Browsing Category

ଆଜିର ଖବର

APPକୁ ଝଟ୍‌କା,ରାଘବ ଚଢାଙ୍କୁ କେନ୍ଦ୍ର ସରକାରଙ୍କ Z କାଟାଗୋରି ସୁରକ୍ଷା

ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା ପ୍ରଦାନ କରିଛନ୍ତି। ରାଘବ ଚଢାଙ୍କୁ ଦିଲ୍ଲୀ ଏବଂ ପଞ୍ଜାବରେ ‘Z’ ବର୍ଗର ସୁରକ୍ଷା କଭର ମିଳିବ, ଯେତେବେଳେ ଅନ୍ୟ ସ୍ଥାନ ପାଇଁ ‘Y+’ ବର୍ଗର

ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ

ପ୍ରକାଶ ପାଇଲା ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ । ଛାତ୍ରଛାତ୍ରୀ ମାନେ CBSE ଅଫିସିଆଲ୍ ୱେବସାଇଟରୁ ନିଜର ପରୀକ୍ଷା ଫଳ ପାଇ ପାରିବେ । cbse.gov.in, results.cbse.nic.in, results.digilocker.gov.in ଓ ଉମଙ୍ଗରେ ରେଜଲ୍ଟ ଉପଲବ୍ଧ । ସୂଚନା ଅନୁସାରେ ଚଳିତ ବର୍ଷ CBSE ଦଶମ ଶ୍ରେଣୀ

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ ।ଗିରଫ ଅଭିଯୁକ୍ତ ଶିକ୍ଷକ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପାଟପୁରପାଟଣା ଗାଁର ଜିତେନ୍ଦ୍ର ମଳିକ।ସୂଚନା ଅନୁଯାୟୀ, ଅଭିଯୁକ୍ତ ଜିତେନ୍ଦ୍ର ଟିକାବାଲି ଥାନା ଅଞ୍ଚଳରେ ଥିବା ଏକ

ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାରରୁ ୩ ରତ୍ନ ନିଖୋଜ ପ୍ରସଙ୍ଗ, ସିଂହଦ୍ୱାର ଥାନାରେ ଏତଲା

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାରରୁ ରତ୍ନ ଗାଏବ୍। ଆସିଛି ଏଭଳି କିଛି ସାଙ୍ଘାତିକ ଅଭିଯୋଗ। ବାହାର ରତ୍ନଭଣ୍ଡାରରୁ ତିନି ଗୋଟି ରତ୍ନ ନିଖୋଜ ଥିବା ନେଇ ଏବେ ଥାନାରେ ମାମଲା ପହଞ୍ଚିଛି। ବାହାର ରତ୍ନଭଣ୍ଡାର ଗଣତିର ଶେଷ ଦିନ ଅର୍ଥାତ୍ ଗତ ୧୧ ଏପ୍ରିଲରେ

ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ

ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ। ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରଖିବା ନେଇ ଯୋଜନା ଚାଲିଛି।ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସ୍ୱତନ୍ତ୍ର ହୋଲଡିଂ ଏରିଆରେ ସ୍ଲଟ ବୁକିଂ ମାଧ୍ୟମରେ ଶ୍ରଦ୍ଧାଳୁ ଦର୍ଶନ କରିବେ । ପ୍ରଥମେ

ଚନ୍ଦକା ଜଙ୍ଗଲକୁ ଆସିବେ ୨୦ ଗୟଳ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଚନ୍ଦକା ଜଙ୍ଗଲକୁ ଆସିବେ ୨୦ ଗୟଳ । ସମ୍ବଲପୁର ଡେବ୍ରିଗଡ଼ରୁ ପ୍ରଥମ ପର୍ଯ୍ୟାୟରେ ୧୦ଟି ଗୟଳ ଆଣିବାକୁ ଚନ୍ଦକା ବନବିଭାଗ ଯୋଜନା କରିଛି ।ଏକ ସ୍ୱତନ୍ତ୍ର ଗାଡ଼ିରେ ଡେବ୍ରିଗଡ଼ରୁ ଚନ୍ଦକା ଆଣିବା ପାଇଁ ପ୍ରସ୍ତୁତି ଚାଲିଥିବା ଚନ୍ଦକା ଡିଏଫ୍‌ଓ ସୂଚନା ଦେଇଛନ୍ତି ।

ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ, ଶପଥ ନେଲେ ସମ୍ରାଟ ଚୌଧୁରୀ

ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ସମ୍ରାଟ ଚୌଧୁରୀ ଶପଥ ଗ୍ରହଣ କରିଛନ୍ତି । ପାଟନାର ଲୋକଭବନରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏଥିସହ ଜେଡିୟୁ ବିଧାୟକ ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର ଯାଦବ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ।। ଆଜି କେବଳ ଏହି

କଟକ ରେଳ ଷ୍ଟେସନ୍‌ରୁ ୫୮ ନାବାଳକ ଉଦ୍ଧାର

କଭୁବନେଶ୍ୱର (ରାଜ୍ୟକାହାଣୀ )ଟକ ରେଳ ଷ୍ଟେସନରୁ ଉଦ୍ଧାର ହୋଇଛନ୍ତି ୫୯ ନାବାଳକ । ସମସ୍ତ ନାବାଳକଙ୍କୁ ଉଦ୍ଧାର କରି ସିଡବ୍ଲୁସିଙ୍କୁ ହସ୍ତାହର କରାଯାଇଛି । ଏହାସହ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ ମଧ୍ୟ କରିଛି । ରାତି ପ୍ରାୟ ୧୧ଟା ବେଳେ ଷ୍ଟେସନ୍‌ରେ ଏକ ଟ୍ରେନ୍‌ରୁ ସମସ୍ତେ

ଚୀନ୍‌କୁ ଇରାନରୁ ତେଲ କିଣିବାକୁ ଦେବୁ ନାହିଁ: ଧମକ ଦେଲା ଆମେରିକା

ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଅର୍ଥନୈତିକ ଯୁଦ୍ଧ ଏବେ ଏକ ଅତ୍ୟନ୍ତ ଖରାପ ପରିସ୍ଥିତିକୁ ଚାଲିଗଲାଣି।ଇରାନରୁ ତେଲ କିଣିବା ନେଇ ଆମେରିକା ଚୀନ୍ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଆମେରିକାର ଅର୍ଥ ମନ୍ତ୍ରୀ ସ୍କଟ୍ ବେସେଣ୍ଟ

ଆଜିଠୁ ଜାତୀୟ ରାଜପଥରେ ଓଭରଲୋଡ୍ ଗାଡି ପାଇଁ ନୂଆ ଫି ନିୟମ

ଜାତୀୟ ରାଜପଥରେ ଓଭରଲୋଡ୍ ଗାଡି ଉପରେ ଫି ଆଦାୟକୁ ସୁସଂଗଠିତ କରିବା ପାଇଁ କେନ୍ଦ୍ର ସରକାର ନୂଆ ନିୟମ ଜାରି କରିଛନ୍ତି।ମନ୍ତ୍ରଣାଳୟ ମଙ୍ଗଳବାର ଜାରି କରିଥିବା ବିଜ୍ଞପ୍ତି ଅନୁସାରେ, ସଂଶୋଧିତ ନିୟମ ଆଜିଠୁ ଲାଗୁ ହେବ। ଏହି ସଂଶୋଧନ ନିର୍ଦ୍ଧାରିତ ଭାର ସୀମାକୁ ପାଳନ କରାଇବା, ସଡକ ସୁରକ୍ଷା