Browsing Category

ଆଜିର ଖବର

ବିରାଟଙ୍କ ‘ଲାଇକ୍‌କୁ’ ନେଇ ପୁଣି ବିବାଦ !ଏଥର ଜର୍ମାନ ମଡେଲ…

ଇନଷ୍ଟାଗ୍ରାମ୍‌ରେ ଜଣେ ଜର୍ମାନ ମଡେଲଙ୍କ ଫଟୋକୁ ‘ଲାଇକ୍‌’ କରି ଚର୍ଚ୍ଚାକୁ ଆସିଯାଇଛନ୍ତି କ୍ରିକେଟର୍‌ ବିରାଟ କୋହଲି । ଏହି ମଡେଲ ହେଉଛନ୍ତି ଲିଜ୍‌ ଲାଜ୍‌ । ଏହା ଜଣାପଡ଼ିବା ପରେ ସୋସିଆଲ ମିଡିଆରେ ଏହାକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନା ଆରମ୍ଭ ହୋଇଯାଇଛି । କେତେକ ପ୍ରଶଂସକ ଏହାକୁ ନେଇ

ବିଜୁ ବାବୁଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ । ବିଜୁ ବାବୁଙ୍କୁ ଆଜି ମନେ ପକାଉଛି ସାରା ଓଡ଼ିଶା । ପ୍ରତିଟି ଓଡ଼ିଆଙ୍କ ସ୍ୱାଭିମାନ, ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ବିନମ୍ର

ଯୁଦ୍ଧକୁ ନେଇ UNରେ ମୁହଁ ଖୋଲିଲା ଭାରତ:ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ସବୁ ସମାଧାନ ହୋଇପାରିବ

ଷ୍ଟ୍ରେଟ୍ ଅଫ୍ ହର୍ମୋଜକୁ ନେଇ ପ୍ରତିକ୍ରିୟା ରଖିଲା ଭାରତ । ଜାତିସଙ୍ଘରେ ଦେଶର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି ୟୁଏନରେ ଭାରତର ସ୍ଥାୟୀ ପ୍ରତିନିଧି ପର୍ବତନେନୀ ହରିଶ । ଇରାନ ଏବଂ ମଧ୍ୟପ୍ରାଚ୍ୟରେ ଜାରି ସଙ୍ଘର୍ଷକୁ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି । ସେ ଉଲ୍ଲେଖ କରିଛନ୍ତି ଯେ, ୨୮

ଏଣିକି ଆଉ ରନ ୱେ କ୍ଳିଅର ପାଇଁ ଅପେକ୍ଷା କରିବାକୁ ପଡିବ ନାହିଁ। ଘଣ୍ଟାକୁ ଉଡ଼ିବ ୧୫ରୁ ୨୦ ବିମାନ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର ।ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ଦେଶର ଅନ୍ୟତମ ବ୍ୟସ୍ତ ବହୁଳ ବିମାନ ‌ବନ୍ଦର ଆଡକୁ ଅଗ୍ରସର ହେଉଛି । ବିମାନବନ୍ଦର ପକ୍ଷରୁ 1566 ମିଟର ବିଶିଷ୍ଟ ପିପିଟି ଏବଂ ଆରଇଟି ନିର୍ମାଣ କରାଯାଇଛି । ଯାହା

ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପସ୍ଥିତ ଥିଲେ ବାଚସ୍ପତି ସୁରମା

ଏଣିକି ଫଳ ପଚାଇବାକୁ କାରବାଇଡ ବ୍ୟବହାର କରାଗଲେ ନିଆଯିବ କଡ଼ା ଆକ୍ସନ

ଫଳକୁ କୃତ୍ରିମ ଭାବେ ପଚାଇବା ଏକ ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସମସ୍ୟା ହୋଇଥିବାରୁ, ଭାରତ ସରକାର ଏବଂ ଖାଦ୍ୟ ସୁରକ୍ଷା କର୍ତ୍ତୃପକ୍ଷ ତଥା FSSAI ଏଥିପାଇଁ ଅନେକ କଠୋର ପଦକ୍ଷେପ ଗ୍ରହଣ କରିଛି। ସରକାର କାଲସିୟମ୍ କାର୍ବାଇଡ୍ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରିଛନ୍ତି।ସବୁ ରାଜ୍ୟ ଏବଂ

ଧଉଳି ଗଣନାଟ୍ୟ ଯାତ୍ରା ଅଭିନେତା ରୁଦ୍ର ନାରାୟଣ ଗୁରୁତର, ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଯାତ୍ରା ଅଭିନେତା ରୁଦ୍ର ନାରାୟଣ ଗୁରୁତର । ଧଉଳି ଗଣନାଟ୍ୟ ଯାତ୍ରା ପାର୍ଟିର ଅଭିନେତା ରୁଦ୍ରନାରାୟଣ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ । ଅଭିନେତା ରୁଦ୍ର ଗୁରୁତର ଆହତ ହୋଇ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଭଦ୍ରକ ପୀରହାଟ ନିକଟରେ

ଓଏସଏସଏସସିର ନିଷ୍ପତ୍ତି ହାଇକୋର୍ଟରେ ରଦ୍ଦ । ପ୍ରାର୍ଥୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶା ସବ୍‌-ଅର୍ଡିନେଟ୍‌ ଷ୍ଟାଫ ସିଲେକ୍ସନ୍‌ କମିସନ (ଓଏସଏସଏସସି) ପକ୍ଷରୁ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ପରୀକ୍ଷା-୨୦୨୩କୁ ନେଇ ପ୍ରାର୍ଥୀଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ ଏବଂ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ନିଷ୍ପତ୍ତିକୁ ଓଡ଼ିଶା ହାଇକୋର୍ଟ ରଦ୍ଦ

ଆଜି ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର (ରାଜ୍ୟକାହାଣୀ )ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଗର୍ବ, ଗୌରବ ଓ ଗରିମାକୁ ପ୍ରତିପାଦିତ କରିଥିବା ଓଡ଼ିଆ ବୀରଙ୍କ ମଧ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକ ଶାଣିତ ବ୍ୟକ୍ତିତ୍ବ । ଆଜି ଏପ୍ରିଲ ୧୭ ତାରିଖ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ । ୧୯୯୭ ମସିହା ଏପ୍ରିଲ ୧୭ରେ

ଆଜି ମଧ୍ୟ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ଆକଳନ

ଭୁବନେଶ୍ୱର (ରାଜ୍ୟକାହାଣୀ )୪୦ ଡିଗ୍ରୀ ଉପରେ ୧୪ ସହର । ଆଜି ୧୧ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ।ଆସନ୍ତା ଦୁଇଦିନ ରାଜ୍ୟର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ନାହିଁ। ଅନ୍ୟପଟେ ୧୮ ଓ ୧୯ରେ ପଶ୍ଚିମ ଓଡ଼ିଶାର କେତେକ