Browsing Category
ଆଜିର ଖବର
ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍ । ଧରାପଡ଼ିଲେ ୪ ଗ୍ରାହକଙ୍କ ସହ ୨ ଯୁବତୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍ । ଖବର ପାଇ ରେଡ୍ କଲା ଭଦ୍ରକ ପୋଲିସ । ସେକ୍ସ ରାକେଟରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ୨ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି।ସୂଚନା ମୁତାବକ, ସହରର ରାଜଘାଟ ବ୍ରିଜ ଏବଂ ଧାମରା ବ୍ରିଜ ଅଞ୍ଚଳରେ ସେକ୍ସ!-->…
ଦିଲ୍ଲୀ ବିମାନ ବନ୍ଦରରେ ସ୍ପାଇସଜେଟ୍ ଓ ଆକାଶ ଏୟାର ମଧ୍ୟରେ ଧକ୍କା
ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ଅପରାହ୍ନ ପ୍ରାୟ ୨:୧୫ ସମୟରେ ସ୍ପାଇସଜେଟର ଏକ ବିମାନ ରନୱେରେ ଟ୍ୟାକ୍ସିଂ କରୁଥିବା ବେଳେ ସେଠାରେ ସ୍ଥିର ଛିଡ଼ା ହୋଇଥିବା ଆକାଶ ଏୟାରର ଏକ ବିମାନକୁ ଧକ୍କା ଦେଇଥିଲା। ଏହି ସାମାନ୍ୟ ଦୁର୍ଘଟଣାରେ ଉଭୟ!-->…
ପାର୍କିଂ ବ୍ୟବସ୍ଥା ନଥିଲେ ଗାଡ଼ି କିଣି ପାରିବେ ନାହିଁ
ରାଜ୍ୟକାହାଣୀ ( ଭୁବନେଶ୍ୱର )ନିଜ ପାଇଁ ଗାଡି କିଣୁଥିଲେ ଏହି ଖବର ଉପରେ ଧ୍ୟାନ ଦିଅନ୍ତୁ । ପାର୍କିଂ ସୁବିଧା ନ ଥିଲେ ବେସରକାରୀ ଗାଡ଼ି କିଣିବାକୁ ଅନୁମତି ମିଳିବନି । ସରକାର ସବୁ ସହରାଞ୍ଚଳ ପାଇଁ ଜାରି କରିଥିବା ଚିଠା ପାର୍କିଂ ନୀତିରେ ଏଭଳି କଡ଼ା ବ୍ୟବସ୍ଥା ରଖିଛନ୍ତି ।ଆସନ୍ତା ୨୮ ତାରିଖ!-->…
ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ମାତ୍ର ୭୭୨ ଗ୍ରାମ ଓଜନର ଶିଶୁକୁ ନୂଆ ଜୀବନ ଦେଲା ସମ୍ ନବଜାତ ଶିଶୁରୋଗ ବିଭାଗ
ଭୁବନେଶ୍ୱର, (ରାଜ୍ୟ କାହାଣୀ)ଜନ୍ମ ହେବାର ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬ ସପ୍ତାହରେ ଜନ୍ମିତ ମାତ୍ର ୭୭୨ ଗ୍ରାମ ଓଜନର ଶିଶୁ କନ୍ୟାର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ନବଜାତ ଶିଶୁରୋଗ ବିଭାଗର ଡାକ୍ତରୀ ଟିମ୍!-->…
ପୁଣି ୨୦ ଯାଏ ଚାଲିବ ଗାଡ଼ି ଯାଞ୍ଚ୍
ରାଜ୍ୟକାହାଣୀ ( ଭୁବନେଶ୍ୱର )ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଟ୍ରାଫିକ୍ ଉଲ୍ଲଂଘନକାରୀ ଗାଡ଼ି ଚାଳକଙ୍କ ବିରୋଧରେ ପୁଣି ଆରମ୍ଭ ହୋଇଛି ସ୍ୱତନ୍ତ୍ର କାର୍ଯ୍ୟାନୁଷ୍ଠାନ ଅଭିଯାନ । ଏହି ସମୟରେ ବ୍ୟାପକ ଭାବେ ଗାଡ଼ି ଯାଞ୍ଚ୍ କରାଯିବା ସହ ବିନା ଡ୍ରାଇଭିଂ ତଥା ଅବୈଧ ଲାଇସେନ୍ସଧାରୀଙ୍କ ବିରୋଧରେ!-->…
ଓଡିଶା ସାଂସଦଙ୍କୁ ନବୀନଙ୍କ ଚିଠି । ଡି ଲିମିଟେସନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଅରୁଣ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୧୩୧ ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ଚିଠି ଲେଖିଲେ ନବୀନ ପଟ୍ଟନାୟକ । ଚିଠିରେ ରାଜନୈତିକ ପ୍ରତିନିଧିତ୍ୱ ଓ ଅର୍ଥନୈତିକ ସ୍ୱାର୍ଥ କଥା ଉଠାଇଛନ୍ତି ନବୀନ ।ସେ କହିଛନ୍ତି ଯେ!-->…
ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ
ଖରାଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦଗଣ୍ଡ ବଡ ବୟାନ ଦେଇଛନ୍ତି ।ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ଛୁଟି ନିଷ୍ପତ୍ତି ନିଆଯିବ । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ନିଷ୍ପତ୍ତି ନିଆଯିବ ।ପିଲାମାନଙ୍କ ସୁରକ୍ଷାକୁ ସବୁଠାରୁ ଅଧିକ!-->…
ମେ’ ପହିଲାରୁ ଭିତରକନିକା ବନ୍ଦ, ବୁଲିପାରିବେନି ପର୍ଯ୍ୟଟକ
ରାଜ୍ୟକାହାଣୀ ( ଭୁବନେଶ୍ୱର )ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ ।ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ (୩ ମାସ) ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହେ । ଏହି!-->…
ସରିଲା ରିମାଣ୍ଡ, ପୁଣିଥରେ ଜେଲକୁ ଫେରିଲା ରାଜା ସାହାଣୀ
ରାଜ୍ୟକାହାଣୀ ( ଭୁବନେଶ୍ୱର )ରିମାଣ୍ଡ ଅବଧି ସରିବା ପରେ ପୁଣି ଜେଲକୁ ଫେରିଲା ରାଜା ସାହାଣୀ। ଚୌଦ୍ବାର ମଣ୍ଡଳ କାରାଗାରରୁ ଚମ୍ପଟ ମାରି ପରେ ଗିରଫ ହୋଇଥିବା ରାଜା ସାହାଣୀକୁ କର୍ଣ୍ଣାଟକ ପୋଲିସ ରିମାଣ୍ଡରେ ନେଇଥିଲା । ୭ ଦିନିଆ ରିମାଣ୍ଡ ଅବଧି ସରି ଯାଇଥିବାରୁ ପୁଣି ଓଡ଼ିଶା ଜେଲକୁ ଫେରିଛି!-->…
ରୁଷ-ଇରାନରୁ ତେଲ କିଣିପାରିବ ନାହିଁ ଭାରତ : ସମୟସୀମା ଶେଷ
ମଧ୍ୟପ୍ରାଚ୍ୟ ବିବାଦ ଯୋଗୁଁ ଅଧିକାଂଶ ଦେଶରେ ତୈଳ ସଙ୍କଟ ଗମ୍ଭୀର ହେଉଥିବା ପରିପ୍ରେକ୍ଷୀରେ ଆମେରିକା ପ୍ରତିବନ୍ଧକ ସତ୍ତ୍ୱେ ଇରାନ ଏବଂ ରୁଷରୁ ତେଲ କିଣିବା ପାଇଁ ଛାଡ ଦେଇଥିଲା ଯାହା ଏବେ ଶେଷ ହେବାକୁ ଯାଉଛି। ଆମେରିକା ଏହି ଛାଡକୁ ବୃଦ୍ଧି କରିବାକୁ ମନା କରିଦେଇଛି। ଆମେରିକାର ଅର୍ଥ ସଚିବ!-->…