Browsing Category
ଆଜିର ଖବର
ଆଣ୍ଡାମାନ ସାଗରରେ ବଡ଼ ଅଘଟଣ,ଭେସେଲ ଓଲଟି ୨୫୦ ଜଣଙ୍କ ମୃତ୍ୟୁ ସମ୍ଭାବନା !
ରୋହିଙ୍ଗ୍ୟା ଶରଣାର୍ଥୀ ଓ ବାଂଲାଦେଶ ନାଗରିକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଆଣ୍ଡାମାନ ସାଗରରେ ବୁଡ଼ି ଯାଇଛି | ଅତି କମରେ ୯ ଜଣଙ୍କୁ ଉଦ୍ଧାର କରାଯାଇଛି। ଯେତେବେଳେ ଅନ୍ୟ ୨୫୦ରୁ ଅଧିକ ଲୋକଙ୍କ ପତ୍ତା ଏପର୍ଯ୍ୟନ୍ତ ମିଳିପାରିନାହିଁ।ବାଂଲାଦେଶୀ ଗଣମାଧ୍ୟମ "ଦି ଡେଲି ଷ୍ଟାର"ର ଏକ ରିପୋର୍ଟ!-->…
ରାଜ୍ୟରେ ୨୦ ଯାଏଁ ହିଟ୍ ଓ୍ୱେଭ୍ ଓ୍ୱାର୍ଣ୍ଣିଂ
ତାତିରେ ଫୁଟିବ ଅଧା ଓଡ଼ିଶା। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନ ଅସ୍ତବ୍ୟସ୍ତ କରୁଥିବା ବେଳେ ୧୬ ରୁ ୨୦ ଯାଏଁ ତାତିରୁ ନାହିଁ ତ୍ରାହି । ୫ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି । ୪୫ ଡିଗ୍ରି ଛୁଇଁପାରେ ରାଜ୍ୟର ତାପମାତ୍ରା ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ!-->…
ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି!-->…
ଡିପ୍ରେସନ୍ରୁ ମୃତ୍ୟୁ; ବାଥରୁମରେ ଭଉଣୀର ଡେଡ୍ବଡି ପୋଡିଲା ଭାଇ
ଝାଡ଼ଖଣ୍ଡର ଧାନବାଦର ଗୋବିନ୍ଦପୁରରେ ଜଣେ ଅବସରପ୍ରାପ୍ତ ବୈଜ୍ଞାନିକଙ୍କ ପରିବାରରେ ଅଜବ ଘଟଣା । ଭଉଣୀର ଶବକୁ ବାଥରୁମରେ ଜାଳିଲା ବଡ଼ ଭାଇ । ବୈଜ୍ଞାନିକଙ୍କ ପୁଅ ତାଙ୍କ ଛାଡପତ୍ର ପାଇଥିବା ଭଉଣୀଙ୍କ ମୃତ୍ୟୁ ପରେ ତାଙ୍କ ଘରର ବାଥରୁମରେ ତାଙ୍କର ଅନ୍ତିମ ସଂସ୍କାର କରିଛନ୍ତି । ଅର୍ଦ୍ଧଦଗ୍ଧ!-->…
ଆଜିଠାରୁ ନୂଆ ରତ୍ନ ପଲଙ୍କରେ ଶୋଇବେ ମହାପ୍ରଭୁ
ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଇନଭେଣ୍ଟରୀ ଆଜିଠାରୁ ଆରମ୍ଭ ହେବ। ଓଡିଆ ନବବର୍ଷରେ ମହାପ୍ରଭୁଙ୍କ ନୂଆ ରତ୍ନ ପଲଙ୍କ ବ୍ୟବହାର ହେବ। ନୂଆ ରତ୍ନ ପଲଙ୍କ ସଂସ୍କାର କରାଯିବା ପରେ ଆଜି ଏହା ବ୍ୟବହାର କରାଯିବ।ଶ୍ରୀମନ୍ଦିର ନୀଳାଦ୍ରି ମ୍ୟୁଜିୟମରେ ରହିବ ପୁରୁଣା ରତ୍ନ ପଲଙ୍କ ।ତିନୋଟି ନୂତନ!-->…
୮୫୦କୁ ବୃଦ୍ଧି ପାଇବ ଲୋକସଭା ଆସନ, ମହିଳା ସଂରକ୍ଷଣ ପାଇଁ ପ୍ରସ୍ତୁତ
୮୫୦କୁ ବୃଦ୍ଧି ପାଇବ ଲୋକସଭା ଆସନ । ଲୋକସଭାରେ ବଡ଼ ପରିବର୍ତ୍ତନ । ୫୪୩ ରୁ ୮୫୦ ହେବେ ସାଂସଦ ! ନୂତନ ସୀମା ନିର୍ଦ୍ଧାରଣ ସହ ଦୀର୍ଘଦିନ ଧରି ଆଲୋଚନା ହେଉଥିବା ମହିଳା ସଂରକ୍ଷଣ ଆଇନକୁ କାର୍ଯ୍ୟକାରୀ କରିବା ପାଇଁ ସବୁଜ ସଂକେତ ଦେବ।ଆସୁଛି ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ । ଭାରତୀୟ ସଂସଦୀୟ!-->…
ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆହୁରି ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପଞ୍ଜିକରଣ ଅବଧି ବୃଦ୍ଧି ନେଇ ସଙ୍କେତ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପ୍ରେଲ ୧ ରୁ ୩୦ ନୂଆ ହିତାଧିକାରୀମାନେ ନୂଆ କରି ଆପ୍ଲିକେସନ ଦେବେ। ଆବେଦନକାରୀଙ୍କ ସଂଖ୍ୟା ବହୁତ କମ ଅଛି କିନ୍ତୁ ସମୟ!-->…
ବିହାରରେ ‘ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା
ଦୀର୍ଘ ୨୦ ବର୍ଷ ଧରି ବିହାର ଚାଲିଥିବା ନୀତିଶ ଯୁଗର ସମାପ୍ତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ କ୍ୟାବିନେଟ୍ ଭଙ୍ଗ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ନୀତିଶ କୁମାର ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଏହି ନିଷ୍ପତ୍ତି କେବଳ ବିହାରରେ ନୁହେଁ ବରଂ!-->…
ବାଲେଶ୍ବର FM କଲେଜ ପୁଣି ଚର୍ଚ୍ଚାରେ ! ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ଓଡ଼ିଆ ବିଭାଗ ଏଚ୍ଓଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ଛାତ୍ରୀଙ୍କ ଅଭିଯୋଗ ପରେ ହଟିଲେ ବିଭାଗୀୟ ମୁଖ୍ୟ । ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଛାତ୍ରୀ । ସମସ୍ତ ସ୍ଥିତି ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ଦ୍ୱାରା ଯାଞ୍ଚ ହୋଇଥିବାବେଳେ ଅଭିଯୋଗ ଆଧାରରେ ମହାବିଦ୍ୟାଳୟ!-->…
ହର୍ମୁଜକୁ ଅବରୋଧ ପାଇଁ ବ୍ୟାପକ ସୈନ୍ୟ ଓ ଯୁଦ୍ଧ ଜାହାଜ ପଠାଇଲେ ଟ୍ରମ୍ପ
ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକା ସେନା ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବା ପାଇଁ ୫ ହଜାର ମାରିନ ସୈନିକ, ବିଧ୍ୱଂସକ ଜାହାଜ ଏବଂ ସୋନାର ଜାହାଜ ମୁତୟନ କରିଛି । ଆମେରିକାର ସେନା ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବା ପାଇଁ ଏଫ୍-୩୫-ବି ଲଢୁଆ ବିମାନ, ଏମଭି-୨୨ ଓସପ୍ରେସ୍ ଏବଂ!-->…