଶ୍ୱର (ରାଜ୍ୟକାହାଣୀ )ତାତି ଆହୁରି ବଢ଼ିବ । ତାତି ୪୫ ଡିଗ୍ରି ସେଲସିୟସ ଛୁଇଁବ । ପଶ୍ଚିମ ଓଡ଼ିଶାରେ ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଟିଟିଲାଗଡ଼ ପାଲଟିଲାଣି ତତଲାଗଡ଼ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୧୮ ତାରିଖରେ ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ଦିନ ତାପମାତ୍ରା ୪୫!-->…
ଶୁଣୁନି ଅମାନିଆ ଇସ୍କନ, ପୁଣି କଲା ଅଦିନିଆ ରଥଯାତ୍ରା
ଭୁବନେଶ୍ୱର (ରାଜ୍ୟକାହାଣୀ )ପୁଣି ଅଦିନିଆ ରଥଯାତ୍ରାକୁ ନେଇ ବିବାଦ । ଆଜି ଅଷ୍ଟ୍ରେଲିଆର ବ୍ରିସବେନରେ ଇସ୍କନ ଆୟୋଜନ କରିବ ଅଦିନିଆ ରଥଯାତ୍ରା । ଅଷ୍ଟ୍ରେଲିଆର କିଙ୍ଗ ଜର୍ଜ ସ୍କୋୟାର ବ୍ରିସବେନ ସିବିଡିରେ ପୂର୍ବାହ୍ନ ୧୧ଟା ରୁ ଅପରାହ୍ନ ୩ଟା ୩୦ ପର୍ଯ୍ୟନ୍ତ ରଥଯାତ୍ରା ଆୟୋଜନ ନେଇ!-->…
ଠାକୁରଙ୍କ ମୁହଁରେ କପଡା ଘୋଡାଇ ଲୁଟିନେଲେ ଦୁର୍ବୃତ୍ତ
ଭୁବନେଶ୍ୱର (ରାଜ୍ୟକାହାଣୀ )ଠାକୁରଙ୍କ ମୁହଁରେ କପଡା ଘୋଡାଇ ଲୁଟିନେଲେ ଦୁର୍ବୃତ୍ତ। ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା କୁଳିଗଡି ଗାଁରେ ଥିବା ଶନିମନ୍ଦିରରୁ ଚୋରି। ଠାକୁରଙ୍କ ସମସ୍ତ ଅଳଙ୍କାର, ଦାନ ବାକ୍ସର ଟଙ୍କା ଚୋରି କରିନେଲେ ଦୁର୍ବୃତ୍ତ। ମନ୍ଦିରରୁ ଚୋରି କରିବା ପରେ ଗାଁରୁ ଦୁଇଟି!-->…
ପୁରୀ ବିମାନବନ୍ଦରର କାମ ଷ୍ଟେଜ-୧ ସ୍ଥିତିରେ: ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ପୁରୀ ବିମାନବନ୍ଦରର କାମ ଷ୍ଟେଜ-୧ ସ୍ଥିତିରେ ଅଛି। ସବୁ କ୍ଷେତ୍ରର ଲୋକଙ୍କ ସହ ପରାମର୍ଶ ନିଆଯାଇ କାମ ହେବ। ଯଦି world life institute of india ଏହାକୁ ବିରୋଧ କରୁଛି, ତେବେ ଏଥିରେ ସମସ୍ତଙ୍କର ମତ ନିଆଯାଇ କାମ କରାଯିବ। ଏହାକୁ ନେଇ କମିଟି ଗଠନ କରାଯିବ।!-->…
ଖରିଫ ୠତୁ ପାଇଁ ପ୍ରତ୍ୟେକ ଚାଷୀ ଆବଶ୍ୟକତା ଅନୁଯାୟୀ ସାର ପାଇବେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ ସମୀକ୍ଷା କରି ସାରର ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ପ୍ରତ୍ୟେକ ଚାଷୀ, କ୍ଷୁଦ୍ର ହୁଅନ୍ତୁ ବା!-->…
କାଲି ଅପେକ୍ଷା କମିଲା ସୁନା ଓ ରୁପା ଦାମ୍
ଗତ ଦୁଇ ଦିନ ଧରି ଲଗାତର ବଢ଼ିବା ପରେ ଆଜି ହଠାତ୍ ତଳକୁ ଖସିଛି ସୁନା ଓ ରୁପା ଦର।ଆମେରିକା-ଇରାନ ଯୁଦ୍ଧ ଯୋଗୁ, ଗତ ୪୯ ଦିନରେ ସୁନା ₹୭,୭୩୯ ଟଙ୍କା ଏବଂ ରୁପା ୧୮,୭୭୦ ଟଙ୍କା ହ୍ରାସ ପାଇଛି। ଯୁଦ୍ଧ ଆରମ୍ଭ ହେବାର ପୂର୍ବ ଦିନ, ଅର୍ଥାତ୍ ଫେବୃଆରୀ ୨୭ ତାରିଖରେ ସୁନା ₹୧.୫୯ ଲକ୍ଷ/୧୦ ଗ୍ରାମ!-->…
ହାଇ ସିକ୍ୟୁରିଟି ଜୋନ ଲୋକସେବା ଭବନରୁ ଏସି ଚୋରି, ୨ ଅଭିଯୁକ୍ତଙ୍କୁ ଗିରଫ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀର ହାଇ ସିକ୍ୟୁରିଟି ଜୋନ କୁହାଯାଉଥିବା ଲୋକସେବା ଭବନରୁ ଚୋରି କରିଥିଲେ ଏସି। ଲୋକସେବା ଭବନ ସହ ବିଭିନ୍ନ ବିଭାଗର AC ଚୋରି କରିଥିବା ଅଭିଯୋଗରେ ୨ ଜଣଙ୍କୁ କ୍ୟାପିଟାଲ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।। ସେମାନେ ହେଲେ ତମାଣ୍ଡୋ ସିଜିପୁଟରେ!-->…
ସଂସଦରେ ମୋଦିଙ୍କୁ କାହିଁକି ଯାଦୁକର କହିଲେ ରାହୁଲ !
ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଶୁକ୍ରବାର ଦେଖିବାକୁ ମିଳିଛି ଏକ ମଜାଦାର ମୁହୂର୍ତ୍ତ । ମହିଳା ସଂରକ୍ଷଣ ବିଲ୍ ଉପରେ ଚର୍ଚ୍ଚା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦି ଓ ନିଜକୁ ନେଇ ଏଭଳି ଏକ ମନ୍ତବ୍ୟ ଦେଇଛନ୍ତି, ଯାହା ଶୁଣି ପୂରା ଗୃହ ହସରେ ଫାଟି ପଡ଼ିଥିଲା ।ସଂସଦରେ!-->…
ଝାଡ଼ଖଣ୍ଡ TET ସିଲାବସରେ ଓଡ଼ିଆ ଲିପିକୁ ଅବମାନନା , ତୁରନ୍ତ ସଂଶୋଧନ ଦାବି
ଝାଡ଼ଖଣ୍ଡରେ ଓଡ଼ିଆ ଲିପିକୁ ଅବମାନନା । ଝାଡ଼ଖଣ୍ଡ ଟିଇଟି ସିଲାବସରେ ଓଡ଼ିଆ ଲିପିକୁ ଅବମାନନା କରାଯାଇଛି । ଯାହାକୁ ନେଇ ଆପତ୍ତି ଉଠାଇଛନ୍ତି ଓଡ଼ିଶା ସରକାର । ଓଡ଼ିଆ ଭାଷାର ସିଲାବସକୁ ଏହାର ନିଜସ୍ୱ ସ୍ୱତନ୍ତ୍ର ଲିପି ପରିବର୍ତ୍ତେ ଦେବନାଗରୀ ଲିପିରେ ପ୍ରକାଶ କରାଯାଇଥିବାରୁ ଏହାକୁ ନେଇ!-->…